-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||     

HOME   ଜିଲ୍ଲା

ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

24-Aug-2026



ବଲାଙ୍ଗୀର(ବିନୋଦ ଦୀପ): ଆଜି ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ ହୋଇଥିଲା। ଏହି ଶିବିରରେ ବଲାଙ୍ଗୀର ଜିଲ୍ଲାପାଳ ଶ୍ରୀ ଗୌରୱ ଶିୱାଜୀ ଇସଲୱାର ଉପସ୍ଥିତ ହୋଇ ବିଭିନ୍ନ ଅଞ୍ଚଳରୁ ଆସିଥିବା ନାଗରିକମାନଙ୍କ ସମସ୍ୟା ଓ ଅଭିଯୋଗଗୁଡ଼ିକୁ ପ୍ରତ୍ୟକ୍ଷ ଭାବେ ଶୁଣିଥିଲେ। 
ଆଜିର ଶିବିରରେ ମୋଟ ୯୦ଟି ଅଭିଯୋଗ ପତ୍ର ପଞ୍ଜୀକୃତ ହୋଇଥିଲା; ସେଥିରୁ ୮୫ଟି ବ୍ୟକ୍ତିଗତ ଓ ୦୫ଟି ସାମୂହିକ/ଗ୍ରାମୀଣ ସମସ୍ୟା ସମ୍ବନ୍ଧୀୟ ଥିଲା। ଏଥିରୁ ୦୭ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଛି। ତୁରେକେଲା ବ୍ଲକ୍ ଓ ପାଶ୍ୱର୍ବତୀ ଗ୍ରାମାଞ୍ଚଳରୁ ଆସିଥିବା ଗ୍ରାମବାସୀମାନେ ନିଜର

ରାସନ କାର୍ଡ, ଭତ୍ତା, ଜମିଜମା ବିବାଦ, ପାନୀୟ ଜଳ, ବିଦ୍ୟୁତ ସମସ୍ୟା ଓ ଆଇନ-ଶୃଙ୍ଖଳା ସମ୍ବନ୍ଧୀୟ ଅଭିଯୋଗ ଉପସ୍ଥାପନ କରିଥିଲେ। ଜିଲ୍ଲାପାଳ ପ୍ରତ୍ୟେକ ଅଭିଯୋଗର ଗମ୍ଭୀରତାକୁ ଅନୁଧ୍ୟାନ କରି, ଅବଶିଷ୍ଟ ଅଭିଯୋଗଗୁଡ଼ିକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ହସ୍ତାନ୍ତର କରି, ନିର୍ଦ୍ଦିଷ୍ଟ ସମୟସୀମାରେ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଏହି ଯୁଗ୍ମ ଶୁଣାଣି ଶିବିରରେ ଟିଟିଲାଗଡ଼ ଉପଜିଲ୍ଲାପାଳ ପଦ୍ମନାଭ ସାମନ୍ତରାୟ, ତୁରେକେଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ମୁଖ୍ୟ ଜିଲ୍ଲା ଚିକିତ୍ସାଧିକାରୀ, ପୂର୍ତ୍ତ ବିଭାଗ, ସାମାଜିକ ସୁରକ୍ଷା ବିଭାଗ, କୃଷି ବିଭାଗ ଓ ଗ୍ରାମ୍ୟ ଯୋଗାଣ ବିଭାଗ ସହିତ ସମସ୍ତ ପ୍ରମୁଖ ବିଭାଗର ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   24-Aug-2026
  ଜିଲ୍ଲା  
ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   24-Aug-2026
  ଜିଲ୍ଲା  
ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   24-Aug-2026
  ଜିଲ୍ଲା  
ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   24-Aug-2026
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026

You Might Also Like