-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର

27-Aug-2026



ବଲାଙ୍ଗୀର(ପ୍ରେରଣା ଖବର): ଓଡିଶା ତଥା ଜାତୀୟସ୍ତରର ଖ୍ୟାତନାମା ୟୁରୋଲୋଜିଷ୍ଟ, ଆଣ୍ଡ୍ରିଓଲୋଜିଷ୍ଟ କିଡ଼ନୀ ପ୍ରତ୍ୟାରୋପଣ ବିଶେଷଜ୍ଞ ତଥା ରାଜ୍ୟର ଚିକିତ୍ସା ବିଜ୍ଞାନ  ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା କୁଳପତି ଡା. ଦତ୍ତ୍ୱେଶ୍ୱର ହୋତା ବଲାଙ୍ଗୀର ରାଧାରାଣୀ ପଡା ଠାରେ ଏକ ନିଃଶୁଳ୍କ ଚିକିତ୍ସା କେନ୍ଦ୍ର ଖୋଲିଛନ୍ତି l ଯାହାକି ଏ ଅଂଚଳର ରୋଗୀ ମାନଙ୍କ

ପାଇଁ ବରଦାନ ସଦୃଶ ହେବ l ଏଠାରେ ଗତ ରବିବାର ଦିନ ୫୫ ରୁ ଉର୍ଦ୍ଧ ରୋଗୀ ନିଃଶୁଳ୍କ ପରାମର୍ଶ ପାଇଥିଲେ l ପ୍ରତି ମାସର ଦ୍ଵିତୀୟ ଓ ଚତୁର୍ଥ ରବିବାରରେ ଏହି ଚିକିତ୍ସାଳୟ ଖୋଲାରହିବl ସହ ଅନ୍ୟାନ୍ୟ ଚିକିତ୍ସା ସମ୍ୱନ୍ଧୀୟ ସୁବିଧା ମଧ୍ୟ କରାଯାଇଛି l ଚିକିତ୍ସା କେନ୍ଦ୍ରରେ ଅନେକ ରୋଗୀ ଓ ବୁଦ୍ଧିଜୀବୀଙ୍କ ସହ ବଲାଙ୍ଗିର ଜିଲ୍ଲା ସିଭିଲ ସୋସାଇଟି ର ସଭ୍ୟ ମାନେ ଉପସ୍ଥିତ ଥିଲେ l ସିଭିଲ ସୋସାଇଟି ତରଫରୁ ଡାକ୍ତର ଓ ତାଙ୍କ ପ୍ରତିନିଧି ଦଳଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା।

ପ୍ରକାଶ ଥାଉକି ଡା.ହୋତା ତାଙ୍କ ଟ୍ରଷ୍ଟ ତରଫରୁ ଅଭିଭକ୍ତ ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରତି ବର୍ଷ ସମସ୍ତ ପ୍ରକାର ରୋଗୀ ର ଚିକିତ୍ସାପାଇଁ ଖ୍ୟାତନାମା ବିଶେଷଜ୍ଞଙ୍କୁ ନେଇ ମୁକ୍ତ ମେଗା ଚିକିତ୍ସା ଶିବିର ଖୋଲିଆସୁଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026
  ଜିଲ୍ଲା  
ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   26-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   26-Aug-2026

You Might Also Like