-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||     

HOME   ଜିଲ୍ଲା

ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ

03-Sep-2026



ଭୁବନେଶ୍ୱର(ପ୍ରେରଣା ଖବର)- ଭୁବନେଶ୍ୱର ସ୍ଥିତ ପୋଖରୀପୁଟ ଇଣ୍ଡୋର ଷ୍ଟେଡ଼ିଅମରେ ୟୋନେକ୍ସ-ସାନରାଇଜ ଇଷ୍ଟଜୋନ ଆନ୍ତଃ ରାଜ୍ୟ ବେଡ଼ମିଣ୍ଟନ ଚାମ୍ପିୟନସିପ ଉଦ୍ଗାଟନ ହୋଇଯାଇଅଛି l ଆଜି ପ୍ରତିଯୋଗିତାକୁ ଓସବା ସମ୍ପାଦକ ତଥା ଆୟୋଜନ କମିଟି ସମ୍ପାଦକ ନିଲିନ କୁମାର ଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ। ଏହି ଅବସରରରେ ମୁଖ୍ୟ ରେଫରୀ ଇ.ପି. ଦିବାକରଣ, ଓଡିଶା ଦଳର ମୁଖ୍ୟ କୋଚ ଗୋବର୍ଧନ ରେଡ୍ଡୀ, ଓସବା ଉପସଭାପତି ସୁରେଶ ଚନ୍ଦ୍ର ପଣ୍ଡା, ଯୁଗ୍ମ ସମ୍ପାଦକ ଶୈଳେନ୍ଦ୍ର ଚୌଧୁରୀ,ମନରଞ୍ଜନ ପଣ୍ଡା, କମଳ ଦାସ, ଅଜିତ ମହାନ୍ତି, ଚନ୍ଦନ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ l

ଭାରତୀୟ ବେଡ଼ମିଣ୍ଟନ, ସଂଘ ଓ ଓଡିଶା ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ସେବା ବିଭାଗର ସହଯୋଗରେ ୩ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାର ଦଳଗତ ଇଭେଣ୍ଟ ଆରମ୍ଭ ହୋଇଛି l ପ୍ରଥମଦିନ ଖେଳ ଶେଷ ସୁଦ୍ଧା ଦଳଗତ ଇଭେଣ୍ଟର ଜୁନିଅର ବର୍ଗ ଫାଇନାଲ ଲାଇନ ଅପ ଚୂଡାନ୍ତ ହୋଇଯାଇଛି l 
ଓଡ଼ିଶା ଜୁନିଅର ଦଳ ସେମିଫାଇନାଲରେ ପଶ୍ଚିମବଙ୍ଗକୁ ୨-୧ ରେ ପରାସ୍ତ କରି ଫାଇନାଲ ପହଂଚିଛି l ଓଡିଶା ଦଳର ସୌମ୍ୟଜିତ ସାହୁ ପ୍ରଥମ ସିଙ୍ଗଲସରେ ପଶ୍ଚିମବଙ୍ଗର ଦିବ୍ୟାନସ ଅଗ୍ରୱାଲଙ୍କ ଠାରୁ ହାରିଯାଇଥିବା ବେଳେ ଓଡ଼ିଆ ଖେଳାଳୀ ଦିବ୍ୟମ ଜେଜ୍ରିୱାଲ ପଶ୍ଚିମବଙ୍ଗର ଆଦିତ୍ୟ ବ୍ରହ୍ମlଙ୍କୁ ୧୫-୧୦, ୧୦-୧୫ ଓ ୧୫-୬ ପଏଣ୍ଟରେ ହରାଇ ବିଜୟୀ ହୋଇ ଛନ୍ତି l ଡବଲସରେ ଦିବ୍ୟମ କେଜ୍ରିୱାଲ ଓ ଶୁଭ୍ର କେତନ ଯୋଡି ପଶ୍ଚିମବଙ୍ଗ ଯୋଡି ଦିବ୍ୟାନସ ଅଗ୍ରୱାଲ ଓ ଆଦିତ୍ୟ ବ୍ରହ୍ମା ଙ୍କୁ ୧୫-୬ ଓ ୧୫-୭ ପଏଣ୍ଟ ରେ ହରାଇ ଫାଇନାଲରେ ପହଞ୍ଚି ଛନ୍ତି l ଫାଇନାଲରେ ଓଡିଶା ବାଳକ ଦଳ ଉତ୍ତରପ୍ରଦେଶକୁ ୨-୦ହରାଇଥିବା ଉତ୍ତରାଖଣ୍ଡ ଦଳକୁ ଭେଟିବ l
ବାଳିକା ସେମିରେ ଉତ୍ତରାଖଣ୍ଡ 
ଦଳ ଉତ୍ତର ପ୍ରଦେଶ କୁ ୨-୧ ରେ ହରାଇ ଫାଇନାଲକୁ ଯାଇଛି l ଅନ୍ୟ ପଟେ ପଶ୍ଚିମବଙ୍ଗ ବାଳିକା ଦଳ ବିହାରକୁ ୨-୧ ରେ ହରାଇ ଫାଇନାଲ ପହଂଚିଛି l
୪ ତାରିଖ ଦିନ ଦଳଗତ ଇଭେଣ୍ଟ ର ଫାଇନାଲ ମେଚ ଅନୁଷ୍ଠିତ ହେବ l 

 ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ରେ ପୂର୍ବାଂଚଳ ର ୬ ଟି ରାଜ୍ୟ ଯଥା ଓଡିଶା, ଝାରଖଣ୍ଡ, ବିହାର ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ଓ ପଶ୍ଚିମବଙ୍ଗ ଯୋଗ ଦେଇଛନ୍ତି l  ଦଳଗତ ପ୍ରତିଯୋଗିତା ତା ୩ ତାରିଖରୁ ଓ ବ୍ୟକ୍ତିଗତ ପ୍ରତିଯୋଗିତା ୪ତାରିଖ ଅପରାହ୍ନରୁ ଆରମ୍ଭ ହୋଇ ୬ତାରିଖ ଦିନ ଫାଇନାଲ ଖେଳ ଅନୁଷ୍ଠିତ ହେବ ବୋଲି ଓଡିଶା ରାଜ୍ୟ ବେଡ଼ମିଣ୍ଟନ ସଂଘ ସମ୍ପାଦକ ତଥା  ଆୟୋଜନ କମିଟୀ ସମ୍ପାଦକ ନିଲିନ କୁମାର ସୂଚନା ଦେଇଛନ୍ତି l  
 ପ୍ରତିଯୋଗିତାର ଚିଫ ରେଫରୀ ଭାବେ କେରଳର ଇ.ପି. ଦିବାକରଣ, ଡେପୁଟି ରେଫରୀ ଆନ୍ଧ୍ର ପ୍ରଦେଶ ର ସମ୍ପଦ ରାଓ ଓ ମେଚ କଣ୍ଟ୍ରୋଲ ହରିଆଣାର ରବି ଚୌହାନ ଦାୟିତ୍ୱରେ ଅଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026

You Might Also Like