-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||     

HOME   ଜିଲ୍ଲା

ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ

26-Aug-2026



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା କଲେଜରେ ଛଅ ଦିନ ବ୍ୟାପି ଚାଲିଥିବା ଆତ୍ମ ସୁରକ୍ଷା ତାଲିମ ଶିବିର ଆଜି ଉଦଯାପିତ ହୋଇଯାଇଛି। ଗତ ୧୮ ଜୁଲାଇରୁ ଚାଲିଥିବା ଏହି ଆତ୍ମ ସୁରକ୍ଷା ତାଲିମ ଟି ଶକ୍ତିଶ୍ରୀ ନାରୀ ସଶକ୍ତି ସେଲ ଆନୁକୂଲ୍ୟ ରେ ଆୟୋଜିତ ହୋଇଥିଲା। ପ୍ରାରମ୍ଭିକ ଭାବେ କଲେଜ ଅଧ୍ୟକ୍ଷ ଶ୍ରୀଯୁକ୍ତ ଦେବଦତ୍ତ ଗୁରୁ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଯାପନୀ ଉତ୍ସବ ରେ ପ୍ରାଧ୍ୟାପିକା ଶାନ୍ତିପ୍ରିୟା ହୋତା , ପ୍ରାଧ୍ୟାପିକା ତୃପ୍ତିମୟୀ ନାୟକ, ପ୍ରଧ୍ୟାପକ ଜଗନ୍ନାଥ ମହାପାତ୍ର ପ୍ରମୁଖ ଯୋଗଦାନ କରି ବକ୍ତବ୍ୟ ପ୍ରଦାନ କରିଥିଲେ। 'ସଶକ୍ତି ' ସେଲ୍ ର ସଂଯୋଜିକା ଅଧ୍ୟାପିକା ଗୀତାଞ୍ଜଳି ପଣ୍ଡା, ଓ ସହ-ସଂଯୋଜିକା ଅଧ୍ୟାପିକା ସୋନାଲି ଶବର 'ଶକ୍ତିଶ୍ରୀ ' ସେଲ୍ ର ଉଦ୍ଦେଶ୍ୟ ତଥା ନାରୀ ସଶକ୍ତିକରଣ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଦୀର୍ଘ ୬ ଦିନ ବ୍ୟାପୀ ଚାଲିଥିବା ଆତ୍ମସୁରକ୍ଷା ତାଲିମ ଶିବିରରେ ସୁଶ୍ରୀ କମଳିନୀ ମହାଲିଙ୍ଗ ଓ ସ୍ନେହଲତା ପାଣ୍ଡେ ଯୋଗଦାନ କରି ଛାତ୍ରୀମାନଙ୍କୁ ପ୍ରଶିକ୍ଷଣ କରିଥିଲେ। ଓଡ଼ିଆ ବିଭାଗ ମୁଖ୍ୟ ଅଧ୍ୟାପଜ ଜଗମୋହନ ଦର୍ଜୀ ସଭା ପରିଚାଳନା କରିଥିଲେ ଏବଂ ଶେଷରେ ଡ଼.ଜଳଧର ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026
  ଜିଲ୍ଲା  
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା   26-Aug-2026
  ଜିଲ୍ଲା  
ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    26-Aug-2026
  ଜିଲ୍ଲା  
ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   26-Aug-2026

You Might Also Like