-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ମହାମାରୀ ପ୍ରଭାବରେ ଭାରତରେ ଦୀର୍ଘଦିନ ଧରି ସ୍କୁଲ୍‌ ବନ୍ଦ- ୨୯ଲକ୍ଷ କୋଟି କ୍ଷତି ସହିବ ଭାରତ

13-Oct-2020



ଦିଲ୍ଲୀ,୧୩/୧୦- କରୋନା ମହାମାରୀ ପ୍ରଭାବରେ ଭାରତରେ ଦୀର୍ଘଦିନ ଧରି ସ୍କୁଲ୍‌ ବନ୍ଦ ରହିଛି। ଏଥିପାଇଁ ଭାରତକୁ ବହୁ ମୂଲ୍ୟ ଦେବାକୁ ପଡ଼ିବ। ଭାରତ ୨୯.୨୦ ଲକ୍ଷ କୋଟି ଟଙ୍କା (୪୦୦ ବିଲିଅନ୍ ଡଲାର) କ୍ଷତି ସହିବ ବୋଲି ବିଶ୍ୱବ୍ୟାଙ୍କ ଆକଳନ କରିଛି। ଦକ୍ଷିଣ ଏସିଆର ଦେଶଗୁଡ଼ିକ ମଧ୍ୟରେ ଭାରତ ସର୍ବାଧିକ କ୍ଷତି ସହିବ। କରୋନା ପାଇଁ ଦକ୍ଷିଣ ଏସିଆ ଅଞ୍ଚଳର ମୋଟ କ୍ଷତି ୬୨୨ ବିଲିଅନ ଡଲାରରୁ ୮୮୦ ବିଲିଅନ ଡଲାର ମଧ୍ୟରେ ହୋଇପାରେ ବୋଲି ବିଶ୍ୱବ୍ୟାଙ୍କ ଜଣାଇଛି। ଶିକ୍ଷାରେ ହୋଇଥିବା କ୍ଷତିର ପ୍ରଭାବ ଜିଡିପି ଉପରେ ମଧ୍ୟ ପଡ଼ିବ। ଯେତିକି ରାଶି ଶିକ୍ଷା‌ର ଉନ୍ନତିରେ ଖର୍ଚ୍ଚ ହୋଇଛି ତା’ଠାରୁ କରୋନା ଜନିତ କ୍ଷତି ଅଧିକ ହେବ। ଦେଶର ଅର୍ଥନୀତି ଉପରେ ଏହାର ଗୁରୁତର ପ୍ରଭାବ ପଡ଼ିବ!!*ବିଶ୍ୱବ୍ୟାଙ୍କ ଏହାର ରିପୋର୍ଟ ‘ବିଟେନ୍ ଅର୍‌ ବ୍ରୋକେନ୍? ଇନ୍‌ଫର୍ମାଲିଟି ଆଣ୍ଡ୍‌ କୋଭିଡ୍‌-୧୯ ଇନ୍ ସାଉଥ୍‌ ଏସିଆ’ରେ ଦାବି କରିଛି ଯେ କୋଭିଡ୍‌-୧୯ ମହାମାରୀର ପ୍ରଭାବ ଦୀର୍ଘଦିନ ପର୍ଯ୍ୟନ୍ତ ରହିଥିବାରୁ ଏହି ଅଞ୍ଚଳର ଅର୍ଥନୀତି ଗୁରୁତର ପ୍ରଭାବିତ ହେବ। ୨୦୨୦ରେ ଏହି ଅଞ୍ଚଳ ସବୁଠୁ ବଡ଼ ମାନ୍ଦାବସ୍ଥା କବଳରେ ପଡ଼ିବ!!*କେତେକ ଦେଶର ସ୍ଥିତି ବହୁତ ଖରାପ ହେବ। ବିଭିନ୍ନ ଦେଶରେ ଦୀର୍ଘଦିନ ପର୍ଯ୍ୟନ୍ତ ସ୍କୁଲ୍ ବନ୍ଦ ରହିଥିବାରୁ ଛାତ୍ରଛାତ୍ରୀଙ୍କ ଉପରେ ତାହାର ବହୁତ ଖରାପ ପଡ଼ିବ। ପ୍ରାଥମିକ ଓ ମାଧ୍ୟମିକ ସ୍କୁଲ୍‌ର ୩୯.୧ କୋଟି ଛାତ୍ରଛାତ୍ରୀ ଅନେକ ଦିନ ହେଲାଣି ସ୍କୁଲ୍ ପାଠପଢ଼ା ଠାରୁ ଦୂରେଇ ରହିଛନ୍ତି। ଶିକ୍ଷାକୁ ନେଇ ଏହି ଅଞ୍ଚଳରେ ଥିବା ଖରାପ ସ୍ଥିତି କରୋନା ମହାମାରୀ ପାଇଁ ଆହୁରି ଖରାପ ହୋଇପଡ଼ିଥିବା ବିଶ୍ୱବ୍ୟାଙ୍କ ଜଣାଇଛି! କରୋନା ମହାମାରୀ ପ୍ରଭାବ ଯୋଗୁଁ ୫୫ ଲକ୍ଷ ଛାତ୍ରଛାତ୍ରୀ ସ୍କୁଲ୍‌ ପାଠପଢ଼ା ଛାଡ଼ିବା ଭଳି ସମସ୍ୟା ଦେଖାଦେଇପାରେ। ଏହା ହେଲେ ଶିକ୍ଷା କ୍ଷେତ୍ରକୁ ବଡ଼ ଧରଣର ଧକ୍କା ଲାଗିବା ସହ ଏହି ପିଢ଼ିର ଉତ୍ପାଦକତା ମଧ୍ୟ ହ୍ରାସ ପାଇବ। କରୋନା ମହାମାରୀର ମୁକାବିଲା ଲାଗି ଲକ୍‌ଡାଉନ୍‌ ଘୋଷଣା କରାଯିବା ପରଠାରୁ ସ୍କୁଲ୍‌ଗୁଡ଼ିକ ବନ୍ଦ ରହିଛି। ଛାତ୍ରଛାତ୍ରୀମାନେ ପାଞ୍ଚ ମାସରୁ ଅଧିକ ସମୟ ସ୍କୁଲ୍ ଠାରୁ ଦୂରେଇ ରହିଛନ୍ତି। ବିଶ୍ୱବ୍ୟାଙ୍କ ମତରେ ଏତେ ଅଧିକ ଦିନ ପର୍ଯ୍ୟନ୍ତ ସ୍କୁଲ୍‌ ବନ୍ଦ ରହିବା ଯୋଗୁଁ ଛାତ୍ରଛାତ୍ରୀମାନେ କେବଳ ନୂଆ ବିଷୟ ଶିକ୍ଷା କରିବାକୁ ବଞ୍ଚିତ ହୋଇନାହାନ୍ତି, ସେମାନେ ପୂର୍ବରୁ ପଢ଼ିଥିବା ଅଧିକାଂଶ ପାଠ ମଧ୍ୟ ଭୁଲି ଯାଇଛନ୍ତି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