-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||     

HOME   ଜିଲ୍ଲା

ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ

01-Sep-2026



ତୁଷୁରା (ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ତୁଷୁରା ଏନଏସି ପକ୍ଷରୁ ସହର ସ୍ଥିତ ବାଳକ ହାଇସ୍କୁଲ ପଡିଆ ଠାରେ ମହାସମାରୋହରେ ସ୍ବାୟତ୍ତ ଶାସନ ଦିବସ ସୋମବାର ପାଳିତ ହୋଇଯାଇଛି।ଏନଏସି ଅଧ୍ୟକ୍ଷ ଅଜୟ କୁମାର ଜୟଶ୍ବାଳ ସଭାପତିତ୍ବରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଅତିରିକ୍ତ ଜିଲ୍ଲାପାଳ ପବିତ୍ର ମୋହନ ବେହେରା ମୁଖ୍ଯ ଅତିଥି ଭାବେ ଯୋଗଦେଇ ଥିବା ବେଳେ ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ, ତହସିଲଦାର ଆର୍ତ୍ତତ୍ରାଣ ଥାର୍ଟି, ଗୁଡଭେଲାବ୍ଲକ ବିଡିଓ ଗୁରେଶ୍ବର ଭୋଇ, ଏମଏଲଏ ଜିତେନ୍ଦ୍ର ମହାପାତ୍ର, ଏନଏସି ଉପାଧ୍ୟକ୍ଷା ମାମି ଦାସ  ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିବା ବେଳେ କାଉନସିଲର ମିତାଲି ସାହୁ, ସୁଷମା ସାହୁ, ମିଥୁନ ସାହୁ, ଗୀତାଞ୍ଜଳୀ ଦର୍ଜି, ସବିତା ବାଗ, ବବିତା ସାହୁ ଓ ରୀତା ପ୍ରଧାନୀ ମଞ୍ଚାସିନ ଥିଲେ। ପରିଷଦର କର୍ମଚାରୀ, ସଫେଇ କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲେ। ଆଶୁ କବି ଡା ହେମନ୍ତ କୁମାର ଦାଶ ମଞ୍ଚ ପରିଚାଳନା କରିଥିବା ବେଳେ ଏନଏସି କାର୍ଯ୍ୟନିର୍ବାହ ଅଧିକାରୀ ଶ୍ରୀନିବାସ ମିର୍ଦ୍ଧା ଧନ୍ୟବାଦ ଅର୍ପଣ କରିଥିଲେ। ସକାଳରେ ପ୍ରଭାତ ଭୋରୀ ଓ ଜାତୀୟ ପତାକା ଉତ୍ତୋଳନ ଓ ସଙ୍ଗୀତ ଗାନ କରାଯାଇ ଥିଲା। ଶେଷରେ ମାଁ ଇଷ୍ଟଦେବୀ ମେଲୋଡି ଗ୍ରୁପ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026

You Might Also Like