-+91-9937148622 |

prerana_bgr@rediffmail.com |

  Sunday 30th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||     

HOME   ଜିଲ୍ଲା

ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ

30-Aug-2026



ଲୋଇସିଂହା, (ବିନୋଦ ଦୀପ) ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଉପରବାହାଲ ସ୍ଥିତ ସ୍ବାମୀ ବିବେକାନନ୍ଦ ଶିକ୍ଷାକେନ୍ଦ୍ର ପରିସରରେ ବୃହତ୍ ସ୍ବାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର ଆୟୋଜିତ ହୋଇଯାଇଛି । "ଡିବିରି" ଟ୍ରଷ୍ଟ ଆନୁକୂଲ୍ୟରେ ତଥା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଓଡ଼ିଶା ସରକାର, ପଲ୍ଲୀ ଆଲୋକ ପାଠାଗାର, ବିକାଶ ହସ୍ପିଟାଲ ଏବଂ "ଏଲିମକୋ" ର ମିଳିତ ସହାୟତାରେ ଆୟୋଜିତ ଏହି ଶିବିରକୁ ସ୍ଥାନୀୟ ବିଧାୟକ ତଥା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ । ଶିବିରରେ ଉପସ୍ଥିତ ବିଭିନ୍ନ ବିଭାଗର ଅଭିଜ୍ଞ ଡାକ୍ତରଙ୍କ ଦ୍ଵାରା ରୋଗୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ସହିତ ଔଷଧ ବଣ୍ଟନ କରା ଯାଇଥିଲା । ଏଥିସହିତ ଶତାଧିକ ଭିନ୍ନକ୍ଷମଙ୍କୁ ସହାୟକ ଉପକରଣ ବଣ୍ଟନ କରାଯାଇଥିଲା l

ଆୟୋଜିତ ରକ୍ତଦାନ ଶିବିରରେ ମୋଟ ୭୩ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ବଲାଙ୍ଗୀର ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ ପୁଷ୍ପାଞ୍ଜଳି ମିଶ୍ର, ଲୋଇସିଂହା ସ୍ୱାସ୍ଥ୍ୟକେନ୍ଦ୍ର ଅଧିକ୍ଷକ ଡ ଶେଖରଲାଲ ପଧାନ ପ୍ରମୁଖ ଯୋଗ ଦେଇଥିଲେ । ପଲ୍ଲୀ ଆଲୋକ ପାଠାଗାରର ସମ୍ପାଦକ ପ୍ରଶାନ୍ତ ନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ "ଡିବିରି" ର ସଭାପତି ସୁରେଶ ମହାଲିଙ୍ଗ ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026
  ଜିଲ୍ଲା  
କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   30-Aug-2026
  ଜିଲ୍ଲା  
*ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   30-Aug-2026
  ଜିଲ୍ଲା  
ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   30-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳିତ   30-Aug-2026
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026
  ଜିଲ୍ଲା  
ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   29-Aug-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   29-Aug-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ   29-Aug-2026

You Might Also Like