-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||     

HOME   ଜିଲ୍ଲା

 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍....

02-Sep-2026



ଯୋଗଦେବେ ପୂର୍ବାଞ୍ଚଳର ୬ ଟି ରାଜ୍ୟ ର ୨୨୦ ରୁ ଉର୍ଧ୍ଵ ଖେଳାଳୀ ଓ ସପୋର୍ଟ ଷ୍ଟାଫ

ଭୁବନେଶ୍ୱର(ପ୍ରେରଣା ଖବର): ଭୁବନେଶ୍ୱର ସ୍ଥିତ ପୋଖରୀପୁଟ ଇଣ୍ଡୋର ଷ୍ଟେଡ଼ିଅମରେ ଆଜି ଠାରୁ  ୟୋନେକ୍ସ-ସାନରାଇଜ ଇଷ୍ଟ ଜୋନ ଆନ୍ତଃ ରାଜ୍ୟ ବେଡ଼ମିଣ୍ଟନ ଚାମ୍ପିୟନସିପ ଆରମ୍ଭ ହେଉଛି l ଭାରତୀୟ ବେଡ଼ମିଣ୍ଟନ ସଂଘ ଓ ଓଡିଶା ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ସେବା ବିଭାଗର ସହଯୋଗରେ ୩ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ରେ ପୂର୍ବାଂଚଳ ର ୬ ଟି ରାଜ୍ୟ ଯଥା ଓଡିଶା, ଝାରଖଣ୍ଡ, ବିହାର ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ଓ ପଶ୍ଚିମବଙ୍ଗ ର ୨୨୦ ରୁ ଊର୍ଧ ଖେଳାଳୀ ଓ ସପୋର୍ଟ ଷ୍ଟାଫ ଯୋଗ ଦେଇଛନ୍ତି l ପ୍ରତିଯୋଗିତାରେ ବରିଷ୍ଠ ଓ କନିଷ୍ଠ ବର୍ଗ ର ଦଳଗତ ସହ ବ୍ୟକ୍ତିଗତ ବିଭାଗର ସିଙ୍ଗଲସ, ଡବଲସ ଓ ମିକ୍ସଡ଼ ଡବଲସ ରେ ଟାଇଟଲ ପାଈଁ ଲଢେଇ ହେବ l ଦଳଗତ ପ୍ରତିଯୋଗିତା ୩ ତାରିଖ ରୁ ଓ ବ୍ୟକ୍ତିଗତ ପ୍ରତିଯୋଗିତା ୪ତାରିଖ ଅପରାହ୍ନରୁ ଆରମ୍ଭ ହେବ ବୋଲି ଓଡିଶା ରାଜ୍ୟ ବେଡ଼ମୀଣ୍ଟନ ସଂଘ ସମ୍ପାଦକ ତଥା  ଆୟୋଜନ କମିଟୀ ସମ୍ପାଦକ ନିଲିନ କୁମାର ସୂଚନା ଦେଇଛନ୍ତି l  ପ୍ରତିଯୋଗୀତା ସଂଯୋଜକ ଭାବେ ଓସବା ଉପସଭାପତି ପ୍ରଦୀପ ପଟନାୟକ, ଶୈଳେନ୍ଦ୍ର ଚୌଧୁରୀ, ଜୟପ୍ରକାଶ ସିଂ,  ବିଭିନ୍ନ ବିଭାଗ ଦାୟିତ୍ୱ ରେ ଉପସଭାପତି ସୁରେଶ ଚନ୍ଦ୍ର ପଣ୍ଡା ସଭ୍ୟ ମନୋରଞ୍ଜନ ପଣ୍ଡା,କମଲ ଦାସ , ସୁରୁଲାଲ ମଟlରୀ, ଜୟପ୍ରକାଶ ଜେନା, ମନୋରଞ୍ଜନ ଦାସ,ସନ୍ଦୀପ ମିଶ୍ର, ଶୁଭମ ନାୟକ, ଶୁଭମ ଶର୍ମା ଅବଦୁଲ ହାକିମ, ଚନ୍ଦନ ମହାରଣା ପ୍ରମୁଖ ଅଛନ୍ତି l ପ୍ରତିଯୋଗିତା ର ଚିଫ ରେଫରୀ ଭାବେ କେରଳ ର ଇ.ପି.

ଦିବାକରଣ, ଡେପୁଟି ରେଫରୀ ଆନ୍ଧ୍ର ପ୍ରଦେଶର ସମ୍ପଦ ରାଓ ଓ ମେଚ କଣ୍ଟ୍ରୋଲ ହରିଆଣାର ରବି ଚୌହାନ ଦାୟିତ୍ୱରେ ଅଛନ୍ତି l 
 ଓଡିଶାର  ଦଳରେ ସୋମ୍ୟଜିତ ସାହୁ, ଦିବ୍ୟମ୍ କେଜ୍ରିୱାଲ, ଶୁଭ୍ରକେତନ ମଲ୍ଲିକ, ନିମିସା ଓଝା, ସ୍ୱାତି ନାୟକ, ଅସ୍ୱିକା ମିଶ୍ର  ତହସିବ୍ ଖାନ,  ଜୈସ ଅଗ୍ରୱାଲ, ଅଭିଜିତ ମହାରଣା, ତନ୍ମୟ କୁମାର ସାହୁ,  କଲଗା ଜଗଦିଶ, ତୁମି ବାକ୍‌ଚି, ହର୍ଷିତା ରାଉତ,ଆଶ୍ରୀୟା  ଜି. ବିରୋକ, ସ୍ୱିଟିପ୍ରିୟା ପ୍ରଧାନ, ମୁଖ୍ୟ କୋଚ ଭାବେ ଗୋବର୍ଧନ ରେଡ୍ଡୀ, ସହକାରୀ କୋଚ ସଂଜୀବ ମଲ୍ଲ ଓ ଅଜିତ ମହାନ୍ତି ସ୍ଥାନ ପାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026

You Might Also Like