-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||     

HOME   ଜିଲ୍ଲା

ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା

31-Aug-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର): ଦରମା ଓ ଭତ୍ତା ସମ୍ପର୍କିତ ପାର୍ଲାମେଣ୍ଟ ଯୁଗ୍ମ କମିଟି ଭୁବନେଶ୍ୱର ଗସ୍ତରେ ଆସିଥିବାବେଳେ ଆଜି ପ୍ରଥମେ ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଓ ପରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଓ ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ଓ ଅଧିକାରୀମାନଙ୍କ ସହ ପୃଥକ ପୃଥକ ଭାବେ ଓଡ଼ିଶା ବିଧାନସଭା ସଦସ୍ୟମାନଙ୍କର ଦରମା ଓ ଅନ୍ୟାନ୍ୟ ଭତ୍ତା ସହ ପୂର୍ବତନ ବିଧାୟକମାନଙ୍କର ପେନ୍‌ସନ୍‌ ଓ ଭତ୍ତା ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ । 
ଓଡ଼ିଶାର ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କ ପାଇଁ ସଂସଦ ଓ ଅନ୍ୟ ରାଜ୍ୟର ବିଧାୟକମାନଙ୍କ ଦରମା, ଭତ୍ତା ଓ ଆନୁଷଙ୍ଗିକ ସୁବିଧା ସମ୍ପର୍କରେ ମଧ୍ୟ ତୁଳନାତ୍ମକ ବିବରଣୀ ଉପସ୍ଥାପନ କରିବା ସହ ରାଜ୍ୟର ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କୁ ମିଳୁଥିବା ଦରମା ଓ ଭତ୍ତାର ପରିବର୍ତ୍ତନର ଆବଶ୍ୟକତା ରହିଛି ବୋଲି ଯୁଗ୍ମ କମିଟି ଅନୁଭବ କରିଥିଲେ । 
କମିଟିର ଅଧ୍ୟକ୍ଷ ସାଂସଦ ବୀରେନ୍ଦ୍ର ପ୍ରସାଦ ବୈଶ୍ୟଙ୍କ ସମେତ ସାଂସଦ ବିଜୟ କୁମାର ଦୁବେ, ବୀଣା ଦେବୀ, କେ. ଗୋପୀନାଥ, ବାବୁ ସିଂ କୁଶୱାହା, ରିଚାର୍ଡ ଭାମିଲାହମନଙ୍ଗିଆଙ୍କ ସହ ସଂସଦର ନିର୍ଦ୍ଦେଶକ ଭଟଶାଳା ଜୋଷୀ ପ୍ରମୁଖ ଭୁବନେଶ୍ୱର ଗସ୍ତରେ ଆସିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026
  ଜିଲ୍ଲା  
କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   30-Aug-2026
  ଜିଲ୍ଲା  
*ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   30-Aug-2026
  ଜିଲ୍ଲା  
ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   30-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳିତ   30-Aug-2026
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026

You Might Also Like