-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||     

HOME   ଜିଲ୍ଲା

*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*

03-Sep-2026



ବରପାଲି  (ସୁଦାମ ଦୀପ) ବରଗଡ ଜିଲ୍ଲା ବରପାଲି ସ୍ଥିତ 
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ପଦ୍ମିନୀ ଦାଶଙ୍କ ସଭାପତିତ୍ୱରେ ଚକ୍ଷୁ ଦାନର ମହତ୍ତ୍ୱ ଓ ଆବଶ୍ୟକତା ସମ୍ପର୍କରେ ଏକ ସଚେତନତା ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଯୁବ ରେଡକ୍ରସ କାଉନସେଲର ଯତୀନ୍ଦ୍ର କୁମାର ସାହୁ ଙ୍କ ପରିଚାଳନା ସଭାରେ ବରପାଲି ମାରବାଡି ମହିଳା ସଂଘର ସଭାପତି କିରଣବାଳା ଅଗ୍ରୱାଲ ଯୋଗଦେଇ ଚକ୍ଷୁ ଦାନ ସମ୍ପର୍କିତ ବିଭିନ୍ନ ଭ୍ରାନ୍ତ ଧାରଣା ଦୂର କରିଥିଲେ।ସେ କହିଥିଲେ ଯେ, ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପରେ ତାଙ୍କର ଚକ୍ଷୁଦାନ ଦ୍ୱାରା ଦୁଇଜଣ ଦୃଷ୍ଟିହୀନ ବ୍ୟକ୍ତି ନୂତନ ଜୀବନ ଓ ଦୃଷ୍ଟିଶକ୍ତି ପାଇପାରିବେ। ମୃତ୍ୟୁର ୪ ରୁ ୬ ଘଣ୍ଟା ମଧ୍ୟରେ ଚକ୍ଷୁ ସଂଗ୍ରହ କରାଯିବା ଆବଶ୍ୟକ। ଏହି ଅବସରରେ ଛାତ୍ରୀମାନଙ୍କୁ ଚକ୍ଷୁ ଦାନ ପାଇଁ ସଙ୍କଳ୍ପ ପତ୍ର ପୂରଣ କରିବାକୁ ଉତ୍ସାହିତ କରାଯାଇଥିଲା ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରୀମାନେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ସମାଜରେ ଏହି ମହତ କାର୍ଯ୍ୟ ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ସଙ୍କଳ୍ପ ନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026
  ରାଜ୍ୟ  
୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   03-Sep-2026
  ଜିଲ୍ଲା  
ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   03-Sep-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   03-Sep-2026

You Might Also Like