-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||     

HOME   ଜିଲ୍ଲା

ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ

06-Sep-2026



ବରପାଲି (ସୁଦାମ ଦୀପ)ଅଦ୍ଯ ରବିବାର ଦିନ ବରଗଡ଼ ଜିଲ୍ଲା ବରପାଲି ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ବ୍ଲକ ସ୍ତରୀୟ ଗୁରୁପୂଜନ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି। ପୂର୍ବାହ୍ନରେ ବରପାଲି ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଠାକୁର ଆତିଶ ବେହେରାଙ୍କ ସଭାପତିତ୍ବରେ ସାଧାରଣ ସଭାରେ ବରପାଲି ତହସିଲଦାର ରୁକ୍ମଣ ମେହେର ମୁଖ୍ଯ ଅତିଥିରୂପେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ ସହ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ ।  ପ୍ରଥମେ ଶିକ୍ଷୟିତ୍ରୀମାନଙ୍କ ଦ୍ବାରା ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରାଯାଇଥିଲା।  ଏହାପରେ ଦିବଙ୍ଗତ ଶିକ୍ଷକ ସ୍ବର୍ଗତ ଆନନ୍ଦ ଦାଶ ଏବଂ ସ୍ବର୍ଗତ  ଅଭିମନ୍ୟୁ ବାରିକଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବରଗଡ଼ ପଞ୍ଚାୟତ ମହାବିଦ୍ୟାଳୟର ଅଧ୍ୟାପକ  ମାନଭଞ୍ଜନ ପାଣିଗ୍ରାହୀ ମୁଖ୍ଯବକ୍ତାଭାବରେ ଯୋଗଦେଇଥିବା ବେଳେ ବରପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ଆଲୋକ ପଧାନ, ପୂର୍ବତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ମୁକୁନ୍ଦ ମହରା ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ । ଅନ୍ଯତମ ସମ୍ମାନିତ ଅତିଥି ଭାବେ ଏବିଇଓ ରତ୍ନ କୁମାର ଭୋଇ, ଦୁର୍ଯ୍ୟୋଧନ ସିଂହ ଓ ଦିଲିପ ମେହେର ଯୋଗଦେଇଥିଲେ । ଏହି ଅବସରରେ ଶିକ୍ଷକତାରୁ ଅବସର ଗ୍ରହଣ କରିଥିବା ଦଶ ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଗୁରୁପୂଜନ ସହ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ବରପାଲିର ପୂର୍ବତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ମୁକୁନ୍ଦ ମହରାଙ୍କ ସମେତ ନୂତନ ଭାବେ ଯୋଗଦାନ କରିଥିବା ଚାରିଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ମଧ୍ଯ ସମ୍ବର୍ଦ୍ଧିତ କରାଯାଇଥିଲା ।  ଉକ୍ତ ସଭାରେ ସହ ସଂପାଦକ ଆନନ୍ଦ ବାରିକ ମଞ୍ଚ ସଞ୍ଚାଳନ କରିଥିବା ବେଳେ ସଂପାଦକ କ୍ଷେତ୍ର ମେହେର ବାର୍ଷିକ ବିବରଣୀ ପଠନ ଓ ଉପ-ସଭାପତି ମୋହନ ମେହେର ଧନ୍ୟବାଦ ଅର୍ପଣ କରିଥିଲେ । ଅପରାହ୍ନରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । କବି ମୁନିରାମ କୁମ୍ଭାର, ମନୋରଞ୍ଜନ ଲୁହା ଓ ତେଜୁରୁ ବାରିକ ହାସ୍ଯକବିତା ପରିବେଷଣ କରିଥିଲେ ।ଏହି କାର୍ଯ୍ୟକ୍ରମରେ ବ୍ଲକର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026

You Might Also Like