-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||     

HOME   ଜିଲ୍ଲା

ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ

01-Sep-2026



ବଲାଙ୍ଗୀର(ପ୍ରେରଣା ଖବର): ଆଜି ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ତରଫରୁ ବିଶ୍ୱରେ ତାପମାତ୍ରା ବୃଦ୍ଧି ସଙ୍କଟ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ସ୍ଥାନୀୟ ପୁଇଁତଳା ଥାନା ପରିସରରେ ଅନୁଷ୍ଠିତ ହୋଇଯାଇଛି।ଏଥିରେ ସିଭିଲ୍ ସୋସାଇଟିର କର୍ମକର୍ତ୍ତା, ପୁଲିସ କର୍ମଚାରୀ, ବୁଦ୍ଧିଜୀବୀ ଓ ରେଡ୍‌କ୍ରସ୍‌ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ତଥା ଶିକ୍ଷକଶିକ୍ଷୟିତ୍ରୀ ମାନେ ଅଂଶଗ୍ରହଣ କରିଥିଲେ।ପେଟ୍ରୋଲିୟମଜାତ ଦ୍ରବ୍ୟର ବହୁଳ ବ୍ୟବହାର, କଳକାରଖାନାର ବୃଦ୍ଧି, ଜଙ୍ଗଲର ବିଲୁପ୍ତି, ଅତ୍ୟାବଶ୍ୟକୀୟ

ଖଣିଜ ଖନନ ଓ ଅନ୍ୟାନ୍ୟ କାରଣ ଯୋଗୁଁ ବଢ଼ୁଥିବା ବିଶ୍ୱ ତାପମାତ୍ରା ଉପରେ ଉଦ୍‌ବେଗ ପ୍ରକାଶ କରି ଏକ ଆଲୋଚନା ଅନୁଷ୍ଠିତ ହୋଇଥିଲା।ଏହି ଆହ୍ୱାନର ମୁକାବିଲା ପାଇଁ ସୌରଶକ୍ତି, ପବନଶକ୍ତିର ବ୍ୟବହାର, ପ୍ଲାଷ୍ଟିକ୍ ବର୍ଜନ କରି ଜଙ୍ଗଲ ବୃଦ୍ଧି ନକଲେ ଆଗାମୀ ପିଢ଼ି ଅସୁରକ୍ଷିତ ରହିବେ ବୋଲି ମତପ୍ରକାଶ କରାଯାଇଥିଲା। ଏହି ଅବସରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା।ସୋସାଇଟିର ଆବାହକ ଇଂ. ବେଲାରସିଂ ଭୋଇଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ପୁଇଁତଳା ଥାନା ଅଧିକାରୀ ସଞ୍ଜୟ କୁମାର ରାଉତରାୟ ଯୋଗଦେଇ ଗଛ ଲଗାଇବାର ମହତ୍ତ୍ୱ ଉପରେ ବୁଝାଇ ସିଭିଲ ସୋସାଇଟି ର କାର୍ଯ୍ୟକ୍ରମକୁ ଉଚ୍ଚ ପ୍ରଶଂସା କରିଥିଲେ ।ସଂଯୋଜକ ମନୋରଞ୍ଜନ ସାହୁ ସଭାକୁ ସଂଯୋଜନା କରି ନିକଟରେ ଘଟିଥିବା ନେପାଳର ପ୍ରାକୃତିକ ବିପର୍ଯ୍ୟୟର ଉଦାହରଣ ଦେଇ ବିଭିନ୍ନ ପଦକ୍ଷେପ

ସହ ବ୍ୟାପକ ବନୀକରଣ ଜରୁରୀ ବୋଲି ମତବ୍ୟକ୍ତ କରିଥିଲେ।ସମ୍ମାନିତ ଅତିଥି ଭାବେ ବଲାଙ୍ଗୀର ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ସଞ୍ଜୀବ ପଧାନ, ପୋଲିସ ଅଧିକାରୀ ଯୁଗଳ କିଶୋର ବିଶ୍ୱାଳ,  ରେଡ୍‌କ୍ରସ୍‌ କଲେଜର ନିର୍ଦ୍ଦେଶକ ହିମାଂଶୁ ନାଏକ, ଆଇନଜୀବୀ ରତିଲାଲ ମୁଗ୍ରୀ, ସୋସାଇଟିର ସଦସ୍ୟ ଗୋପଭୂଷଣ ନାଥ, ବିମଳ ଚୋପଦାର, ଗୋବିନ୍ଦ ମିଶ୍ର, ଦିବାକର ହୋତା, ରବିନାରାୟଣ ସାହୁ, ଇଂ. ଲଳିନ୍ଦ୍ର ବେହେରା, ରଘୁନନ୍ଦନ ସିଂହ ପ୍ରମୁଖ ଏହି ସଚେତନତା କାର୍ଯ୍ୟକ୍ରମରେ ଭାଗ ନେଇଥିଲେ।ଶେଷରେ ମନୋରଞ୍ଜନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026

You Might Also Like