-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||     

HOME   ଜିଲ୍ଲା

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ

05-Sep-2026



ପଦ୍ମପୁର (ପ୍ରେରଣା ଖବର )
ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁଦିବସ ପାଳିତ ହୋଇଯାଇଛି । ଶିଶୁ ମନ୍ଦିର ପରିସରରେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଭକ୍ତଚରଣ ସାହୁ ଯୋଗଦେଇ ଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମ କୁ ଆରମ୍ଭ କରି ଗୁରୁ ପରମ୍ପରା ବିଷୟରେ ଆଲୋଚନା କରିଥିଲେ । ସଂକୁଳ ପ୍ରମୁଖ ତଥା ଅବସର ପ୍ରାପ୍ତ ପ୍ରଧାନଶିକ୍ଷକ ଡା.ଦ୍ୱାଦଶ କୁମାର ପ୍ରଧାନ ଯୋଗଦେଇ ଶିଶୁ ମାନଙ୍କୁ ଆର୍ଶିବଚନ ପ୍ରଦାନ କରିଥିଲେ । ଶ୍ରୀମାନ ସଂଜୀବ କୁମାର ସାହୁ ସଂଯୋଜନା କରିଥିବା ବେଳେ, ଦିବା ପର୍ଯ୍ୟାୟ ପ୍ରମୁଖ ଶ୍ରୀଯୁକ୍ତ ମୁଦିରଥ ପଣ୍ଡା ଅତିଥି ପରିଚୟ ପ୍ରଦାନ କରିଥିଲେ । ସୁଶ୍ରୀ ମିତା ଛତ୍ରିଆ ଗୁରୁମା ସର୍ବପଲ୍ଲୀ ରାଧାକ୍ରିଷ୍ଣଙ୍କ ବିଷୟରେ ଓ ଗୁରୁଦିବସ ବିଷୟରେ ବୌଦ୍ଧିକ ପ୍ରଦାନ କରିଥିଲେ ।ଶ୍ରୀଯୁକ୍ତ ସୁକାନ୍ତ କିଶୋର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରାତଃ ପଯ୍ୟାୟରେ ଶରତ ମେହେର ସଂଯୋଜନା କରିଥିବା ବେଳେ ଶ୍ରୀଯୁକ୍ତ ଦୁର୍ବାଦଳ ସାହୁ ଗୁରୁଦିବସ ବିଷୟରେ ବୌଦ୍ଧିକ ପ୍ରଦାନ କରିଥିଲେ । ପ୍ରାତଃ ପଯ୍ୟାୟ ପ୍ରମୁଖା ଶ୍ରୀମତୀ  ସୁଜାତା ତ୍ରିପାଠୀ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଜୀବନାନନ୍ଦ ଶତପଥି ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାମନ୍ଦିର ରେ ଅବସରପ୍ରାପ୍ତ ଅଧ୍ୟାପକ ତଥା ଶିକ୍ଷା ବିକାଶ ସମିତି ବିଦ୍ଵତ ପରିଷଦ ସଭାପତି ଡ଼ଃ ବାଞ୍ଚାନିଥି ପଣ୍ଡା ଓ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପୃଥିରାଜ ସାହୁ ପ୍ରମୁଖ  ମୂଖ୍ୟ ଅତିଥି ଭାବେ ଯୋଗଦେଇ ଗୁରୁଦିବସ ଓ ଗୁରୁ ପରମ୍ପରା  ଉପରେ ମାର୍ଗଦର୍ଶନ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ଅତିଥି ପରିଚୟ ପ୍ରଦାନ କରିଥିଲେ । ବିଦ୍ୟାମନ୍ଦିର ପ୍ରମୁଖ ଦେବରାଜ ଡନସନା ଧନ୍ୟବାଦ ଅର୍ପଣ କରିଥିଲେ ।ଶେଷରେ ଭାଇଭଉଣୀ ମାନଙ୍କ ଦ୍ୱାରା ଗୁରୁ ପୂଜନ କରାଯାଇଥିଲା । ଦଶମ ଶ୍ରେଣୀର ଭାଇ ଭଉଣୀମାନଙ୍କ  ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026
  ଜିଲ୍ଲା  
ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   05-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   05-Sep-2026
  ରାଜ୍ୟ  
ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   05-Sep-2026
  ଜିଲ୍ଲା  
ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026

You Might Also Like