-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||     

HOME   ଜିଲ୍ଲା

ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ

06-Sep-2026



ବିନିକା(ହିମାଂଶୁ ଶେଖର ପୁଟେଲ)ଗୁରୁ ଯିଏ ଜୀବନକୁ ସଠିକ ମାର୍ଗରେ ପରିଚାଳିତ କରି ଭଲ ମଣିଷ ହେବାର ପଥ ଶିଖାନ୍ତି ।ତାଙ୍କର ପବିତ୍ର ଦିବସ ଶନିବାର ସାରା ରାଜ୍ୟରେ ପାଳିତ ହେଉଥିବା ବେଳେ ଅନ୍ୟପଟେ ଓସ୍ନେଲିଆ ସଂଘ ତରଫରୁ ଏହି ଦିବସକୁ ପ୍ରତିବାଦ ଦିବସ ଅର୍ଥାତ୍ କଳା ଦିବସ ଭାବେ ପାଳନ କରିଥିବା ଜଣାପଡ଼ିଛି ।ଏହି ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲା ଓସ୍ନେଲିଆ ସଂଘ ବ୍ୟବସ୍ତା ପ୍ରମୁଖ ତଥା ବିନିକା ଖଣ୍ଡ ସଂଯୋଜକ ବିଶ୍ୱନାଥ ମିଶ୍ରଙ୍କ ନେତୃତ୍ୱରେ ସିଦ୍ଧାର୍ଥ କଲେଜ ପରିସରରେ କାର୍ଯ୍ୟରତ ଅଧ୍ୟାପକ,ଅଧ୍ୟାପିକା ଓ କର୍ମଚାରୀ ମିଳିତ ହୋଇ କଳା ବ୍ୟାଚ ପରିଧାନ ପୂର୍ବକ ଗୁରୁଦିବସକୁ କଳା ଦିବସ ଭାବେ ପାଳନ କରିଥିବା ଦେଖିବାକୁ ମିଳିଥିଲା।ସୂଚନା ଯୋଗ୍ୟ ଯେ ୨୦୦୮ରୁ୨୦୧୮ମସିହା ମଧ୍ୟରେ ସମସ୍ତ ସରକାରୀ ଓ ବେସରକାରୀ କଲେଜରେ ପରିଚାଳନା କମିଟି ଦ୍ୱାରା ନିଯୁକ୍ତ ଅଧ୍ୟାପକ,ଅଧ୍ୟାପିକା ଓ କର୍ମଚାରୀ ମାନଙ୍କୁ ସ୍ଥାୟୀ ନିଯୁକ୍ତିରେ ଅନ୍ତର୍ଭୁକ୍ତ କରିବା ପାଇଁ ସଂଘ ପକ୍ଷରୁ ଦୀର୍ଘ ଦିନ ହେଲା ଦାବୀ ହୋଇଆସୁଛି l ଗତ ୨୦୨୫ଡିସେମ୍ବର ମାସରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଉକ୍ତ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାହା ପୂରଣ ହୋଇନାହିଁ ।ଯାହାକି ସରକାର ଦେଇଥିବା ପ୍ରତିଶ୍ରୁତି କୁ ପୁନର୍ବାର ମନେ ପକେଇବା ନେଇ ସଂଘ ତରଫରୁ ପ୍ରତିବାଦ କରାଯାଇଛି ।ପ୍ରମୁଖ ଦାବୀ ଯଦି ସରକାର ପୂରଣ ନକରନ୍ତି ତେବେ ଆଗାମୀ ଦିନରେ ଜୋରଦାର ଆନ୍ଦୋଳନ କରାଯିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି  l ଅନୁଷ୍ଟିତ ଏହି ପ୍ରତିବାଦ କାର୍ଯ୍ୟକ୍ରମରେ ମାନସ ରଞ୍ଜନ ମିଶ୍ର,ପ୍ରମିତା କୁମାରୀ ମିଶ୍ର,ଭାରତୀ ବାବୁ,ମାନସ ନାୟକ,ରୋହିତ ଧରୁଆ,ଝଲକ ମିଶ୍ର ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026

You Might Also Like