-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||     

HOME   ଜିଲ୍ଲା

ସ୍ୱାମୀ ସ୍ତ୍ରୀ ଙ୍କୁ ଆକ୍ରମଣ ଘଟଣା, ଆକ୍ରମଣ କାରୀଙ୍କ ସୁରକ୍ଷା କବଚ ସାଜିଛି ପୋଲିସ?

12-Feb-2021



କଳାହାଣ୍ଡି,କୋକସରା(ତ୍ରିନାଥ ଵେଶ୍ରା)
କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅଞ୍ଚଳରେ ତିନି ଜଣ ଲୋକ ଜନୈକ ସାମ୍ବାଦିକ ଙ୍କ ଘରେ ପଶି ଉଭୟ ସ୍ଵାମୀ ସ୍ତ୍ରୀ ଙ୍କୁ ଆକ୍ରମଣ କରିବା ଘଟଣା ର ତଦନ୍ତ ବଦଳରେ ପୋଲିସ ଅଭିଯୋଗ କାରୀ ଙ୍କୁ କେଶ୍  ରଫାଦଫା ପାଇଁ ଚାପ ପ୍ରୟୋଗ କରୁଥିବା ଅଭିଯୋଗ କରିଛନ୍ତି ଏତଲା କାରୀ ସଂଜୟ  ସିଂ। ସୂଚନା ରୁ ଜଣାଯାଏ ଯେ ଗତ ପାଞ୍ଚ ତାରିଖ ରାତିରେ ମୁଖିଗୁଡ଼ା ଗ୍ରାମ ପୁରୁଣାପଡା ର କିଛି ବ୍ୟକ୍ତି ସଂଜୟ ଙ୍କ ଘରେ ପଶି ତାଙ୍କୁ ଓ ତାଙ୍କ ସ୍ତ୍ରୀଙ୍କୁ ମାରପିଟ୍ କରିବାରୁ ତୁରନ୍ତ ଶ୍ରି ସିଂ ମୁଖିଗୁଡ଼ା ଫାଣ୍ଡି ଅଧିକାରୀ ଙ୍କୁ ଫୋନ ରେ ସୂଚନା ଦେଇଥିଲେ। ସମ୍ପୃକ୍ତ ବ୍ୟକ୍ତି ମାନେ ଫାଣ୍ଡି ଅଧିକାରୀ ଙ୍କ ଉପସ୍ଥିତି ରେ ମଧ୍ୟ ଉଭୟ ସ୍ଵାମୀ ସ୍ତ୍ରୀ ଙ୍କୁ ଗାଳି ଗୁଲଜ ଓ ଅସଦାଚରଣ କରିବା ସହ ଆକ୍ରମଣ କରିବାରୁ ସଂଜୟ ଙ୍କ ସ୍ତ୍ରୀ ଗୀତାଞ୍ଜଳି ସିଂ ଜୟ ପାଟଣା ଥାନା ରେ ଏତଲା କରିଥିଲେ। ଫାଣ୍ଡି ଅଧିକାରୀ ପ୍ରେମଚାନ୍ଦ ସାହୁ  ଅଭିଯୋଗ କାରୀ ସିଂ ଙ୍କୁ କେଶ୍ କରି ଆଜୀବନ ସଜା କରେଇ ଲାଇଫ କଂଡମ କରି ଦେବି ବୋଲି ଧମକ ଦେବାରୁ ସଞ୍ଜୟ ଜୟପାଟଣା ଥାନାରେ ଏତଲା ଦାଖଲ କରିଥିଲେ। ଏତଲା ର ତଦନ୍ତ ପରିବର୍ତେ ଏତଲା କାରୀ ଙ୍କୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ଥାନା ରେ ଅଟକ ରଖି ମାମଲା ରଫାଦଫା ପାଇଁ ଚାପ ପ୍ରୟୋଗ କରୁଥିବା ଅଭିଯୋଗ କରିଛନ୍ତି l ସଞ୍ଜୟ ସିଂ ଓ ତାଙ୍କ ସ୍ତ୍ରୀ ଗୀତାଞ୍ଜଲି। ବର୍ତ୍ତମାନ ଉଭୟ ସ୍ଵାମୀ ସ୍ତ୍ରୀ ଙ୍କ ଜୀବନ ପ୍ରତି ବିପଦ ରହିଛି ବୋଲି ଆଶଙ୍କା ପ୍ରକାଶ କରିଛନ୍ତି   ପରିବାର। କେଉଁ କାରଣରୁ ପୋଲିସ ଘଟଣା କୁ ଚପେଇ ଦେବା ଉଦ୍ୟମ କରୁଛି ତାହା ରହସ୍ୟାବୃତ୍ତ ହୋଇଥିବା ବେଳେ ଘଟଣା ର ତଦନ୍ତ କରିବା ସହ ପରିବାର କୁ ସୁରକ୍ଷା ଦେବା ପାଇଁ  ଜଣ ସାଧାରଣ ରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   06-May-2026
  ରାଜ୍ୟ  
ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   06-May-2026
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026

You Might Also Like