-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||     

HOME   ରାଜ୍ୟ

ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ

05-Sep-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗିର ରୁଗୁଡିପଡା ଶାରଦୀୟ ଦୁର୍ଗାପୂଜା ପାଇଁ ପବିତ୍ର ମୂର୍ତ୍ତିକା ଅନୁକୂଳ ପର୍ବ ଆଜି ଭକ୍ତି ଓ ଶ୍ରଦ୍ଧାର ସହ ଅନୁଷ୍ଠିତ ହୋଇଯାଇଛି ।ଭାଦ୍ରବ ଶୁକ୍ଳ ନବମୀ ତିଥିରେ ବୈଦିକ ରୀତିନୀତି ଅନୁସାରେ ବେଲ୍ବବୃକ୍ଷ ମୂଳରୁ ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣ ପାଇଁ ପବିତ୍ର ମାଟି ସଂଗ୍ରହ କରାଯାଇଥିଲା । ଏହି ପବିତ୍ର ମୂର୍ତ୍ତିକାକୁ ସ୍ଥାନୀୟ ଦୁର୍ଗା ମଣ୍ଡପରେ ବିଧିବିଧାନ ଅନୁଯାୟୀ ପୂଜାର୍ଚ୍ଚନା କରାଯିବା ପରେ ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ହେବ ।

ଏହି ଅବସରରେ ପୂଜା କମିଟିର କର୍ମକର୍ତ୍ତା ଓ ସଦସ୍ୟମାନେ ଏକ ଶୋଭାଯାତ୍ରାରେ ବାହାରି ବେଲ୍ବବୃକ୍ଷ ନିକଟରେ ପହଞ୍ଚି ବିଧିବିଧାନ ଅନୁସାରେ ପୂଜାର୍ଚ୍ଚନା କରିଥିଲେ । ମୂର୍ତ୍ତିକା ସଂଗ୍ରହ ସହିତ ଏବେ ଆରମ୍ଭ ହେବ ମାଁଙ୍କ ମନୋମୁଗ୍ଧକର ମୃଣ୍ମୟୀ ପ୍ରତିମା ନିର୍ମାଣର ପବିତ୍ର ପ୍ରକ୍ରିୟା ।

ଚଳିତ ବର୍ଷ ପୂଜାର କର୍ତ୍ତା ଭାବେ ଶ୍ରୀଯୁକ୍ତ ହଳାୟୁଦ୍ଧ ପୁଝାରୀ ଓ ତାଙ୍କ ଧର୍ମପତ୍ନୀ ଶ୍ରୀମତୀ ରଶ୍ମିତା ପୁଝାରୀ ଦାୟିତ୍ୱ ତୁଳାଉଛନ୍ତି ।

ପୂଜା କାର୍ଯ୍ୟରେ ନିରଞ୍ଜନ ମହାପାତ୍ର, ସତ୍ୟନାରାୟଣ ପଣ୍ଡା, ସନ୍ତୋଷ ପଣ୍ଡା, ଭାଗୀରଥି ମହାକୁର, ଲକ୍ଷ୍ମୀ ମହାରଣା, ଡମ୍ବରୁ ପଶାୟତ, ଗଣେଶ ସେଠ୍ ପ୍ରମୁଖ ସହଯୋଗ କରିଥିଲେ ।

କାର୍ଯ୍ୟକ୍ରମରେ ପୂଜା କମିଟିର ସଭାପତି ଚେତନାନନ୍ଦ ପଣ୍ଡା, ସମ୍ପାଦକ ହରିନାରାୟଣ ପୁଜାରୀ, ଉପସଭାପତି ପ୍ରଦୀପ ପଟ୍ଟନାୟକ, ସାଙ୍ଗଠନିକ ସମ୍ପାଦକ ସଞ୍ଜୀବ ଶତପଥୀ, ଦେବବ୍ରତ ବଗର୍ତ୍ତୀ, ବରିଷ୍ଠ ସଦସ୍ୟ ସଞ୍ଜୟ ପୁଜାରୀ, ଶ୍ରୀକାନ୍ତ ରାଉତ, ହୃଷିକେଶ ପଟ୍ଟନାୟକ, କୁଲଦୀପ ପଣ୍ଡା, ଗୋପୀନାଥ ଚନ୍ଦନ, ତାପସ ମହାନ୍ତି, ରାମ ଦୀପ, ଗଗନ ସେଠ୍, ନୂତନ ଛତ୍ରିଆ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026
  ଜିଲ୍ଲା  
ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   05-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   05-Sep-2026

You Might Also Like