-+91-9937148622 |

prerana_bgr@rediffmail.com |

  Thursday 3rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||     

HOME   ଜିଲ୍ଲା

ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ

03-Sep-2026



ବଲାଙ୍ଗୀର (ପ୍ରେରଣା ଖବର): ପଞ୍ଚାୟତ ସମିତି ମହାବିଦ୍ୟାଳୟ ବେଲପଡାରେ କାର୍ଯ୍ୟରତ ଇଂରାଜୀ ପ୍ରାଧ୍ୟାପକ ଦୁର୍ବାଦଳ ଘିବେଲା ମଣିପୁର ଇଣ୍ଟରନେସନଲ ୟୁନିଭର୍ସିଟି, ଇମ୍ଫାଲ, ମଣିପୁର ରୁ ପି. ଏଚ. ଡ଼ି. ଡିଗ୍ରୀ ହାସଲ କରିଛନ୍ତି। ଏନରୋଲମେଣ୍ଟ ନମ୍ବର- MIU/PhD/2022/W028 ଏବଂ ରେଜିଷ୍ଟ୍ରେସନ ନମ୍ବର- 2101017 ଅନୁସାରେ  ମଣିପୁର ଇଣ୍ଟରନେସନଲ ୟୁନିଭର୍ସିଟି ର ଗାଇଡ଼ ଇଂରାଜୀ ପ୍ରଫେସର ମେୟେଙ୍ଗବମ ବିଦ୍ୟାରାଣୀ ଦେବୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵlବଧାନରେ ଦୀର୍ଘ ଚାରି ବର୍ଷର ଗବେଷଣା ପରେ ସନ୍ଦର୍ଭ  EMERGENCE OF WOMEN WITH NEW IDENTITY– A STUDY OF THE NOVELS OF R. K. NARAYAN ନିପୁଣ ପ୍ରଫେସରଙ୍କ ଦ୍ୱାରା ମୂଲ୍ୟାଙ୍କନ ହେଲାପରେ ୟୁନିଭର୍ସିଟି ଵିଜ୍ଞାପନ ସଂଖ୍ୟା- MIU/CoE/ 2026/227 ଅନୁଯାୟୀ ଡ଼. ଘିବେଲାଙ୍କୁ ଏହି ସମ୍ମାନ ମିଳିଛି। ଏହି ସଫଳତା ପାଇଁ ଉତ୍ସାହିତ କରିଥିବା ପରିବାରର ସମସ୍ତ ସଦସ୍ୟ, ବନ୍ଧୁବର୍ଗ ଓ ସହକର୍ମୀବୃନ୍ଦଙ୍କୁ ଡ଼. ଘିବେଲା  ଧନ୍ୟବାଦ ଏବଂ କୃତଜ୍ଞତା ଜ୍ଞାପନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026
  ରାଜ୍ୟ  
୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   03-Sep-2026
  ଜିଲ୍ଲା  
ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   03-Sep-2026

You Might Also Like