-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||     

HOME   ଜିଲ୍ଲା

*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*

04-Sep-2026



(ପ୍ରିୟଦର୍ଶିନୀ ପାତ୍ର)
 ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଡାବୁଗାଁ ଅଞ୍ଚରେ ପାଳିତ ହୋଇ ଯାଇଛି ଏହି ଅବସରରେ ଡାବୁଗାଁ ଠାରେ ଗୋବର୍ଦ୍ଧନ ବାବାଙ୍କ ଭକ୍ତ ମାନେ ନବାନ୍ନ ଭୋଗ କରିଛନ୍ତି। ଦୁଇଦିନ ବ୍ୟାପୀ ପୂଜା ଅର୍ଚ୍ଚନା ଓ ଯଜ୍ଞ ରାମ ଭକ୍ତ ଗୋବର୍ଦ୍ଧନ ବାବା ଙ୍କ ପୌରହିତ୍ୟରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ ହିନ୍ଦୁ ମହାସଂଘ ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜୟନ୍ତ କୁମାର ପାତ୍ର, ଗଣେଶ ନାୟକ, ବଳରାମ ଗୌଡ଼,ଲକ୍ଷ୍ମଣ ମାଝୀ, ଡମ୍ବରୁ ଭତ୍ରା, ରଘୁ ଗୌଡ଼, ନରହରି ଭତ୍ରା ଏବଂ ଅବିଭକ୍ତ କୋରାପୁଟ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଆସିଥିବା ଭକ୍ତ ଉପସ୍ଥିତ ଥିଲେ। ଧିରେ ଧିରେ ଅବିଭକ୍ତ କୋରାପୁଟ ଜିଲ୍ଲା ରେ ଶ୍ରୀରାମ ଭକ୍ତ ଙ୍କ ଏହି ସ୍ବତନ୍ତ୍ର ସଂପ୍ରଦାୟ ପ୍ରତି ଲୋକ ଙ୍କ ଆସ୍ଥା ବଢୁଛି। ଗୋବର୍ଦ୍ଧନ ବାବା ଙ୍କ ଉଦ୍ୟମ ରେ ଅନେକ ମୂଳ ନିବାସୀ ରାମନାମୀ ଦିକ୍ଷା ରେ ଦିକ୍ଷୀତ ହେଉଛନ୍ତି।  ବାବା ହିନ୍ଦୁ ମହାସଂଘ ର ରାଜ୍ୟ ଗୋ ରକ୍ଷା ପ୍ରମୁଖ ମଧ୍ୟ ଅଟନ୍ତି।ଏମାନଙ୍କ ସ୍ବତନ୍ତ୍ର ବସ୍ତ୍ର ପରିଧାନ ଏବଂ ନିୟମ ଏମାନଙ୍କୁ ଦେଇଛି ସ୍ବତନ୍ତ୍ର ପରିଚୟ। ଭଗବାନ ଶ୍ରୀରାମ ଙ୍କ ଭଜନ କୀର୍ତ୍ତନ ଏବଂ ଅନନ୍ୟ ଭକ୍ତି ଏବଂ ଶ୍ରୀରାମ ରାଜ୍ୟ ପ୍ରତିଷ୍ଠା ର ସଂକଳ୍ପ ସଂପୂର୍ଣ୍ଣ ଉଚ୍ଚକୋଟୀର ଅଟେ। ହିନ୍ଦୁ ଧର୍ମ ର ସୁରକ୍ଷା ପାଇଁ ଶ୍ରୀ ରାମ ଭକ୍ତ ଙ୍କ ଭୂମିକା ଅତୁଳନୀୟ ଅଟେ।।


News Comment




Photo in News

Advertisment
Lastest News
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026

You Might Also Like