-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||     

HOME   ଜିଲ୍ଲା

ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର

31-Aug-2026



(ରଂଜିତ ମହାନ୍ତି )
ବାଇକ୍ ରେ ଥିବା ସ୍ବାମୀ, ସ୍ତ୍ରୀ ଓ ୩ ବର୍ଷର ପୁଅ ପାଣିରେ ପଡ଼ିଯାଇଥିଲେ। ବାପ ପୁଅ ଗୁରୁତର ଅବସ୍ଥାରେ ଉଦ୍ଧାର ହୋଇଥିଲା ବେଳେ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।
  ବରୀ-କୁଆଖିଆ ମୁଖ୍ୟ ରାସ୍ତାର ଶିବାଛକରୁ  ଇନ୍ଦାରୋଇକୁ ସଂଯୋଗ କରୁଥିବା ସେତୁ ଉପରୁ ବାଇକ୍ ଖସିପଡ଼ି ରବିବାର ବିଳମ୍ବିତ ରାତିରେ ଅଘଟଣ ଘଟିଛି। ବାଇକ୍ ରେ ଥିବା ସ୍ବାମୀ, ସ୍ତ୍ରୀ ଓ ୩ ବର୍ଷର ପୁଅ ପାଣିରେ ପଡ଼ିଯାଇଥିଲେ। ବାପ ପୁଅ ଗୁରୁତର ଅବସ୍ଥାରେ ଉଦ୍ଧାର ହୋଇଥିଲା ବେଳେ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।
ଶିବାଛକରେ ସତ୍ୟଫେସନ ଡ୍ରେସ ହାଉସ କରିଥିବା ରୁଦ୍ରପୁର ଗ୍ରାମର ସତ୍ୟବ୍ରତ ଓଝା ତାଙ୍କ ସ୍ତ୍ରୀ ସଂଧ୍ୟାରାଣୀ ଓଝା ଓ ୩ ବର୍ଷର ପୁଅକୁ ବସାଇ ରାତି ପ୍ରାୟ ୧୧ ଟା ପାଖାପାଖି ସମୟରେ ଘରକୁ ଫେରୁଥିଲା ବେଳେ ଏହି ଅଘଟଣ ଘଟିଛି। ଛକ ପାଖରୁ ମାତ୍ର ୧୦୦ରୁ ୧୫୦ ମିଟର ଦୂରରେ ଥିବା ଏହି ସେତୁର ଉଭୟ ପାର୍ଶ୍ବରେ ବାଡ଼ା ନାହିଁ। ଦୁଇ ପଟ ଭରପୁର ପାଣି, ସେତୁର ଦୁଇ ପାର୍ଶ୍ବ ରାସ୍ତା ଅତ୍ୟନ୍ତ ଶୋଚନୀୟ ସ୍ଥିତି। ବିଳମ୍ବିତ ରାତରେ ବାଇକ୍ ରେ ଫେରୁଥିଲା ବେଳେ ଭାରସାମ୍ୟ ହରାଇ ସେତୁରୁ ପାଣିରେ ପଡ଼ିଯାଇଥିଲେ।
ଲୋକମାନେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଥିଲେ
ଚିତ୍କାର ଶୁଣି ସ୍ଥାନୀୟ ଲୋକମାନେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଥିଲେ। ମାତ୍ର ବାପ ପୁଅଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା ବେଳେ ସ୍ତ୍ରୀ ସଂଧ୍ୟାରାଣୀଙ୍କର ମୃତ୍ୟୁ ହୋଇଯାଇଥିଲା। ତୁରନ୍ତ ତିନି ଜଣଙ୍କୁ ଯାଜପୁର ମେଡ଼ିକାଲ ପଠାଯାଇଥିଲା। ସେଠାରେ ଡାକ୍ତର ସଂଧ୍ୟାରାଣୀଙ୍କୁ ମୃତ ଘୋଷଣା କରିଥିିଲା ବେଳେ ବାପ ପୁଅ ସେଠାରେ ଚକିତ୍ସିତ ହେଉଥିବା ଜଣାପଡ଼ିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026
  ଜିଲ୍ଲା  
*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   31-Aug-2026
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026

You Might Also Like