-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ

04-Sep-2026



ଲୋଇସିଂହା, (ବିନୋଦ ଦୀପ) ଜିଲ୍ଲା ସ୍ୱାସ୍ଥ୍ୟ ସମିତି ବଲାଙ୍ଗୀର ର ମାନସିକ ଆନୁକୂଲ୍ୟରେ ଆଜି ଲୋଇସିଂହା କଲେଜ ରେ ଅଧ୍ୟକ୍ଷ ଦେବଦତ୍ତ ଗୁରୁ ଙ୍କ ସଭାପତିତ୍ୱ ରେ ଛାତ୍ରଛାତ୍ରୀ ଙ୍କ ପାଇଁ ମାନସିକ ଚାପ ପରିଚାଳନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ବଲାଙ୍ଗୀର ଜିଲ୍ଲା ସଦର ଡାକ୍ତରଖାନା ର ମାନସିକ ରୋଗ ବିଭାଗ ପକ୍ଷରୁ ମନୋବିଜ୍ଞାନୀ ପ୍ରିୟା ପ୍ରତୀକ୍ଷା ଧରୁଆ, ସାଇକ୍ରାଟିକ ସମାଜ କର୍ମୀ ଶ୍ରୀ ମଳୟ କୁମାର ନାଗ, ଶ୍ରୀ ଶିଵା କର୍ମୀ ଏବଂ ଅଧ୍ୟାପିକା ଶାନ୍ତିପ୍ରିୟା ହୋତା ମାନସିକ ଚାପ ସୃଷ୍ଟି ହେବାର କାରଣ, ପ୍ରକାର ଭେଦ ତଥା ନିରାକରଣ ସମ୍ପର୍କ ରେ ଆଲୋଚନା କରିଥିଲେ l ଏନ.ଏସ.ଏସ କାର୍ଯ୍ୟକ୍ରମ ଅଧିକାରୀ ଜଗମୋହନ ଦର୍ଜୀ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିବା ବେଳେ ଅଧ୍ୟାପିକା ତମନ୍ନା ଅଗ୍ରୱାଲ ଧନ୍ୟବାଦ ଅର୍ପଣ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ମହାବିଦ୍ୟାଳୟ ର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ତଥା ଛାତ୍ରଛାତ୍ରୀ ବୃନ୍ଦ ଉପସ୍ଥିତ ଥିଲେ l
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026

You Might Also Like