-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||     

HOME   ଜିଲ୍ଲା

ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ। 

26-Aug-2026



ସିନ୍ଧେକେଲା(ଅନୀଲ ତ୍ରିପାଠୀ) ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ଥାନା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମାଁ ଦ୍ୱାରସେହ୍ନୀ ଙ୍କ ମନ୍ଦିର ଚୋରୀକୁ ଅସନ୍ତୋଷ ତୀବ୍ର ରୂପ ନେଇଛି। 
ପୂର୍ବରୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ବଙ୍ଗୋମୁଣ୍ଡା ଶାଖା ତରଫରୁ ପୋଲିସ କୁ ଶିଘ୍ର ଦୁର୍ବୃତ୍ତ ମାନଙ୍କୁ ଧରିବା ପାଇଁ ଦାବି କରାଯାଇଥିଲା। ଯଦି ଦୁର୍ବୃତ୍ତ ମାନଙ୍କୁ ଧରିବାରେ ପୋଲିସ ବିଫଳ ହୁଏ ତେବେ ୨୫ ତାରିଖ ମଙ୍ଗଳବାର ଦିନ ସିନ୍ଧେକେଲା ଥାନା ଘେରାଉ କରାଯିବ ବୋଲି ଆଦିବାସୀ ସଂଘ ଲିଖିତ ଜଣାଇଥିଲେ। ତେବେ ପୋଲିସ ଦୁର୍ବୃତ୍ତ ମାନଙ୍କୁ ଠିକଣା ସମୟରେ ଧରି ନ ପାରିବାରୁ ମଙ୍ଗଳବାର ଆଦିବାସୀ କଲ୍ୟାଣ ସଂଘ ର ଘେରାଉ ଡାକରାରେ ମାଁ ଦ୍ୱାରସେହ୍ନୀ ଙ୍କ ସେବାୟତ କମିଟି, ସିନ୍ଧେକେଲା ନାଗରିକ ମଞ୍ଚ , ବଣିକ ସଂଘ, ଗରିବ ସେନା , ମାଁ ଦ୍ୱାରସେହ୍ନୀ କୋଶଲ୍ ସେନା ଭଲି ଅନେକ ସଂଗଠନ ସାମିଲ ହୋଇ ମାଁ ଦ୍ୱାରସେହ୍ନୀ ଙ୍କ ମନ୍ଦିରରୁ ଏକ ବିରାଟ ପଟୁଆରରେ ଏକ ରାଲି ବାହାରି ସିନ୍ଧେକେଲା ଥାନା କୁ ପହଞ୍ଚିଥିଲେ। ଏଥିରେ ବିଭିନ୍ନ ଗାଁ ରୁ ଆସିଥିବା ଆଦିବାସୀ ସଂଘର କର୍ମକର୍ତ୍ତା ନିଜ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଓ ବାଦ୍ୟ ଯନ୍ତ୍ର ଧରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏଥିରେ ସିନ୍ଧେକେଲା ତଥା ଅଞ୍ଚଳର ବହୁ ସଂଖ୍ୟାରେ ପୁରୁଷ, ମହିଳା ଏବଂ ଯୁବଗୋଷ୍ଠୀ ସାମିଲ ହୋଇଥିଲେ। ରାଲି ଥାନାକୁ ପହଞ୍ଚିବା ପରେ ବିଭିନ୍ନ ସ୍ଲୋଗାନ ଦେଇଥିଲେ ଏବଂ ଜିଲ୍ଲା ଏସପି ନ ଆସିବା ପର୍ଯ୍ୟନ୍ତ ଘେରାଉ ଜାରି ରହିବ ବୋଲି ଜିଦରେ ଅଟଳ ରହିଥିଲେ। ତେବେ ଟିଟିଲାଗଡ଼ ଏସଡିପିଓ ଯଶୋବନ୍ତ ପ୍ରଧାନୀ ବହୁ ବୁଝାସୁଝା କରିବା ପରେ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ 
ଅତିରିକ୍ତ ଏସପି ଗୁଣନିଧି ମଲ୍ଲିକ ଙ୍କୁ ୬ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଥିଲେ। ଏଥିରେ ମନ୍ଦିର ଚୋରୀ ର ସନ୍ଧାନ କରିବା ପାଇଁ ସିବିଆଇ କୁ ଦିଆଯାଉ , ଚୋରୀ ଘଟଣାରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତ ଓ ଏହା ପଛରେ ଥିବା ଅନ୍ୟ କୌଣସି ବ୍ୟକ୍ତି/ ଗୋଷ୍ଠୀ କୁ ଚିହ୍ନଟ କରି ଆଇନ ଅନୁଯାୟୀ କଠୋର ଦଣ୍ଡ ଦିଆଯାଉ , ମନ୍ଦିର ରୁ ଚୋରୀ

ହୋଇଥିବା ସମସ୍ତ ଅଳଙ୍କାର ଶିଘ୍ର ଉଦ୍ଧାର କରାଯାଉ, ମନ୍ଦିର ଚୋରୀ ରେ ପୋଲିସ ପ୍ରଶାସନ ର କୌଣସି ଅବହେଳା ଥିଲେ ତାହାକୁ ମଧ୍ୟ ତଦନ୍ତ ପରିସରଭୁକ୍ତ କରାଯାଉ, ସିନ୍ଧେକେଲା ମନ୍ଦିର ଗୁଡ଼ିକରେ ସିସିଟିଭି ଏବଂ ଆଲୋକିକରଣ ଏବଂ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ସୁଦୃଢ଼ କରାଯାଉ, ଭବିଷ୍ୟତରେ ଏପରି ଚୋରୀ ଘଟଣା ରୋକିବା ପାଇଁ ପ୍ରଶାସନ ପକ୍ଷରୁ ସ୍ଥାୟୀ ସୁରକ୍ଷା ବ୍ୟବସ୍ଥା କରାଯାଉ ବୋଲି ଦାବି କରିଥିଲେ। ଏବଂ ଦୁର୍ବୃତ୍ତ ମାନଙ୍କୁ କେତେ ଦିନ ମଧ୍ୟରେ ଧରାହେବ ତାହା କହିବା ପରେ ଯାଇଁ ଘେରାଉ ବନ୍ଦ ହେବ ବୋଲି ଅଡ଼ି ବସିଥିଲେ। ତେବେ ଅତିରିକ୍ତ ଏସପି ଶ୍ରୀ ମଲ୍ଲିକ ୭ ଦିନ ମଧ୍ୟରେ ଧରାହେବ ବୋଲି ନିର୍ଭର ପ୍ରତିଶ୍ରୁତି ଦେବାପରେ ଘେରାଉ ଶେଷ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026

You Might Also Like