-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   (06-Sep-2026)       ||      ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   (06-Sep-2026)       ||      ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   (06-Sep-2026)       ||      ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   (06-Sep-2026)       ||      ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   (06-Sep-2026)       ||      ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   (06-Sep-2026)       ||      ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   (06-Sep-2026)       ||      ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   (06-Sep-2026)       ||      ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||     

HOME   ଜିଲ୍ଲା

ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ

06-Sep-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର):ଗତକାଲି ଓଡ଼ିଶା ପ୍ରଦେଶ କଂଗ୍ରେସର ନବ ଗଠିତ କମିଟି ଘୋଷଣା କରାଯାଇ ସେମାନଙ୍କ ନାମ ତାଲିକା ଏଆଇସିସି ପକ୍ଷରୁ ପ୍ରକାଶ କରାଯାଇଛି। ଉକ୍ତ କମିଟିରେ ସାଧାରଣ ସମ୍ପାଦକ ଭାବେ ଦାୟିତ୍ୱ ପୂର୍ବତନ ଭୁବନେଶ୍ୱର ଜିଲ୍ଲା ସଭାପତି ବିଶ୍ୱଜିତ୍ ଦାଶଙ୍କୁ ମିଳିଥିବାରୁ ସେ  ଏଆଇସିସି ସଭାପତି ଶ୍ରୀ ମଲ୍ଲିକାଯୁର୍ଣ୍ଣ ଖଡଗେ,ମାନନୀୟ ସୋନିଆ ଗାନ୍ଧୀ, ଲୋକସଭା ବିରୋଧୀଦଳ ନେତା ରାହୁଲ ଗାନ୍ଧୀ, ଏଆଇସିସି ସାଧାରଣ ସମ୍ପାଦକ ( ସଂଗଠନ) କେ ସି ବେଣୁଗୋପାଳ, ଓଡ଼ିଶା ପ୍ରଭାରୀ ଲାଳଜି ଦେଶାଇ, ପିସିସି ସଭାପତି ଭକ୍ତ ଚରଣ ଦାସ, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ସାଂସଦ ସପ୍ତଗିରି ଉଲ୍ଲାକା, ଯୁବମାନସର ନେତା ନବଜ୍ୟୋତୀ ପଟ୍ଟନାୟକ ପ୍ରମୁଖଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।

ସେ କହିଛନ୍ତି କି ଦୀର୍ଘବର୍ଷ ଧରି  କଂଗ୍ରେସର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଏକ ଶୃଙ୍ଖଳିତ କର୍ମୀ ଭାବେ ତାଙ୍କୁ ଯେଉଁ ଦାୟୀତ୍ୱ ମିଳିଛି ତାକୁ ସୁଚାରୁ ରୂପେ ପାଳନ କରିଛନ୍ତି। ସେ ୩ ଜଣ ପିସିସି ସଭାପତି ସର୍ବଶ୍ରୀ ନିରଞ୍ଜନ ପଟ୍ଟନାୟକ, ଶରତ ପଟ୍ଟନାୟକ ଓ ବର୍ତ୍ତମାନର ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ସହିତ କାର୍ଯ୍ୟ କରିବାର ସୁଯୋଗ ପାଇଛନ୍ତି। ପାଞ୍ଚ ବର୍ଷ ଧରି ଏକ ଗୁରୁତ୍ୱପୂର୍ଣ୍ଣ ଭୁବନେଶ୍ୱର ଜିଲ୍ଲା ସଭାପତି ଭାବେ ସୁଚାରୁରୂପେ ଦାୟୀତ୍ୱ ନିର୍ବାହ କରିଛନ୍ତି। କଂଗ୍ରେସ ଦେଶ ଓ ରାଜ୍ୟରେ ଏକ ମାତ୍ର ବିକଳ୍ପ ବୋଲି କହିବା ସହ ତାଙ୍କ ଦୀର୍ଘ ବର୍ଷର ରାଜନୀତିର ଅଭିଜ୍ଞତାକୁ ନେଇ ଆଗକୁ କିପରି 
ତୃଣମୂଳସ୍ତରରେ କଂଗ୍ରେସ ସଂଗଠନକୁ ଆହୁରି ସୁଦୃଢ଼ କରାଯାଇପାରିବ ସେଥିପ୍ରତି ପ୍ରତି ପ୍ରୟାସ କରିବେ ବୋଲି ଏକ ବିଜ୍ଞପ୍ତିରେ ସେ ପ୍ରକାଶ କରିଛନ୍ତି ।

ଏହି ଅବସରରେ ଶ୍ରୀ ଦାଶ ଓଡ଼ିଶା ପ୍ରଦେଶ କଂଗ୍ରେସ ନବ ଗଠିତ କମିଟିର କାର୍ଯ୍ୟକାରୀ କମିଟି, ପରାମର୍ଶଦାତା କମିଟି, ଉପସଭାପତି, ସାଧାରଣ ସମ୍ପାଦକ, ସମ୍ପାଦକ ଓ କୋଷାଧ୍ୟକ୍ଷ ପଦରେ ନିଯୁକ୍ତ ସମସ୍ତ ପଦାଧିକାରୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ  ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱଜିତ୍ ଦାଶ ନୂତନ ପିସିସି ସାଧାରଣ ସଂପାଦକ   06-Sep-2026
  ଜିଲ୍ଲା  
ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ   06-Sep-2026
  ଜିଲ୍ଲା  
ମାଁ ଚରଦେଇ ଓ ବାବା କପିଳେଶ୍ଵର ପୀଠରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ   06-Sep-2026
  ଜିଲ୍ଲା  
ଅମୃତ୍ କୁଟୁମ୍ ଭେଡେନ୍ ର ୬ଷ୍ଠ ବାର୍ଷିକୋତ୍ସବ ଅମୃତ୍ ଉଚ୍ଛବ୍ - ୨୦୨୬   06-Sep-2026
  ଜିଲ୍ଲା  
ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ବରପାଲିରେ ଗଙ୍ଗାଧର ମେହେର ସ୍ମୃତିପୀଠ ଓ ଅସୁରଗଡ଼ ପରିଦର୍ଶନ   06-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ   06-Sep-2026
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରରେ ଗଙ୍ଗାଧର ଜୟନ୍ତୀ ପାଳିତ   06-Sep-2026
  ଜିଲ୍ଲା  
ବେକରେ ଓଢଣୀ ଦେଇ ନବମ ଶ୍ରେଣୀ ଛାତ୍ରୀର ଆତ୍ମହତ୍ୟା   06-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026

You Might Also Like