-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||     

HOME   ରାଜ୍ୟ

ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି

26-Aug-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀରରେ ବୃଦ୍ଧି ପାଉଥିବା ଚୋରି, ଡକାୟତି, ଅପରାଧ ଓ ଦୁର୍ଘଟଣା ଜନିତ ସମସ୍ୟାକୁ ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି ସ୍ଥାନୀୟ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ସହ ଆଲୋଚନା ହୋଇଥିଲା l ବିଶେଷକରି ଇତିମଧ୍ୟର କେତେକ ଅପରାଧୀ ମାନଙ୍କୁ ଧରିବା ସହ ଉଦ୍ଧାର କାର୍ଯ୍ୟ ସଫଳତାର ସହ କରିଥିବାରୁ ସିଭିଲ ସୋସାଇଟି ତରଫରୁ ପ୍ରଶଂସା କରାଯାଇଥିଲା  l ଆଗକୁ ମଧ୍ୟ ଏପରି କାର୍ଯ୍ୟ ସମସ୍ତଙ୍କ ପାଇଁ ପୋଲିସ କରିବ ବୋଲି ସୋସାଇଟି ଆଶା ପ୍ରକାଶ କରିଥିଲା l ସେହିପରି ନିଶାଦ୍ରବ୍ୟ କାରବାର, ଟ୍ରାଫିକ ସମସ୍ୟା, ଉଚ୍ଚସ୍ୱର ଓ ବେଗରେ ଗାଡି ଚଲେଇବା ଏବଂ ଆଗାମୀ 

ଦଶହରା ପାର୍ବଣ ପାଇଁ ଆଗୁଆ ସତର୍କତା ପଦକ୍ଷେପ ନେବା ପାଇଁ ଅନୁରୋଧ କରାଯାଇଥିଲା l ଏ ସମ୍ୱନ୍ଧରେ ଏକ ଦାବି ପତ୍ର ସ୍ଥାନୀୟ ଏସ ଡି ପି ଓ ସରୋଜ କୁମାର ଉପାଧ୍ୟାୟ ଟାଉନ ଥାନାଧିକାରୀ ଅବନୀ ସାହୁ, ପୁଇଁତଲା ଥାନାଧିକାରୀ ସଞ୍ଜୟ କୁମାର ରାଉତରାୟ ଓ ଲଖମୀ ଯୋର ଥାନାଧିକାରୀ ସଞ୍ଜୟ ସାହୁ ଙ୍କୁ ପ୍ରଦାନ କରାଯାଇଥିଲା l ଆଲୋଚନାରେ ସୋସାଇଟି ତରଫରୁ ଆବାହକ ଇଂ. ବେଲାରସିଂ ଭୋଇ, ସଂଯୋଜକ ମନୋରଞ୍ଜନ ସାହୁ, ମନୋରଞ୍ଜନ ମିଶ୍ର, ଦିବାକର ହୋତା ଓ ଅରୁଣ ନାଥ ପ୍ରମୁଖ ଅଂଶଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026

You Might Also Like