-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||     

HOME   ଜିଲ୍ଲା

ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ

29-Aug-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନା ର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ ନିମନ୍ତେ ଏକ କାର୍ଯ୍ୟକ୍ରମ ନୂତନ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି l
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ବଲାଙ୍ଗୀର ସାଂସଦ, ଶ୍ରୀମତୀ ସଙ୍ଗୀତା କୁମାରୀ ସିଂଦେଓ, ଜିଲ୍ଲାପାଳ ଡ.ନୃପରାଜ ସାହୁ, ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ଶ୍ରୀମତୀ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ ମେହେର, ଉପ ଜିଲ୍ଲାପାଳ, ସୋନପୁର ଡ. ସୌମ୍ଯରୂପା ରଥ, ବଲାଙ୍ଗୀର ସାଂସଦ ପ୍ରତିନିଧି ଶ୍ରୀମତୀ ନଳିନୀ ପଣ୍ଡା ଏବଂ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ବୀଣାପାଣି ମିଶ୍ର ମଞ୍ଚାସୀନ ହୋଇଥିଲେ l ୫୦୦ ଶହରୁ ଉର୍ଦ୍ଧ୍ଵ ମହିଳା ମାନେ ଉକ୍ତ କାର୍ଯ୍ୟ କ୍ରମରେ ଯୋଗଦାନ କରିଥିଲେ ।  
କାର୍ଯ୍ୟକ୍ରମର ପ୍ରାରମ୍ଭରେ ଅଗ୍ର ପୂଜ୍ୟ ଶ୍ରୀ ଗଣେଶଙ୍କ ପ୍ରତିମୂର୍ତ୍ତି ଠାରେ ପ୍ରଦୀପ ପ୍ରଜ୍ବଳନ ଓ  ପୁଷ୍ପ ଅର୍ପଣ କରିଥିଲେ l ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟର କର୍ମଚାରୀ ମାନଙ୍କ ଦ୍ଵାରା ଅତିଥି ମାନଙ୍କୁ  ଉତ୍ତରୀୟ ଓ ପୁଷ୍ପ ବୃକ୍ଷ ପ୍ରଦାନ  କରି  ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ l
ମୁଖ୍ୟ ଅତିଥିଭାବେ ବଲାଙ୍ଗୀର ସାଂସଦ, ଶ୍ରୀମତୀ ସଙ୍ଗୀତା କୁମାରୀ ସିଂଦେଓ ସୁଭଦ୍ରାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମରେ ଯୋଗଦାନ କରି, ମହିଳା ମାନେ କିପରି  ଆର୍ଥିକ କ୍ଷେତ୍ରରେ ସଶକ୍ତ ହେବେ ଏବଂ   ସମସ୍ତ କ୍ଷେତ୍ରରେ ସଶକ୍ତୀକରଣ ହେଇପାରିବ ବୋଲି ଅଭିଭାଷଣ ପ୍ରଦାନ କରିଥିଲେ l
ଓଡ଼ିଶା ସରକାରଙ୍କ ସୁଭଦ୍ରା ଯୋଜନାରେ ସମସ୍ତ ମହିଳା ମାନଙ୍କୁ ପ୍ରତି କିସ୍ତିରେ ୫,୦୦୦ଟଙ୍କା ,  ପ୍ରତିବର୍ଷ ୧୦,୦୦୦ଟଙ୍କା ଏବଂ ପାଞ୍ଚ ବର୍ଷରେ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ l ସୁଭଦ୍ରାର  ପଞ୍ଚମ କିସ୍ତିର ଟଙ୍କା ପ୍ରଦାନ ଅବସରରେ ମହିଳା ମାନଙ୍କୁ ସ୍ୱାଭିମାନ, ସ୍ୱାବଲମ୍ବନ ଓ ସମ୍ମାନ ର ସୁଯୋଗ ପାଇଁ ପାଞ୍ଚ ହଜାର କୋଟିରୁ ଉର୍ଦ୍ଧ୍ଵ ଟଙ୍କାର ଆର୍ଥିକ ସହାୟତା ଓଡିଶାରେ ପ୍ରଦାନ କରାଯାଉଛି lଏହାର ମୂଳ ଲକ୍ଷ୍ୟ ହେଉଛି ମହିଳାଙ୍କ ଆର୍ଥିକ ଓ ସାମାଜିକ ସ୍ତରରେ ସୁଦୃଢ, ସ୍ୱାବଲମ୍ବୀ ହେବା ଦ୍ଵାରା ସମ୍ମାନର ସହିତ ପରିବାର ତଥା ଗ୍ରାମରେ ନିଜର ପ୍ରାଧାନ୍ୟ ବିସ୍ତାର କରିପାରିବେ l ସୁଭଦ୍ରା ମାନେ ଶିକ୍ଷିତ ହେଲେ ଶିକ୍ଷାର ବିକାଶରେ ନିଜର ପରିବାରକୁ ଶିକ୍ଷିତ କରିପାରିବେ  ଏବଂ ସମାଜର ବିଭିନ୍ନ କୁସଂସ୍କାର ପ୍ରଥା କୁ ଦୂରେଇବା ପାଇଁ ସମସ୍ତଙ୍କୁ  ସଚେତନ କରିପାରିବେ l
ସୁବର୍ଣ୍ଣପୁର ଜିଲ୍ଲାର  ସମୁଦାୟ ୧, ୪୩,୯୫୪. ମହିଳା ମାନେ ଟ.୭୧ କୋଟି ୯୭ ଲକ୍ଷ ୭୦ ହଜାର ଟଙ୍କା  ମାତ୍ର ସୁଭଦ୍ରା ର ପଞ୍ଚମ କିସ୍ତି ରେ ସମସ୍ତ ମହିଳା ମାନଙ୍କର ବ୍ଯାଙ୍କ ଖାତାରେ ଜମା ହେବ  lରାଜ୍ୟ ସ୍ତରରେ ସୁଭଦ୍ରା ଯୋଜନା ର ପଞ୍ଚମ କିସ୍ତି ର ଅର୍ଥ ପ୍ରଦାନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଭାଷଣ ଭିଡିଓ କନଫରେନ୍ସ ମାଧ୍ୟମରେ ସୁବର୍ଣ୍ଣପୁରର ସମସ୍ତ ମହିଳା ମାନେ ଶୁଣିଥିଲେ l
ଏହି କାର୍ଯ୍ୟକ୍ରମଟିକୁ  ଶ୍ରୀମତି ମଞ୍ଜୁଶ୍ରୀ ବାରିକ  ସଂଯୋଜନା କରିଥିଲେ ଏବଂ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ସୁବର୍ଣ୍ଣପୁର  ଏହି କାର୍ଯ୍ୟକ୍ରମ କୁ   ଆୟୋଜନ  କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026
  ଜିଲ୍ଲା  
ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   29-Aug-2026
  ଜିଲ୍ଲା  
*ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   29-Aug-2026
  ଜିଲ୍ଲା  
ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   29-Aug-2026
  ଜିଲ୍ଲା  
ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   29-Aug-2026
  ଜିଲ୍ଲା  
କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ   29-Aug-2026
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026

You Might Also Like