-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୁହୂରମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      କଲାହାଣ୍ଡି ଜିଲ୍ଲାରେ ପି, ଡି, ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟକଳାପ ଉପରେ ସାଧାରଣରେ ପ୍ରଶ୍ନ?   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||     

HOME   ଜିଲ୍ଲା

କଲାହାଣ୍ଡି ଜିଲ୍ଲାରେ ପି, ଡି, ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟକଳାପ ଉପରେ ସାଧାରଣରେ ପ୍ରଶ୍ନ?

24-Aug-2026



(ସନ୍ତୋଷ ପାତ୍ର) 
ଦେଶରେ ବସବାସ କରୁଥିବା ସଧାରଣ ଗରୀବ ,ଖଟିଖିଆ, ଚାଷୀ, ମୂଲିଆ, ଶ୍ରମିକ ତଥା ଭିନ୍ନକ୍ଷମ ମାନଙ୍କ ପାଇଁ କେନ୍ଦ୍ର ସରକାର ଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଅନ୍ତର୍ଭୁକ୍ତ ହିତାଧୀକାରୀ କାର୍ଡ ଧାରୀ ଙ୍କୁ ୩୫ କେଜି ମାଗଣା ଚାଉଳ ଓ ରଜ୍ୟ ସରକାର ଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାରେ ସାମିଲ ହୋଇଥିବା କାର୍ଡ ଧାରୀ ଙ୍କୁ ୫ କେଜି ଲେଖାଏଁ ଦୁଇ ମାସର ପି ,ଡି,ଏସ ଚାଉଳ ବଣ୍ଟନ କରିବା ବ୍ୟବସ୍ଥା ରହିଛି। ଚଳିତ ବର୍ଷ ୨୦୨୬ ଅନୁଯାୟୀ ରାଜ୍ୟ ସରକାର ଚିଠି ନମ୍ବର୍ -୧୨୪୦୬ ତା- -୨୦-୦୭-୨୦୨୬ ଜୁଲାଇ ଓ ଅଗଷ୍ଟ ମାସରେ ହିତାଧୀକାରୀ ଙ୍କୁ ପି,ଡି,ଏସ ଚାଉଳ ବଣ୍ଟନ ପାଇଁ ରାଜ୍ୟର ପ୍ରତ୍ୟେକ ଜିଲ୍ଲା ର ଜିଲ୍ଲାପାଳ ଓ ଜିଲ୍ଲା ଯୋଗାଣ ଅଧିକାରୀ ଙ୍କୁ ନିର୍ଦେଶନାମା ଦିଆଯାଇଥିଲା। ଜୁଲାଇ ୨୧ ତାରିଖ ଦିନ ଠାରୁ ଜୁଲାଇ ୨୭ ତାରିଖ ପର୍ଯ୍ୟନ୍ତ ଚାଉଳ ବଣ୍ଟନ ପ୍ରକ୍ରିୟା ଶେଷ କରିବା ପାଇଁ ନିର୍ଦ୍ଦେଶନାମା ହୋଇଥିଲା । କିନ୍ତୁ କଳାହାଣ୍ଡି ଜିଲ୍ଲା ୧୩ ଗୋଟି ବ୍ଳକ୍ ରେ ଥିବା ବିଭିନ୍ନ ଗ୍ରାମ ପଞ୍ଚାୟତ ମାନଙ୍କରେ ବର୍ତମାନ ସୁଦ୍ଧା ଚାଉଳ ବଣ୍ଟନ ପ୍ରକ୍ରିୟା ସୁପ୍ତ ଅବସ୍ତାରେ ରହିଛି । ଜିଲ୍ଲା ଯୋଗାଣ ଅଧିକାରୀ ଙ୍କ ବ୍ୟତିକ୍ରମ ସହିତ ଆନ୍ତରିକତା ଅଭାବ କାରଣ ଯୋଗୁଁ ଲିଫ୍ ଟିଙ୍ଗ ହୋଇପାରିନାହିଁ । ଜିଲ୍ଲା ର ବିଭିନ୍ନ ପଞ୍ଚାୟତ ଗୋଦମରେ ଚାଉଳ ଷ୍ଟକ୍ ନାହିଁ ବୋଲି ସାଧାରଣରେ ଅଭିଯୋଗ ହେଉଛି । ଯାହାଦ୍ବାରା  ହିତାଧୀକାରୀ ମାନେ ବାରମ୍ବାର ଗ୍ରାମପଞ୍ଚାୟତ କୁ  ଆସି ଚାଉଳ ନ ପାଇଁ ନିରାଶ ହୋଇ ଘରକୁ ଫେରୁଛନ୍ତି ଓ ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଜିଲ୍ଲାର ସମସ୍ତ ଗ୍ରାମପଞ୍ଚାୟତ କାର୍ଯ୍ୟରତ ଯୋଗାଣ ସହାୟକ ମାନଙ୍କୁ ହିତାଧୀକାରୀ ମାନେ ଝଗଡ଼ା ଝାଟି , ଗଣ୍ଡଗୋଳ କରୁଥିବା ଦେଖିବକୁ ମିଳିଛି। ଜିଲ୍ଲା ଯୋଗାଣ ଅଧିକାରୀ ଓ ବ୍ଳକ୍ ଯୋଗାଣ ଅଧିକାରୀ ଙ୍କ ଚାପ ପ୍ରୟୋଗ ବଶବର୍ତ୍ତୀ ହୋଇ ପଞ୍ଚାୟତ ଯୋଗାଣ ସହାୟକ ସମୂହ ଶାରୀରିକ ମାନସିକ ଚାପରେ ରହିଛନ୍ତି । ଜିଲ୍ଲା ଯୋଗାଣ ଅଧିକାରୀ ଅଜୟ ମଲ୍ଲିକ ଙ୍କ ନିର୍ଦେଶ ଅନୁଯାୟୀ ସେପ୍ଟେମ୍ବର ଓ ଅକ୍ଟୋବର ମାସର ଚାଉଳ ବଣ୍ଟନ କରିବା ପାଇଁ ଚାପ ପ୍ରୟୋଗ କରୁଥିବା ଯୋଗାଣ ସହାୟକ ଗୋଷ୍ଟିରେ ଚର୍ଚ୍ଚା ହେଉଛି। ଗୋଟିଏ ପଟେ ଲିଫଟିଙ୍ଗ ଓ ପରିଚାଳନାରେ ଅବହେଳା ଅନ୍ୟପଟେ ଜୁଲାଇ ଅଗଷ୍ଟ ମାସର ଚାଉଳ ବଣ୍ଟନରେ ଚାଉଳ ଷ୍ଟକ୍ ନ ଥିବା ଯୋଗୁଁ ଏଭଳି ସମସ୍ୟା ସୃଷ୍ଟି ହେଉଛି ବୋଲି ସାଧାରଣରେ ଆଲୋଚନା ହେଉଛି। କଳାହାଣ୍ଡି ଜିଲ୍ଲା ପି ଡି ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ତ୍ୱରାନ୍ୱିତ କରିବା ପାଇଁ ଜିଲ୍ଲା ଯୋଗାଣ ଅଧିକାରୀ  ଅଜୟ ମଲ୍ଲିକ ଙ୍କୁ ଫୋନ୍ ଯୋଗେ ପଚାରିଵାରୁ ବର୍ତ୍ତମାନ ଚାରିମାସର ଚାଉଳ ବଣ୍ଟନ ପ୍ରକ୍ରିୟା ଚାଲିଛି ୭୫ ପ୍ରତିଶାଡ ଚାଉଳ ଲିପ୍ ଟିଙ୍ଗ ହୋଇଛି ବିଭିନ୍ନ ସମସ୍ୟା ହେତୁ ଯୋଗାଣ ପ୍ରକ୍ରିୟା ମନ୍ଥର ହେଉଛି ବୋଲି ମତ ପ୍ରକାଶ କରିଥିଲେ ଉକ୍ତ ସମସ୍ୟା କୁ ନେଇ କଳାହାଣ୍ଡି ଜିଲ୍ଲାପାଳ ହସ୍ତକ୍ଷେପ କରିବା ପାଇଁ ସାଧାରଣରେ ଅଭିଯୋଗ ହେଉଛି।

? ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ !
? କଳାହାଣ୍ଡି ଜିଲ୍ଲା ପ୍ରତ୍ୟେକ ପଞ୍ଚାୟତ ଗୋଦାମରେ ଚାଉଳ ଅଭାବ ! ଯୋଗାଣ ସହାୟକ ଚାଉଳ ବାଣ୍ଟିବେ କେମିତି ?
? ଚାଉଳ ବଣ୍ଟନରେ ହିତାଧିକାରୀ ଙ୍କ ଅସନ୍ତୋଷ ସହିତ ହଟହଟା !
ଜିଲ୍ଲା ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନ ?
ଜିଲ୍ଲାପାଳ ହସ୍ତକ୍ଷେପ କରିବା ପାଇଁ ସାଧାରଣରେ ଅଭିଯୋଗ !


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୁହୂରମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
କଲାହାଣ୍ଡି ଜିଲ୍ଲାରେ ପି, ଡି, ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟକଳାପ ଉପରେ ସାଧାରଣରେ ପ୍ରଶ୍ନ?   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   24-Aug-2026
  ଜିଲ୍ଲା  
*ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   24-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   24-Aug-2026
  ଜିଲ୍ଲା  
ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   24-Aug-2026
  ଜିଲ୍ଲା  
ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   24-Aug-2026
  ଜିଲ୍ଲା  
ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   24-Aug-2026

You Might Also Like