-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||     

HOME   ଜିଲ୍ଲା

ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ

05-Sep-2026



ବିନିକା(ହିଂମାଶୁ ଶେଖର ପୁଟେଲ)ସ୍ୱତନ୍ତ୍ର ଶିକ୍ଷାଦାନ ଶୈଳୀ ଓ ଶିକ୍ଷା ପ୍ରତି ସମ୍ପର୍ପଣ ଭାବନା ଏବଂ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ସକ୍ରିୟ ଭାଗନେଇ ନିଜର ପରିଚୟ ସୃଷ୍ଟି କରିଥିବା ଶିକ୍ଷକ ଦେବଦତ୍ତ ପଣ୍ଡା ପବିତ୍ର ଗୁରୁଦିବସରେ ଅମୃତ ଶିକ୍ଷାସେବା ସମ୍ମାନରେ ସମ୍ମାନୀତ ହୋଇଥିବାରୁ ଶିକ୍ଷା ପ୍ରେମୀ ତଥା ଛାତ୍ରଛାତ୍ରୀ ମହଲରେ ଖୁସିର ଲହରୀ ଖେଳିଯାଇଛି।ଖବରରୁ ଜଣାପଡ଼ିଛି ଯେ ବିନିକାର ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ସେଣ୍ଟସ୍ ଭେଲି ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ସିନ୍ଦୁରପୁର ନିବାସୀ ଶିକ୍ଷକ ଦେବଦତ୍ତ ପଣ୍ଡାଙ୍କୁ ଆଜି ଭେଡେନ ସ୍ଥିତ ସାମାଜିକ ସଂଗଠନ ଅମୃତ୍ କୁଟୁମର ଷଷ୍ଠ ବାର୍ଷିକ ଉତ୍ସବ ତଥା ରକ୍ତଦାନ ଶିବିରରେ "ଅମୃତ ଶିକ୍ଷାସେବା ସମ୍ମାନ -୨୦୨୬ " ରେ ସମ୍ମାନୀତ କରାଯାଇଛି ।ସଂଗଠନର ସଭାପତି ଆନନ୍ଦ ଚନ୍ଦ୍ର ସୁନାଙ୍କ ସଭାପତିତ୍ଵ ତଥା ଲଳିତ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ଭେଡେନ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ଶାଖା ପରିଚାଳକ ପ୍ରକାଶ ଚନ୍ଦ୍ର ସାହୁ ମୁଖ୍ୟ ଅତିଥୀ,ପଲ୍ଲିଶ୍ରୀ ମହାବିଦ୍ୟାଳୟ ଚିଚିଣ୍ଡାର ଅବସରପ୍ରାପ୍ତ ଅଧ୍ୟକ୍ଷ ରାମଚନ୍ଦ୍ର ସାହୁ ମୁଖ୍ୟବକ୍ତା ଭାବରେ ଯୋଗଦାନ କରିଥିଲେ l ଏହି ଅବସରରେ ଅବସରପ୍ରାପ୍ତ  ପ୍ରଧାନ ଶିକ୍ଷକ ଅଶୋକ କୁମାର ପଶାୟତ ଓ ଅବସରପ୍ରାପ୍ତ ବିଦ୍ୟାଳୟ ଅନୁନିରିକ୍ଷକଙ୍କୁ ପଦଧୌତପୂର୍ବକ ଗୁରୁପୂଜନ କରାଯାଇଥିଲା l ବିଶିଷ୍ଟ ସମାଜସେବୀ ତଥା ଓକିଲ ଅଶୋକ ଅଗ୍ରୱାଲଙ୍କୁ "ଅମୃତ ସ୍ୱାସ୍ଥ୍ୟ ସେବା ସମ୍ମାନ" ବିଶିଷ୍ଟ ସମାଜସେବୀ ରଘୁନାଥ ପଧାନ,ସାମଜିକ ସଂଗଠନ ନିଷ୍ଠା ପରିବାର ବରଗଡ଼,ଜିଲ୍ଲା ସମାଜସେବୀ ସଂଘ ବରଗଡ ଓ ସେବା ପରିବାର ସିଂହେନପାଲିକୁ "ଅମୃତ ସେବା ସମ୍ମାନ" ରେ ସମ୍ମାନୀତ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   05-Sep-2026
  ରାଜ୍ୟ  
ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   05-Sep-2026
  ଜିଲ୍ଲା  
ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026

You Might Also Like