-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||     

HOME   ଜିଲ୍ଲା

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ

02-Sep-2026



ବିନିକା(ହିମାଂଶୁ ଶେଖର ପୁଟେଲ)ଘରେ ପାଳିତ ପଶୁଜନ୍ତୁଙ୍କ ଖାଦ୍ୟ ପାଇଁ "ଦା" ସହାୟତାରେ ଘାସ କାଟୁଥିବା ବେଳେ ତଳେ ପଡ଼ିଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବୃଦ୍ଧଙ୍କ ମୃତ୍ୟୁ ହେବା ଘଟଣା ସମଗ୍ର ବିନିକା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି।ଘଟଣାରୁ ପ୍ରକାଶ ଯେ ବିନିକା ବ୍ଲକ ଅନ୍ତର୍ଗତ ଭଣ୍ଡାର ପଞ୍ଚାୟତ ଚୁଲିମାଲ ଗ୍ରାମର ଶ୍ରମିକ ବୀରେନ୍ଦ୍ର ପାତ୍ର (୬୫) ଗାଁ ନିକଟରେ ଥିବା କୁକୁଡ଼ା ଫାର୍ମ ପରିସରରେ "ଦା" ସହାୟତାରେ ଘାସ କାଟୁଥିବା ବେଳେ ପୂର୍ବରୁ ତଳେ ପଡ଼ିଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯିବାରୁ ସେଠାରେ ହିଁ ଟଳି ପଡ଼ିଥିଲେ।ଘଟଣା ଜଣାପଡ଼ିବା ପରେ ଦେଖିବା ପାଇଁ ଲୋକଙ୍କ ନାହିଁ ନଥିବା ଭିଡ଼ ଜମିଥିଲା କୁଆଡ଼େ ଉକ୍ତ କୁକୁଡ଼ା ଫାର୍ମ ଭଣ୍ଡାର ଗ୍ରାମର ଜନାର୍ଦ୍ଦନ ହୋତାଙ୍କର ବୋଲି ଶୁଣିବାକୁ ମିଳୁଛି।ତେବେ ବୃଦ୍ଧ ର ପରିବାର ଅତ୍ୟନ୍ତ ଗରିବ ହୋଇଥିବାରୁ କ୍ଷତି ପୂରଣ ସହାୟତା ଯୋଗାଇଦେବାକୁ ପରିବାର ଲୋକେ ଦାବୀ କରିଛନ୍ତି।ଅନ୍ୟପଟେ ବିନିକା ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହକୁ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026

You Might Also Like