-+91-9937148622 |

prerana_bgr@rediffmail.com |

  Sunday 28th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||     

HOME   ଅପରାଧ

ରାତିରେ ଶୋଇଥିଲେ ଶାଳୀ, ଦୁଷ୍କର୍ମ ଉଦ୍ୟମ କଲା ଭିଣୋଇ : ବିରୋଧ କରିବାରୁ ଯୁବତୀଙ୍କ ଗୁପ୍ତାଙ୍ଗକୁ ଛୁରୀରେ କଲା ଆକ୍ରମଣ

12-Feb-2021



ସମ୍ବଲପୁର(ସଂଜୀବ କୁମାର ପାଣିଗ୍ରାହୀ):.ଶlଳୀକୁ ଅସଦାଚରଣ କଲା ଭିଣୋଇ । ଦୁଷ୍କର୍ମ କରିବାକୁ ମଧ୍ୟ ଉଦ୍ୟମ କଲା । ତେବେ ବିରୋଧ କରିବାକୁ ଶାଳୀର ଗୁପ୍ତାଙ୍ଗକୁ କଲା ଆକ୍ରମଣ । ଏପରି ଏକ ଘଟଣା ସମ୍ବଲପୁର ଜିଲ୍ଲାରେ ଆଲୋଡନ ସୃଷ୍ଟି କରିଛି ।

ରାତି ଅଧରେ ଭିଣୋଇର ଅସଦାଚରଣକୁ ବିରୋଧ କରି ଜଣେ ଯୁବତୀ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି । ଭିଣୋଇର ଛୁରାମାଡ଼ରେ ଶାଳୀ ଜଣଙ୍କ ଗୁରୁତର ହୋଇଛନ୍ତି । ତାଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ବୁର୍ଲା ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁସାରେ, ବୁଧବାର ରାତିରେ ଯୁବତୀ(୧୮) ଜଣଙ୍କ ଘରେ ଶୋଇଥିଲେ । ଏହି ସମୟରେ ତାଙ୍କ ଭିଣୋଇ ଘର ଭିତରକୁ ପଶି ଅସଦାଚରଣ କରିଥିଲା । ଏହାକୁ ଯୁବତୀ ଜଣଙ୍କ ବିରୋଧ କରିଥିଲେ ।  ଏଥିରେ ଭିଣୋଇ ଉତ୍ତ୍ୟକ୍ତ ହୋଇ ଛୁରୀରେ ତାଙ୍କ ଗୁପ୍ତାଙ୍ଗକୁ ଆକ୍ରମଣ କରିଥିଲା । ଫଳରେ ଯୁବତୀ ଜଣକ ଗୁରୁତର ହୋଇଥିବା ବେଳେ ତାଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ସଙ୍ଗୀନ ହେବାରୁ ତାଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।


News Comment




Photo in News

Advertisment
Lastest News
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026
  ଜିଲ୍ଲା  
ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   27-Jun-2026
  ଜିଲ୍ଲା  
ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ   27-Jun-2026
  ଜିଲ୍ଲା  
ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   27-Jun-2026
  ଜିଲ୍ଲା  
ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   27-Jun-2026

You Might Also Like