-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-

05-Sep-2026



​ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ଐତିହାସିକ ତଥା ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିଛନ୍ତି ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ ନେତୃତ୍ୱାଧୀନ ରାଜ୍ୟ ସରକାର। ଜିଲ୍ଲାର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ଏବଂ ସାଧାରଣ ଲୋକଙ୍କୁ ଉତ୍ତମ ଚିକିତ୍ସା ସୁବିଧା ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ତରଫରୁ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର (PHC), ଗୋଷ୍ଠୀ/ଉନ୍ନୀତ ସ୍ୱାସ୍ଥ୍ୟକେନ୍ଦ୍ର (CHC) ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ (DHH) ପାଇଁ ଏକକାଳୀନ ୨୨ ଜଣ ନୂତନ ଡାକ୍ତରଙ୍କୁ ନିଯୁକ୍ତି (ପୋଷ୍ଟିଂ) ପ୍ରଦାନ କରାଯାଇଛି।
​ଜିଲ୍ଲାରେ ଦୀର୍ଘ ଦିନ ଧରି ଡାକ୍ତର ପଦବୀ ଖାଲି ପଡ଼ି ରହିଥିବାରୁ ସାଧାରଣ ଲୋକେ ଉଚିତ ସ୍ୱାସ୍ଥ୍ୟସେବାରୁ ବଞ୍ଚିତ ହେଉଥିଲେ। ଏହି ସମସ୍ୟାର ସ୍ଥାୟୀ ସମାଧାନ ନିମନ୍ତେ ଆମ ତରଫରୁ ପୂର୍ବରୁ ବାରମ୍ବାର ଓଡ଼ିଶାର ମାନ୍ୟବର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ବିସ୍ତୃତ ଦାବିପତ୍ର ଉପସ୍ଥାପନ କରାଯାଇଥିଲା। ଏହି ଜନହିତକର ପ୍ରୟାସରେ ଆମର ପ୍ରିୟ ତଥା ଲୋକପ୍ରିୟ ବିଧାୟକ  ଶ୍ରୀଯୁକ୍ତ ରଘୁନାଥ ଜଗଦଲା ସର୍ବଦା ଅଗ୍ରଣୀ ଭୂମିକା ନେଇଥିଲେ। ସେ ସରକାରୀ ସ୍ତରରେ ଜିଲ୍ଲାବାସୀଙ୍କ ଏହି ପ୍ରମୁଖ ଦାବିକୁ ବାରମ୍ବାର ଦୃଢ଼ତାର ସହ ଉପସ୍ଥାପନ କରିବା ସହ ନିରନ୍ତର ଉଦ୍ୟମ ଜାରି ରଖିଥିଲେ।
ସୁବର୍ଣ୍ଣପୁର ପ୍ରାକ୍ତନ ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ ମଧ୍ୟ ଭିଡିଓ କନଫରେନ୍ସ ରେ ବାରମ୍ବାର ମୁଖ୍ୟ ଶାସନ ​ସଚିବ ଙ୍କୁ ଜିଲ୍ଲା ରେ ଏ ଡାକ୍ତର ନିଯୁକ୍ତି ପାଇଁ ଅବଗତ କରିଥିବା ବିଷୟ ଡ଼ ସାହୁ ଆଜି ଫୋନ୍ ଯୋଗେ ମିଡିଆ ଙ୍କୁ ପ୍ରକାଶ କରିଛନ୍ତି l ଆଜି ଏହି ଦୀର୍ଘଦିନର ଦାବି ପୂରଣ ହୋଇଥିବାରୁ ଏବଂ ଜିଲ୍ଲାକୁ ୨୨ ଜଣ ଡାକ୍ତର ମିଳିଥିବାରୁ 
​ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ,
​ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ,
​ବିଧାୟକ ଶ୍ରୀଯୁକ୍ତ ରଘୁନାଥ ଜଗଦଳା ଓ ପ୍ରାକ୍ତନ ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ ଙ୍କୁ ସହର ତଥା ଜିଲ୍ଲାବାସୀ ଙ୍କ ତରଫ ରୁ ଅଶେଷ ଅଶେଷ ଧନ୍ୟବାଦ ଓ ହାର୍ଦ୍ଦିକ କୃତଜ୍ଞତା ଜ୍ଞାପନ କରା ଯାଇଛି l 
​ଏହି ନୂତନ ଡାକ୍ତରମାନଙ୍କ ଯୋଗଦାନ ଫଳରେ ଜିଲ୍ଲାର ପ୍ରାନ୍ତୀୟ ଅଞ୍ଚଳରେ ଥିବା ଗରିବ, ଖଟିଖିଆ ଓ ସାଧାରଣ ଜନତାଙ୍କୁ ଉନ୍ନତମାନର ସ୍ୱାସ୍ଥ୍ୟସେବା ମିଳିପାରିବ ଏବଂ ଜିଲ୍ଲାବାସୀଙ୍କୁ ଆଉ ଚିକିତ୍ସା ପାଇଁ ବାହାରକୁ ଯିବାକୁ ପଡ଼ିବ ନାହିଁ। ଜନସାଧାରଣଙ୍କ ମୌଳିକ ସମସ୍ୟା ପ୍ରତି ସମ୍ବେଦନଶୀଳ ରହି ତ୍ୱରିତ ପଦକ୍ଷେପ ନେଇଥିବାରୁ ଡବଲ ଇଞ୍ଜିନ ସରକାରଙ୍କ ଏହି ନିଷ୍ପତ୍ତି ଜିଲ୍ଲା ଇତିହାସରେ ଏକ ସ୍ମରଣୀୟ ପଦକ୍ଷେପ ଭାବେ ଗଣାଯିବ ବୋଲି ବିଜେପି ର ବରିଷ୍ଠ ନେତା ତଥା ଆଇନ୍ ଜୀବୀ ବଳଦେବ ବେଦବାକ ପ୍ରକାଶ କରିଥିବା ବେଳେ ଆଇନ ଜୀବୀ ପ୍ରଦୀପ ପୁରୋହିତ ଓ ସହର ର ବୁଦ୍ଧିଜୀବି ଏ ପଦକ୍ଷେପ କୁ ପ୍ରଶଂଶା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like