-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||     

HOME   ଜିଲ୍ଲା

ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ

04-Sep-2026



ବାଲିଗୁଡା(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ଥାନା ଜାଲେସପଟ୍ଟା ସ୍ଥିତ ସଂସ୍କୃତ କନ୍ୟାଶ୍ରମ ପରିସରରେ ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ବ୍ରହ୍ମଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଇଁ ଜଳେଶପଟ୍ଟା ସଂସ୍କୃତ କନ୍ୟାଶ୍ରମ ଚଳାଚଞ୍ଚଳ ହୋଇଛି l ଅନ୍ତେବାସୀଙ୍କୁ ନେଇ ସକାଳୁ ସକାଳୁ ବାବା ଜଳେଶ୍ୱର ମନ୍ଦିର ନିକଟ ରାହୁଲ ନଦୀର ଜଳ ପୂଜାର୍ଚ୍ଚନା କରି କଳସ  ଶୋଭାଯାତ୍ରା ରେ ଅଣାଯାଇ ସ୍ୱାମୀଜୀଙ୍କ ପ୍ରତିମୂର୍ତ୍ତି ରେ ଜଳାଭିଷେକ କରାଯାଇଥିଲା | ହରିନାମ ସଂକୀର୍ତ୍ତନ,କଳସ ଶୋଭାଯାତ୍ରା, ଗୀତାଜ୍ଞାନ, ଗୋ ପୂଜନ, ହୋମ ଯଜ୍ଞ ଓ ସ୍ୱାମୀଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ ସହ ପୂଜାର୍ଚନା କାର୍ଯ୍ୟକ୍ରମ ସମାପନ ହୋଇଛି |

