-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||     

HOME   ଜିଲ୍ଲା

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

29-Aug-2026



ବଲାଙ୍ଗିର:ତା. ୨୯/୦୮ ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରର ଓଡ଼ିଆ ବିଭାଗ ଏବଂ ଅଖିଳ ଭାରତୀୟ ସାହିତ୍ୟ ପରିଷଦ ବଲାଙ୍ଗିର ଶାଖାର ମିଳିତ ଉଦ୍ୟମରେ ସ୍ବଭାବକବି ଗଙ୍ଗାଧର ମେହେର ଜୟନ୍ତୀ ମହାବିଦ୍ୟାଳୟ ପରିସରରେ ପାଳିତ ହୋଇଛି । ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର କୌତୁକ ପନ୍ଦର ସଭାପତିତ୍ବ  କରିବା ସହିତ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ସଂପର୍କରେ ଅବଗତ କରାଇଥିଲେ। ବିଶିଷ୍ଟ

ସାହିତ୍ୟିକ ତଥା ଅଖିଳ ଭାରତୀୟ ସାହିତ୍ୟ ପରିଷଦର ସଭାପତି ଡକ୍ଟର ଭବାନୀ ଶଙ୍କର ପଟେଲ ମୁଖ୍ୟଅତିଥି ଭାବେ ଯୋଗଦେଇ ଗଙ୍ଗାଧର ସାହିତ୍ୟରେ ଭାରତୀୟ ମୂଲ୍ୟବୋଧ ସଂପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ।ମୁଖ୍ୟବକ୍ତା ଭାବରେ ଶ୍ରୀମତୀ ଏଲୋରା ମିଶ୍ର ଯୋଗଦେଇ ଗଙ୍ଗାଧରଙ୍କ କାବ୍ୟକବିତାର ଦୃଷ୍ଟି ଓ ଦିଗନ୍ତ ସଂପର୍କରେ ଆଲୋଚନା ବିଶଦ

ଆଲୋଚନା କରିଥିଲେ। ସମ୍ମାନିତ ବକ୍ତା ଏବଂ ସମ୍ମାନିତ ଅତିଥି ଭାବରେ ଡକ୍ଟର ଶ୍ରୀକାନ୍ତ କୁମାର ବାରିକ ଏବଂ ଡକ୍ଟର ଜଗନ୍ନାଥ ସାହୁ ଯୋଗଦେଇ ଗଙ୍ଗାଧରଙ୍କ ଜୀବନୀ ଓ ସାହିତ୍ୟର ବିଭିନ୍ନ ଦିଗ ସମ୍ପର୍କରେ ବିସ୍ତୃତ ଭାବରେ ବିଶ୍ଳେଷଣ କରିଥିଲେ। ଛାତ୍ରଛାତ୍ରୀମାନଙ୍କ ଦ୍ବାରା ଆରମ୍ଭରୁ ଗଙ୍ଗାଧର ସଂଗୀତ ଗାନ କରାଯାଇଥିଲା ଏବଂ ଶେଷରେ ଗଙ୍ଗାଧର ଜୀବନ ଆଧାରିତ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା। ସମଗ୍ର କାର୍ଯ୍ୟକ୍ରମକୁ ଅଧ୍ୟାପକ ସୁମନ୍ତ ରଣା ଏବଂ କବୟତ୍ରୀ ରଶ୍ମି ପାତ୍ର ସଂଯୋଜନା କରିଥିବା ବେଳେ କବି ବଳିଷ୍ଠ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ  ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା, ଛାତ୍ରଛାତ୍ରୀ ଏବଂ ବଲାଙ୍ଗିର ଜିଲ୍ଳାର ଅନେକ ଲେଖକ ଲେଖିକା ଏଥିରେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ   29-Aug-2026
  ରାଜ୍ୟ  
ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   29-Aug-2026
  ଜିଲ୍ଲା  
ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ   29-Aug-2026
  ଜିଲ୍ଲା  
ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   29-Aug-2026
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026
  ଜିଲ୍ଲା  
ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   29-Aug-2026
  ଜିଲ୍ଲା  
*ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   29-Aug-2026
  ଜିଲ୍ଲା  
ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   29-Aug-2026

You Might Also Like