-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ

28-Aug-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସହରର ର ଅଗ୍ରଣୀ ସାହିତ୍ୟ-ସଂସ୍କୃତି ଅନଷ୍ଠାନ ମହାନଦୀ ସାହିତ୍ୟ ସଂସଦ ଓ ଜିଲ୍ଲା ସଂସ୍କୃତି ପରିଷଦ ପକ୍ଷରୁ ସ୍ବଭାବ କବି ଗଂଗାଧର ମେହେରଙ୍କ ଜୟନ୍ତୀ ପାଳନୋତ୍ସବ-୨୦୨୬ ଜିଲ୍ଲା ସଦର ବ୍ଲକ କାର୍ଯ୍ୟାଳୟର ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି । ମହାନଦୀ ସାହିତ୍ୟ ସଂସଦର ସଭାପତି ଡ଼. ସୌରଭ ରଞ୍ଜନ ଖମାରୀ ସଭାପତିତ୍ୱ କରିଥିବା ବେଳେ ସଂସଦର ସାଧାରଣ ସମ୍ପାଦକ ଲକ୍ଷ୍ମୀନାରାୟଣ ସାହୁ ସ୍ବାଗତ ଭାଷଣ ରଖିଥିଲେ। ଅନୁଷ୍ଠିତ ସାରସ୍ବତ ସମାରୋହରେ ବିଶିଷ୍ଟ ଲେଖକ ତଥା ଜିଲ୍ଲାପାଳ ଡ଼.ନୃପରାଜ ସାହୁ ମୁଖ୍ୟ ଅତିଥି ଓ ଆଲୋଚକ ଭାବେ ଯୋଗଦେଇ କବି ଗଂଗାଧର ମେହେରଙ୍କ ସାରସ୍ବତ ସୃଜନ,ପ୍ରକୃତି ଚିତ୍ରଣ ସହ ମା'ମାଟି ଓ ମାତୃଭାଷାକୁ ନେଇ ଆଲୋଚନା କରିଥିଲେ । ଜିଲ୍ଲାପାଳ ଡ଼.ନୃପରାଜ ସାହୁ ଗଂଗାଧର ସାହିତ୍ୟରେ ରହିଥିବା ସ୍ବାଭାବିକତା,ସାଂଗୀତିକତା ତଥା ବିଶ୍ବ ମାନବୀୟ ଆବେଦନ ସଂପର୍କରେ ଆଲୋକପାତ କରି ଓଡ଼ିଆ ଭାଷା ସାହିତ୍ୟର ଅମର କବିଙ୍କୁ ଶ୍ରଦ୍ଧାଞଳି ଦେଇଥିଲେ । ନାଟ୍ୟ ଶ୍ରୀ ଗଦାଧର ବାରିକ,ଗୋବିନ୍ଦ ମହା
ରଣା,ଡ. ଜ୍ୟୋତି ରଂଜନ ବହିଦାର, ପ୍ରଦ୍ୟୁମ୍ନ କୁମାର ସାହୁ ,ଅମ୍ବୁଜ ବିହାରୀ ଶତପଥୀ ,ଗତି କୃଷ୍ଣ ମିଶ୍ର ,କ୍ଷୀରୋଦ ବିଶ୍ଵାଳ,ପ୍ଲାବନ ମହାପାତ୍ର ,ଅଦ୍ଵୈତ କୁମାର ପଣ୍ଡା ,ବନମାଳୀ ପଣ୍ଡା ,ଗତି କୃଷ୍ଣ ବଣିଆ ,ମନୋଜ ବାରିକ , ଚୌଧୁରୀ ବିଭାର,ସଂସଦର ଉପସଭାପତି ବେଣୁଧର ପ୍ରଧାନ ପ୍ରମୁଖ ସାହିତ୍ୟିକ,ବୁଦ୍ଧିଜୀବୀ ଓ ଛାତ୍ରଛାତ୍ରୀ ଗଂଗାଧର ସାହିତ୍ୟ ଆଲୋଚନାକୁ ଉପଭୋଗ କରିଥିଲେ । ସଭାକାର୍ଯ୍ୟ ପ୍ରାରମ୍ଭରେ ଏକ ମନୋଜ୍ଞ ମେହେର କବିଙ୍କ କବିତା ଆବୃତ୍ତି ପର୍ବ ଅନୁଷ୍ଠିତ ହୋଇଥିଲା ଏଥିରେ କବି ସସ୍ମିତା ମେହେର, ଡ. ପୁରୁଷୋତ୍ତମ ମିଶ୍ର, ରଂଜୁ ଅମାତ, ମଦନ ସୁନ୍ଦର ଖେତି, ଡ. ଦେବାଶିଷ ପାଣ୍ଡିଆ, ଜଳଦେବ ବେରିହା ଓ ସନ୍ତୋଷ ଭୋଇ କବିତା ଆବୃତ୍ତି କରିଥିଲେ। ଏହି ଅବସରରେ ମହାନଦୀ ସାହିତ୍ୟ ସଂସଦ ତରଫରୁ ମୁଖ୍ୟ ଅତିଥି ଡ.ନୃପରାଜ ସାହୁଙ୍କୁ ସ୍ବର୍ଣ୍ଣଶ୍ରୀ ସଂସ୍କୃତି ସମ୍ମାନରେ ସମ୍ମାନିତ  କରାଯାଇଥିଲା। ପରିଶେଷରେ ସଂସଦର ସହ ସମ୍ପାଦକ ବ୍ରତାନନ୍ଦ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026
  ଜିଲ୍ଲା  
ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   28-Aug-2026
  ରାଜ୍ୟ  
ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   28-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   28-Aug-2026
  ଜିଲ୍ଲା  
୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   28-Aug-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   28-Aug-2026
  ଜିଲ୍ଲା  
କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   28-Aug-2026
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026

You Might Also Like