ଅପରାହ୍ନରେ ଆଶ୍ରମ ପରିସରରେ ବ୍ରହ୍ମଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀଙ୍କ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ  ହୋଇଯାଇଛି | ଏହି ସ୍ମୁତି ସଭାରେ ସ୍ୱାମୀ ଲକ୍ଷଣାନନ୍ଦ ସରସ୍ବତୀଙ୍କ ଅବର୍ତମାନ ରେ ଆମେ ସଂକଳ୍ପ ନେବା ସେବା,ସମର୍ପଣ ଓ ଧର୍ମ ରକ୍ଷା କଲେ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହୋଇ ପାରିବ ବୋଲି ଅନୁଗାମୀ ମତ ପ୍ରକାଶ କରିଛନ୍ତି | ସ୍ୱାମୀଜୀ କନ୍ଧମାଳ ରେ ମହିଳା ଆତ୍ମନିର୍ଭରଶୀଳ, ମହିଳା ଶିକ୍ଷା ସଂସ୍କୃତି ଓ କୃଷିକୁ ପ୍ରାଧାନ୍ୟ ଦେବା ସହ ଧର୍ମାନ୍ତୀ କରଣ  ଓ ଗୋ ହତ୍ୟା କୁ ବିରୋଧ କରୁଥିଲେ ସେ ନେଇ ବୁଦ୍ଧିଜୀବୀ ଶ୍ରଦ୍ଧାଞ୍ଜଳି ସଭା ରେ ସ୍ମୃତି ଚାରଣ କରିଥିଲେ| l ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଥିଲା | ବାଲିଗୁଡା ଏସଡିପିଓ ଶୁଭମ ଭୋସଲେ, ତୁମୁଡିବନ୍ଧ ଥାନା ଅଧିକାରୀ ନିରଞ୍ଜନ ଦାସଙ୍କ ସମେତ ପୋଲିସ ଅଧିକାରୀ ତିନି ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା l ଶାନ୍ତି ଶୃଙ୍ଖଳାର ସହିତ ଜନ୍ମାଷ୍ଟମୀ ଓ ବଳିଦାନ ଦିବସ ପାଳିତ ହୋଇଛି |ସ୍ୱାମୀଜୀଙ୍କ ହତ୍ୟାକାଣ୍ଡ କୁ ଅଠର ବର୍ଷ ପୂରି ଥିବା ବେଳେ ଏ ଯାଏଁ ପ୍ରକୃତ ହତ୍ୟାକାରୀ କି'ଏ ଜଣାପଡିନି l କମିଶନର ତଦନ୍ତ ଶେଷ ହୋଇଥିଲେ ମଧ୍ୟ ତଦନ୍ତ ରିପୋର୍ଟ ସାର୍ବଜନୀନ ହୋଇ ପାରି ନାହିଁ| ଯାହାକୁ ନେଇ ଅସନ୍ତୋଷ ପ୍ରକାଶ କରିଛି ସ୍ୱାମୀଜୀ ଙ୍କ ଅନୁଗାମୀ ଓ ବିଶ୍ୱ ହିନ୍ଦୁ ପରିଷଦ | ସ୍ୱାମୀଜୀ ଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଜାଲେସପଟ୍ଟା ଆଶ୍ରମ ପରିଚାଳକ ସ୍ଵାମୀ ମୁକ୍ତା ନନ୍ଦଜୀ ପୁରୀ, ମହିମା ସମାଜ ସାଧୁ ପ୍ରଭାକର ଦାସ, ସୁଦୟା ବାବା, ସ୍ୱାମୀ ବାନପ୍ରସ୍ତୀ ଶ୍ରୀବଛସ୍ମୃତି ପଥିକ, ବିଶ୍ୱ ହିନ୍ଦୁ ପରିଷଦ ରାଜ୍ୟ କାର୍ଯ୍ୟକାରୀ ସଭାପତି ପବିତ୍ର କୁମାର ସ୍ୱାଇଁ, ବିଶ୍ୱହିନ୍ଦୁ ପରିଷଦ ସମ୍ପାଦକ ମହେଶ ସାହୁ, ପୂର୍ବତନ ସଭାପତି ଶଙ୍କରାଚାର୍ଯ୍ୟ ସଂସ୍କୃତ କନ୍ୟାଶ୍ରମ,ପ୍ରିୟ ନାଥ ଶର୍ମା,ପୂର୍ବପ୍ରାନ୍ତ ସହ ସଂପାଦକ ବିଶ୍ବହିନ୍ଦୁ ପରିଷଦ ତଥା ସମ୍ପାଦକ

ଜାଲେସପଟ୍ଟା କନ୍ୟାଶ୍ରମ ଅରୁଣ ପ୍ରସାଦ ପାଢ଼ୀ, ଫୁଲବାଣୀ ବିଧାୟକ ଉମା ଚରଣ ମଳିକ, ଜିଲ୍ଲା ବିଜେପି ସଭାପତି ପଣ୍ଡିତ ବିଶିମାଝି, ସ୍ୱତନ୍ତ୍ର ଉନୟନ ପରିଷଦ ଅଧ୍ୟକ୍ଷ ମାନଗୋବିନ୍ଦ ପ୍ରଧାନ, ସମର୍ପଣ ଚାରିଟେବୁଲ ଟ୍ରଷ୍ଟ ସଭାପତି ଲଷ୍ମୀ ନାରାୟଣ ରଥଙ୍କ ସମେତ ଅନ୍ତେବାସୀ ବୁଦ୍ଧିଜୀବୀ ସ୍ୱାମୀଜୀ ଙ୍କ ଅନୁଗାମୀ ପ୍ରମୁଖ ଉପସ୍ଥିତ ଥିଲେ | ଏକଲ ଅଭିଯାନ ରାଜ୍ୟ ସମ୍ପାଦକ ପ୍ରିୟ ରଞ୍ଜନ ଚୌଧୁରୀ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଆଶ୍ରମ ସଭାପତି ହୀରାଲାଲ ପ୍ରଧାନ ସଭାରେ ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026

You Might Also Like