-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||     

HOME   ଜିଲ୍ଲା

ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ

29-Aug-2026



 

ନୂଆଦିଲ୍ଲୀ/ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ )- ଆଜି ଓଡିଶା ଛାତ୍ର ସଙ୍ଗଠନ ଦ୍ୱାରା ନୁଆଦିଲ୍ଲୀରେ ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ କରାଯାଇଛି। ଓଡ଼ିଶା ଛାତ୍ର ସଙ୍ଗଠନ ଦ୍ୱାରା ଶ୍ରୀ ଲାଲ୍ ବାହାଦୂର ଶାସ୍ତ୍ରୀ ରାଷ୍ଟ୍ରୀୟ ସଂସ୍କୃତ ବିଶ୍ବବିଦ୍ୟାଳୟରେ
କାର୍ଯ୍ୟରତ ଥିବା ସମସ୍ତ ସୁରକ୍ଷା କର୍ମୀ ,ସଫେଇ କର୍ମୀ ତଥା ଦିଲ୍ଲୀରେ ରାସ୍ତା କଡ଼ରେ ବୁଲୁଥିବା ଛୋଟ ଛୋଟ ପିଲାଙ୍କ ସହିତ ମିଷ୍ଟାନ୍ନ ଖୁଆଇ ରକ୍ଷା ବନ୍ଧନ ପାଳନ କରାଯାଇଛି। ଓଡ଼ିଆ ଛାତ୍ର ସଙ୍ଗଠନ ର ମୁଖ୍ୟ ଉଦ୍ଦେଶ୍ୟ ହେଲା ଦିଲ୍ଲୀ ରେ ପରିବାର ଭାବ ଜାଗ୍ରତ କରିବା ଓ ଭାତୃତ୍ୱ ଭାବନା,ସମାଜ ସେବା  ,ଓଡ଼ିଶା ସଂସ୍କୃତି ର ପ୍ରଚାର ପ୍ରସାର ସହିତ ବିଦ୍ୟା ଅଧ୍ୟୟନ କରିବା। ଏହି ଛାତ୍ର ସଙ୍ଗଠନ ପକ୍ଷରୁ ପ୍ରତ୍ୟେକ ବର୍ଷ ବିଭିନ୍ନ କାର୍ଯକ୍ରମ ନିଆରା ଢଙ୍ଗରେ ପାଳନ କରାଯାଏ। ରାସ୍ତା କଡ଼ରେ ବୁଲୁଥିବା ଛୋଟ ଛୋଟ ପିଲାଙ୍କ ସହିତ ରାକ୍ଷୀ ବନ୍ଧନ ବହୁତ୍ ଖୁସି ଅନୁଭୂତ ହୁଏ ବୋଲି ସଂଘଟନ ର କର୍ମକର୍ତ୍ତାମାନେ କହିଛନ୍ତି। ଏହି କାର୍ଯକ୍ରମ ରେ ଗବେଷକ, ସମାଜସେବୀ ତଥା ଛାତ୍ରନେତା ସୌମ୍ୟରଞ୍ଜନ ବଡ଼ପଣ୍ଡା ଙ୍କ ସହିତ ଡ଼ ଶାନ୍ତନୁ ଦାସ, ପ୍ରଭାତ କୁମାର ସାହୁ, ପୂଜା ମୁଣ୍ଡା, ଶୁଭସ୍ମିତା ଭୁଏ,ନେହା ପଧାନ ,ସରିତା,ପ୍ରିୟଙ୍କା ଭୋଇ,ପାଦୁକା ଜାଲ,ଋତୁପର୍ଣ୍ଣା ବଡ଼ମାଳି, ପ୍ରଜ୍ଞା ପାରମିତା ରାଉତ,ସୁଷମା ପତି, ମିହିର କୁମାର ନାୟକ, ହେମନ୍ତ ପ୍ରଧାନ, ପ୍ରକାଶ ଯେନା, ବିଶ୍ୱଜିତ୍ ବାରିକ , ସନ୍ତୋଷ ମଣ୍ଡଳ,ମାନସ ପ୍ରଧାନୀ ଙ୍କ ସହିତ  ଅନେକ ଓଡ଼ିଆ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026
  ଜିଲ୍ଲା  
ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   29-Aug-2026
  ଜିଲ୍ଲା  
*ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   29-Aug-2026
  ଜିଲ୍ଲା  
ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   29-Aug-2026
  ଜିଲ୍ଲା  
ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   29-Aug-2026
  ଜିଲ୍ଲା  
କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ   29-Aug-2026
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026

You Might Also Like