-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||     

HOME   ଜିଲ୍ଲା

ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ

29-Aug-2026



ବରଗଡ଼(ତୁଳସୀ ଚରଣ ଦାଶ):  ଆଜି ସ୍ଥାନୀୟ ଗାନ୍ଧୀ ସ୍ମୃତି ପାଠାଗାର ଠାରେ ଟୁଗେଦର ଫର୍ ପ୍ଲେଜର ଗୃପ ପକ୍ଷରୁ ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଅଛି। ଅବସରପ୍ରାପ୍ତ ଜିଲ୍ଲା ଶିକ୍ଷା ନିରୀକ୍ଷକ ଅକ୍ଷୟ କୁମାର ଭୋଇଙ୍କ ସଭାପତିତ୍ବରେ ଅନୁଷ୍ଠିତ ଜୟନ୍ତୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ କୁଳପତି ଡ଼ଃ ଆଦିତ୍ୟ ପ୍ରସାଦ ପାଢ଼ୀ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ପ୍ରଫେସର (ସମ୍ବଲପୁର ବିଶ୍ୱବିଦ୍ୟାଳୟ) ଡଃ ରାଧେଗୋପାଳ ପ୍ରଧାନ ଯୋଗଦେଇ ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ସମ୍ପର୍କରେ ନିଜ ନିଜ ବକ୍ତବ୍ୟ ପ୍ରତିପାଦିତ କରିଥିଲେ । ସମ୍ମାନିତ ଅତିଥି ଭାବେ ରାଉରକେଲା ନିଟ୍ ର ଅବସରପ୍ରାପ୍ତ ପ୍ରଫେସର ବନମାଳୀ ପ୍ରଧାନ ଯୋଗଦେଇ ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ଗୁଣଗାନ କରିଥିଲେ । ଅବସରପ୍ରାପ୍ତ ପ୍ରଫେସର ରବିନ୍ଦ୍ର ପ୍ରଧାନ ଅତିଥି ପରିଚୟ, ପୁଷ୍ପ ଗୁଛ, ଓ ଉତ୍ତରୀୟ ପ୍ରଦାନ କରିଥିଲେ । ଏହି ଅବସରରେ ଡଃ ଗୋବର୍ଦ୍ଧନ ସାହୁଙ୍କ ଇଂରାଜୀ ଉପନ୍ୟାସ "ଦ ଲାୟରିକେଲ ଏଲିଜି ଅଫ ଦି ଲୋଟସ୍ କ୍ୟୁନ" ଉନ୍ମୋଚନ କରାଯାଇଥିଲା। ଏହା ପୂର୍ବରୁ ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଲ୍ୟ ଅର୍ପଣ ଏବଂ ଅଧ୍ୟାପିକା ସୁନନ୍ଦୀନୀ ଦାଶ ସ୍ବାଗତ ସଂଗୀତ ପରିବେଷଣ କରିଥିଲେ।ଶେଷରେ ଅବସରପ୍ରାପ୍ତ ପ୍ରଫେସର ଡ଼ଃ ମାଧବ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଆଜିର ଏହି ଜୟନ୍ତୀ ଉତ୍ସବରେ ସର୍ବଶ୍ରୀ ଅଗ୍ନି ପ୍ରଧାନ, ମନୋରଞ୍ଜନ ସାହୁ, ଅରୁଣ ମହାନ୍ତି, ରବିନାରାୟଣ ପଣ୍ଡା,ତରଣୀସେନ ବୁଧିଆ, ଡଃ ତପସ୍ଵିନୀ ଗୁରୁ,ମୋହନ ସାହୁ, ରୋହିତ କୁମାର ଦାଶ, ଧର୍ମାନନ୍ଦ ବାରିକ,କେଶବ ପ୍ରଧାନ, ବିନୋଦ ସାହୁ ଓ ଆହୁରି ଅନେକ ଯୋଗଦେଇଥିଲେ ।
         ---------×××---------


News Comment




Photo in News

Advertisment
Lastest News
  ରାଜ୍ୟ  
ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   29-Aug-2026
  ଜିଲ୍ଲା  
ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ   29-Aug-2026
  ଜିଲ୍ଲା  
ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   29-Aug-2026
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026
  ଜିଲ୍ଲା  
ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   29-Aug-2026
  ଜିଲ୍ଲା  
*ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   29-Aug-2026
  ଜିଲ୍ଲା  
ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   29-Aug-2026
  ଜିଲ୍ଲା  
ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   29-Aug-2026
  ଜିଲ୍ଲା  
କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ   29-Aug-2026

You Might Also Like