-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||     

HOME   ଜିଲ୍ଲା

କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)

26-Aug-2026



ବିନିକା(ହିମାଂଶୁ ଶେଖର ପୁଟେଲ) ଅଙ୍କା ବଙ୍କା ହେଇ କେନାଲ ଆସିଛେ ସତ ହେଲେ ପାଏନ ବୁନ୍ଦେ ନାହିଁ ବରଷ ବରଷ ହେଲାନ କେନାଲ ରେ ଟିକେ ବି ହୀରାକୁଦ ଜଳଭଣ୍ଡାର ରୁ ପାଣି ନାହିଁ ଆସବାର କିନ୍ତୁ ରାଜସ୍ୱ ବିଭାଗ ଚାଷୀ ମାନଙ୍କ ଠାରୁ ଜଳକର ଆଦାୟ କରି ଆସୁଛେ଼ । ଇ ବିଷୟ ନେ ଗାଁର ଚାଷୀ ମାନେ ଏକତ୍ରିତ ହୋଇ ଅନେକ ବାର ପ୍ରଶାସନ ଠାନେ ଆପତ୍ତି ଅଭିଯୋଗ କରି ଆସୁଥିଲେ ମଧ୍ୟ କେନେସି ନେତା କି ସରକାରୀ ଅଧିକାରୀ ଶୁଣୁ ନଥିଲେ ।ହେଲେ ପୁନର୍ବାର ଗ୍ରାମର ଚାଷୀମାନେ ବର୍ତ୍ତମାନର ବିନିକା ତହସିଲଦାରଙ୍କ ଠାରେ ଅଭିଯୋଗ କରିବା ପରେ ଅଧିକାରୀ ମାନଙ୍କ କୁମ୍ଭକର୍ଣ୍ଣ ନିଦ୍ରା ଭଙ୍ଗ ହୋଇଥିଲା ଅଭିଯୋଗ ପତ୍ରକୁ ଭିର୍ତ୍ତି କରି ରାଜସ୍ୱ ଓ ଜଳସେଚନ ବିଭାଗର ତଦନ୍ତ ଆରମ୍ଭ ହୋଇଛି ।ଘଟଣାଟି ହେଉଛି ଖୋଦ ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧିନସ୍ତ ୧୨ନଂ ୱାର୍ଡ ଭମରପାଲି ଗ୍ରାମରେ । କାହିଁ କେତେ ଅମଳରୁ ଏହି ଗ୍ରାମର ଚାଷୀମାନେ କେନାଲ ରୁ ପାଣି ନପାଇ ଉଠା ଜଳସେଚନ ପ୍ରକଳ୍ପ ମାଧ୍ୟମରେ ନିଜର ଜୀବନ ଜୀବିକା ବଞ୍ଚେଇବା ସହିତ ଦୁନିଆକୁ ଆହାର  ଯୋଗାଉଛନ୍ତି ।କିନ୍ତୁ ଅତ୍ୟନ୍ତ ଦୁଃଖର ବିଷୟ କେନାଲ ନଥିବା ସତ୍ତ୍ବେ ମଧ୍ୟ କୁଆଡେ ପ୍ରଶାସନ ପ୍ରତି ବର୍ଷ ଗ୍ରାମକୁ ଯାଇ ଚାଷୀଙ୍କ ଠାରୁ ଜଳକର ଆଦାୟ କରୁଥିଲା ।ଅଭିଯୋଗ ପରେ ରାଜସ୍ବ ବିଭାଗ ଓ ଜଳସେଚନ ବିଭାଗର ଅଧିକାରୀ ମାନେ ଭମରପାଳି ଗ୍ରାମ କୁ ସରଜମିନ ତଦନ୍ତ କରିଥିଲେ ।ତଦନ୍ତ ବେଳେ ଗ୍ରାମର ଚାଷୀମାନେ ହୀରାକୁଦ ଜଳଭଣ୍ଡାର ରୁ ନିର୍ଗତ ଜଳ ବିଶେଷ କରି ଚାଷୀଙ୍କ ପାଇଁ ବ୍ୟବହାର ଉପଯୋଗୀ ହେଲେ କେନାଲ କାର୍ଯକାରୀ ହେବାଦିନ ଠାରୁ ଅଦ୍ୟାବଧି ଗ୍ରାମର ଅଙ୍କା ବଙ୍କା କେନାଳକୁ ପାଣି ଆସିନଥିବା କହିଥିଲେ ।ସୂଚନା ଯୋଗ୍ୟ ଯେ ଗତ ୨୦୧୯ବର୍ଷ ସେପ୍ଟେମ୍ବର ମାସରେ ମଧ୍ୟ ଏନେଇ ତଦନ୍ତ ହୋଇଥିଲା ହେଲେ କୌଣସି ସୁଫଳ ଚାଷୀ ପାଇନଥିଲେ ।ତେବେ ଆରମ୍ଭରୁ ଆଜି ସୁଦ୍ଧା ଚାଷୀମାନେ ଜଳକର ନଦେଇ କେବଳ ସେସ୍ ଅର୍ଥ ଦେଇ ଆସୁଥିଲେ।ତେଣୁ ଗ୍ରାମର ସବୁ ଚାଷୀ ମାନଙ୍କ ଉପରେ ରହିଥିବା ଜଳକର ବକେୟା ୧୪ଲକ୍ଷ। ଟଙ୍କାକୁ ସମ୍ପୂର୍ଣ୍ଣ ଛାଡ଼ କରାଯାଉ,ଗାଁ କୁ ଆସିଥିବା ଅଙ୍କା ବଙ୍କା କେନାଲର ସରଳୀକରଣ ଯୁଦ୍ଧ ଦଳର କାଳୀନ କରାଯାଉ,କେନାଲ ମରାମତି ପରେ ପର୍ଯ୍ୟାପ୍ତ ପରିମାଣରେ ପାଣି ଯୋଗାଇ ଦିଆଯାଉ ଆଦି ଦାବୀ ଉପରେ ଉଭୟ ବିଭାଗର ଅଧିକାରୀ ମାନେ ପଦକ୍ଷେପ ସ୍ୱରୂପ ତୁରନ୍ତ ସମସ୍ୟାର ସମାଧାନ କରିବାକୁ ଗ୍ରାମର ଚାଷୀକୁଳ ଦାବୀ କରିଥିଲେ ।ତଦନ୍ତ ବେଳେ ବିନିକା ତହସିଲଦାର ରେଶ୍ମା ଭୋଇ, ରାମପୁର କେନାଲ ବିଭାଗ ଯନ୍ତ୍ରୀ, ବିନିକା ରାଜସ୍ୱ ଅଧିକାରୀ,ଚାଷୀ ରାମଜୀ ବାବୁ,ସୁବ୍ରତ ବାବୁ,ସଞ୍ଜୀବ ବାବୁ,ପଦ୍ମନାଭ ପଣ୍ଡା,ରଘୁବୀର ବାବୁ,ଉମାଶଙ୍କର ମିଶ୍ର,ଲକ୍ଷ୍ମୀନାରାୟଣ ଦାନୀ,ଗଦାଧର ପାତ୍ର,ମାଗିରାମ ପ୍ରଧାନ,ପ୍ରେମରାଜ ସେଠୀ,ଗୋପୀନାଥ ଝାଙ୍କର ପ୍ରମୁଖଙ୍କ ସମେତ ଚାଷୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026

You Might Also Like