-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||     

HOME   ଜିଲ୍ଲା

ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର

24-Aug-2026



ବଲାଙ୍ଗୀର(ପ୍ରେରଣା ଖବର): ୨୦୨୫–୨୬ ଆର୍ଥିକ ବର୍ଷରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ବିଭିନ୍ନ କ୍ଷେତ୍ରରେ ସଫଳତା ପାଇଁ ବଲାଙ୍ଗୀର ପୌର ପରିଷଦକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୧ କୋଟି ଟଙ୍କାର ପୁରସ୍କାର ପ୍ରଦାନ କରାଯିବ। ଏହି ପୁରସ୍କାର ପ୍ରଦାନ ସମାରୋହ ଆସନ୍ତା ୩୧ ତାରିଖରେ ଭୁବନେଶ୍ୱରସ୍ଥିତ କୃଷି ଭବନ ଠାରେ ଅନୁଷ୍ଠିତ ହେବ।

ଏହି ଅବସରରେ ବଲାଙ୍ଗୀର ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁଙ୍କୁ ଆଜି ଆନୁଷ୍ଠାନିକ ଭାବେ ନିମନ୍ତ୍ରଣ ପହଞ୍ଚିଛି।
ଏହି ସମ୍ମାନକୁ ନେଇ ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ କହିଛନ୍ତି ଯେ, “ଏହି ସଫଳତା କେବଳ ପୌର ପରିଷଦର ନୁହେଁ; ଏହା ବଲାଙ୍ଗୀର ସହରର ସମସ୍ତ ଜନସାଧାରଣଙ୍କ ଚେଷ୍ଟା, ପ୍ରଚେଷ୍ଟା ଓ ସହଯୋଗର ଫଳ।”
ସହରର ବିକାଶ ଓ ପୌର ପରିଷଦର କାର୍ଯ୍ୟକୁ ସଫଳ କରିବାରେ ସହରବାସୀଙ୍କ ସହଯୋଗକୁ ସେ ଭୂୟସୀ ପ୍ରଶଂସା କରିବା ସହ ବଲାଙ୍ଗୀର ଜିଲ୍ଲା ପ୍ରଶାସନ,କାର୍ଯ୍ୟନିର୍ବାହୀ ଅଧିକାରୀ,ଉପ ନଗରପାଳ, ପରିଷଡ ର ସମସ୍ତ ସଦସ୍ୟ ଓ ସଦସ୍ୟା, ପୌର ପରିଷଦର ସମସ୍ତ କର୍ମଚାରୀ ଏବଂ ରାଜ୍ୟ ସରକାରଙ୍କୁ ହୃଦୟରୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି।
ଏହି ପୁରସ୍କାର ବଲାଙ୍ଗୀର ସହରର ବିକାଶ ଯାତ୍ରାକୁ ଆହୁରି ଗତିଶୀଳ କରିବା ସହ ପୌର ପରିଷଦର ଅଧିକ ଦାୟିତ୍ୱ ଓ ଉତ୍ସାହ ବଢ଼ାଇବ ବୋଲି ସେ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   24-Aug-2026
  ଜିଲ୍ଲା  
*ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   24-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   24-Aug-2026
  ଜିଲ୍ଲା  
ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   24-Aug-2026
  ଜିଲ୍ଲା  
ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   24-Aug-2026
  ଜିଲ୍ଲା  
ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   24-Aug-2026
  ଜିଲ୍ଲା  
ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   24-Aug-2026
  ଜିଲ୍ଲା  
ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   24-Aug-2026
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026

You Might Also Like