-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

କଲାହାଣ୍ଡି ଜିଲ୍ଲାରେ ପି, ଡି, ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟକଳାପ ଉପରେ ସାଧାରଣରେ ପ୍ରଶ୍ନ?   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||     

HOME   ରାଜ୍ୟ

ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ

24-Aug-2026



ବଲାଙ୍ଗୀର (ପ୍ରେରଣା ଖବର): ଆଜି ଅପରାହ୍ନରେ ଆକାଶ ଇନଷ୍ଟିଚ୍ୟୁଟ୍, ବଲାଙ୍ଗୀର ଶାଖା ପକ୍ଷରୁ ANTHE- ୨୦୨୬ ର ଭବ୍ୟ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀର ସେଞ୍ଚୁରିଅନ୍ ପବ୍ଲିକ୍ ସ୍କୁଲ୍, ଡୁଙ୍ଗୁରିପାଲି ସେଞ୍ଚୁରିଅନ୍ ପବ୍ଲିକ୍ ସ୍କୁଲ୍, ଡି.ଏ.ଭି. ସୁନାବେଡା, ଡି.ପି.ଏସ୍. ବଲାଙ୍ଗିର,  ବଲାଙ୍ଗୀର ଆକାଶ ଇନଷ୍ଟିଚ୍ୟୁଟ୍ ଏବଂ ଜୟପୁର ଶାଖାର ଶତାଧିକ ଛାତ୍ରଛାତ୍ରୀ ଭର୍ଚୁଆଲ୍ ମାଧ୍ୟମରେ ଯୋଗ ଦେଇଥିଲେ।

ଏହି ଅବସରେ ମୁଖ୍ୟ ଅତିଥି ଭାବେ ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟ,ବଲାଙ୍ଗିରର ଆଞ୍ଚଳିକ ନିର୍ଦ୍ଦେଶକ ଡ଼. ପ୍ରଦୀପ କୁମାର ଷଡ଼ଙ୍ଗୀ ଯୋଗ ଦେଇ  ନିଜ ଉଦବୋଧନରେ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ସମ୍ମାନିତ ଅତିଥି ଭାବେ  ସୁବ୍ରତ ଛାଟୋଇ, ନିର୍ଦ୍ଦେଶକ, ଆକାଶ ଇନଷ୍ଟିଚ୍ୟୁଟ୍, ଓଡ଼ିଶା ଏବଂ ମୁଖ୍ୟ ପ୍ରବକ୍ତା ଭାବେ ସନ୍ତୋଷ କୁମାର, ଆସିଷ୍ଟାଣ୍ଟ ଏକାଡେମିକ୍ ଡାଇରେକ୍ଟର, ଓଡ଼ିଶା ଓ ଛତିଶଗଡ଼ ଯୋଗ ଦେଇଥିଲେ।

କାର୍ଯ୍ୟକ୍ରମକୁ କେନ୍ଦ୍ର ପ୍ରମୁଖ  ସତ୍ୟଦର୍ଶୀ ବେହେରା ପରିଚାଳନା କରିଥିଲେ। ଶ୍ରୀ ବେହେରା ଛାତ୍ରଛାତ୍ରୀ ମାନଙ୍କୁ ପରୀକ୍ଷାର ରାଶି ଏବଂ ଅନ୍ୟାନ୍ୟ ଜରୁରୀ ତଥ୍ୟ ପ୍ରଦାନ କରିଥିଲେ।

ଏହି ଅବସରରେ ସେଞ୍ଚୁରିଅନ୍ ପବ୍ଲିକ୍ ସ୍କୁଲ୍ ର ଭାଇସ୍ ପ୍ରିନ୍ସିପାଲ୍ ଡ଼. ପୁଣ୍ୟତୋୟା ବିଶ୍ୱାଳ,  ଆକାଶ ଇନଷ୍ଟିଚ୍ୟୁଟ୍ ର ଅଧ୍ୟାପକବୃନ୍ଦ ବର୍ଷାରାଣୀ ସାହୁ, ଶିବପ୍ରୀତ ପଣ୍ଡା, ଜି. ଚଞ୍ଚଳ କୁମାର ନାୟକ, ପ୍ରସନ୍ନଜିତ୍ ଦେ, ଓମ୍ ପ୍ରକାଶ ତନ୍ତୀ  ପ୍ରମୁଖ ଉପସ୍ଥିତ ଥିଲେ।

ମୁଖ୍ୟ ଵକ୍ତା ଛାତ୍ରଛାତ୍ରୀ ମାନଙ୍କୁ ANTHE ପରୀକ୍ଷା ବିଷୟରେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। 


News Comment




Photo in News

Advertisment
Lastest News
କଲାହାଣ୍ଡି ଜିଲ୍ଲାରେ ପି, ଡି, ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟକଳାପ ଉପରେ ସାଧାରଣରେ ପ୍ରଶ୍ନ?   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   24-Aug-2026
  ଜିଲ୍ଲା  
*ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   24-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   24-Aug-2026
  ଜିଲ୍ଲା  
ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   24-Aug-2026
  ଜିଲ୍ଲା  
ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   24-Aug-2026
  ଜିଲ୍ଲା  
ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   24-Aug-2026
  ଜିଲ୍ଲା  
ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   24-Aug-2026

You Might Also Like