-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||     

HOME   ଜିଲ୍ଲା

ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ

05-Sep-2026



(ମନୋରଞ୍ଜନ ତ୍ରିପାଠୀ )
ଘୋର ଆର୍ଥିକ ଅନାଟନ ଅସୁବିଧା ସତ୍ତ୍ବେ ମଧ୍ୟ କମ ବୟସ ରୁ ଖୁବ୍ ସଂଘର୍ଷ କରି ନିଜର ସାରସ୍ୱତ ପ୍ରତିଭା କୁ ଜାଗ୍ରତ କରି ରଖିଥିବା ସୋନପୁର ର କଳା ସଂସ୍କୃତି ପ୍ରେମୀ , ଗବେଷକ, ଐତିହାସିକ ତଥା ବାଗ୍ମୀ ସୁଦାମ ନାଏକ ଙ୍କ ଅସ୍ଥାୟୀ ବାସ ଭବନ ରେ ପହଞ୍ଚିଲେ ସୁବର୍ଣ୍ଣପୁର ର ପ୍ରାକ୍ତନ ଜିଲ୍ଲାପାଳ ତଥା ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ l  ସହର ର ବୁଦ୍ଧିଜୀବି ସାମ୍ୱାଦିକ ସମାଜ ସେବୀ ଙ୍କ ଗହଣ ରେ ଦୀର୍ଘ ଘଣ୍ଟାଏ ସମୟ ଧରି ଶ୍ରୀ ନାଏକ ଓ ତାଙ୍କ ପରିବାର ସହ ଆଲୋଚନା କରି ତାଙ୍କୁ ପ୍ରୋତ୍ସାହିତ କଲେ l ଶ୍ରୀ ନାଏକ ଙ୍କୁ ଉପ ଢ଼ୌକନ କିଛି ଅଙ୍ଗ ବସ୍ତ୍ର ସହିତ ଜିଲ୍ଲାପାଳ ଡ଼ ସାହୁ ସମ୍ୱର୍ଦ୍ଧିତ କରିଥିବା ବେଳେ ଓଡ଼ିଶା ସାମ୍ୱାଦିକ ସଂଘ ସୁବର୍ଣ୍ଣପୁର ଜିଲ୍ଲା ଶାଖା ପକ୍ଷରୁ ଡ଼. ସାହୁ ଙ୍କ ଦ୍ଵାରା ପାଞ୍ଚ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରା ଯାଇଛି l ଏତିକି ପ୍ରତିକୂଳ ପରିସ୍ଥିତି ସତ୍ତ୍ବେ ସୋନପୁର ର ସାହିତ୍ୟ ସଂସ୍କୃତି କୁ ଉଜ୍ଜୀବିତ କରିବା ପ୍ରୟାସ ଜାରି ରଖି ଥିବା ଏହି ମହାନ ପ୍ରତିଭା ଶ୍ରୀ ନାଏକ ଙ୍କୁ ଆଗାମୀ ଦିନରେ ଆହୁରି ପ୍ରୋତ୍ସାହିତ କରିବା ର ଜିଲ୍ଲାପାଳ ଙ୍କ ଏହି ସାହସ ଦୃଢ଼ ପ୍ରତିଶୁତି ଓ ପ୍ରୟାସ ପ୍ରଶଂସନୀୟ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026
  ଜିଲ୍ଲା  
ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   05-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   05-Sep-2026
  ରାଜ୍ୟ  
ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   05-Sep-2026
  ଜିଲ୍ଲା  
ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026

You Might Also Like