-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||     

HOME   ଜିଲ୍ଲା

ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ

05-Sep-2026



ଡୁଙ୍ଗୁରିପାଲି- କିଛି ଦିନ ହେବ ଘଟଣା ଏବଂ ଦୂର୍ଘଟଣାକୁ ନେଇ ଡୁଙ୍ଗୁରିପାଲି ଏଫସିଆଇ ଏରିଆ ଚର୍ଚ୍ଚାର ପରିସରରେ

ରହିଛି । ଗତମାସରେ ଏଠାରେ ଦୁଇ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରେନ ଲାଇନ ଫାଟକ ଠାରେ ଟ୍ରକ ଫାଟକର ଗେଟ ଭାଙ୍ଗିଭା, ଫାଟରେ ଟ୍ରକ ଅଚଳ ରହିବା ଲୋକଙ୍କ ମନରୁ ଲିଭିନ ଥିବା ବେଳେ ସେହି ସ୍ଥାନ ଏବଂ ସମୟରେ ଦୁଇ ଜଣ ମହିଳାଙ୍କ ବେକରୁ ଚେନ ଲୁଟ କରିବା କୁଙ୍ଗୁରିପାଲିରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ଚର୍ଚ୍ଚା ଚାଲିଛି । ଗତ ଦୁଇ ଦିନ ତଳେ ଦୁଇ ଜଣ ମହିଳା ସ୍କୁଟିରେ ସଂଧ୍ୟା ପ୍ରାୟ ୫ଟା ସମୟରେ ଏଫସିଆଇ ଛକ ଦେଇ ଆନ୍ଧାଡେରାକୁ ଯାଉଥିଲେ । ପଛରୁ ତିନି ଜଣ ଏକ ବାଇକରେ ପିଛା କରି ଫାଟକ ଅତିକ୍ରମ ପରେ ଛୁରୀ ଦେଖାଇ ସୁନା ଚେନ ଲୁଟି ନେଇଥିଲେ । ସେହି ସମୟରେ କିଛି ଲୋକ ଯାଉଥିଲେ ମଧ୍ୟ ଲୁଟେରାମାନଙ୍କ ହାତରେ ଛୁରୀ ଥିବାରୁ ଭୟଭୀତ ହୋଇ ମହିଲାଙ୍କୁ ସହ ଯୋଗ କରିନଥିଲେ । ଲୁଟପରେ ସେମାନେ ଦୃତଗତିରେ ଚାଲି ଯାଇଥିଲେ । ଘଟଣା ସ୍ଥଳରେ ଉପସ୍ଥିତ ଲୋକେ ପ୍ରତିବାଦ କରିଥିଲେ ବୋଧହୁଏ ଗ୍ଲୁଟେରାମାନଙ୍କ କବଳରୁ ମହିଳାମାନେ ବ ଯାଇଥଆନ୍ତେ । ଏହି ଘଟଣା ସିସିଟିଭି ଭୁଟେଜରେ କଏଦ ହେବା ପରେ ବ ମାନ ଏହା ସାମାଜିକ ଗଣମାଧ୍ୟମରେ ଭାଇରାଲ ହେଉଛି। ପୁଲିସ ଘଟଣାକୁ ନେଇ ଚଦନ୍ତ ଜାରି ରଖୁଛି । ଅଂଚଳରେ ଅବାଧ ନିଶାକାରବାର ଲୁଟର କାରଣ ବୋଲି ସଚେତନ ମହଲରେ ଆଲୋଚନା ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026
  ଜିଲ୍ଲା  
ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   05-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   05-Sep-2026
  ରାଜ୍ୟ  
ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   05-Sep-2026
  ଜିଲ୍ଲା  
ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026

You Might Also Like