-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||     

HOME   ଜିଲ୍ଲା

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ

28-Aug-2026



ଡୁଙ୍ଗୁରିପାଲି, ତା ୨୮/୮ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାଠାରେ ପ୍ରଧାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନଙ୍କ ସଭାପତିତ୍ୱରେ ସଂସ୍କୃତ ଦିବସ ପାଳନ ସହ ରକ୍ଷା ବନ୍ଧନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାର ପରିଚାଳନା କମିଟି ସଭାପତି ଶଙ୍କର ପ୍ରସାଦ ସାହୁ ମୁଖ୍ୟ ଅତିଥିଭାବରେ ଯୋଗଦେଇ ଛାତ୍ର ଛାତ୍ରୀ ଓ ଅତିଥିମାନଙ୍କ  ସହ ବିଦ୍ୟାଳୟ ପରିସରରେ ଥିବା ବୃକ୍ଷ ମାନଙ୍କୁ ରାକ୍ଷୀ ବାନ୍ଧି ତାହାର ଯତ୍ନ ନେବାପାଇଁ ଶପଥ ନେଇଥିଲେ। ମୁଖ୍ୟବକ୍ତା ଭାବରେ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ବାଙ୍କିପାଳିର ସଂସ୍କୃତ ଶିକ୍ଷକ ହୃଷିକେଶ  ଡାଙ୍ଗ  ଯୋଗଦାନ କରି ସଂସ୍କୃତ ସବୁ ଭାଷାର ଜନନୀ ବୋଲି ମତ ପ୍ରକାଶ କରିଥିଲେ ।ଏହି  କାର୍ଯ୍ୟକ୍ରମକୁ ସଂସ୍କୃତ ଶିକ୍ଷକ ରାଜୁ ମେହେର ସଂଯୋଜନା କରିଥିବା ବେଳେ ଛାତ୍ରୀ ଶ୍ରିମୟୀ ଓ ସାଥୀ ସ୍ବାଗତ ସଙ୍ଗୀତ ଓ ଛାତ୍ରୀ ରୋଜି, ମନୀଷା, ଜୁବିଲି, ନିବେଦିତା ନୃତ୍ୟ ପରିବେଷଣ କରିଥିଲେ। ।

ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ, ଇଂରାଜୀ ଶିକ୍ଷକ ସମ୍ପଦ ଖମାରୀ ମଞ୍ଚାସିନ ହୋଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ।ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିବା ବେଳେ ଶିକ୍ଷୟିତ୍ରୀ ଲିପି ପ୍ରଧାନ କର୍ମଚାରୀ ମିନିକେତନ ଦାସ , ସୁରଜ୍ ଖମାରୀ,ସୋଭଗିନୀ ସାହୁ, ସୂର୍ଯ୍ୟକାନ୍ତୀ କାଣ୍ଡ କାର୍ଯ୍ୟକ୍ରମକୁ  ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026
  ଜିଲ୍ଲା  
ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   28-Aug-2026
  ରାଜ୍ୟ  
ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   28-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   28-Aug-2026
  ଜିଲ୍ଲା  
୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   28-Aug-2026

You Might Also Like