-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ରାଜ୍ୟ

ବଙ୍ଗୋପସାଗରରେ ସୃଷ୍ଟ ଡିପ୍ ଡିପ୍ରେସନ୍  ଆନ୍ଧ୍ର ଉପକୂଳ ଅତିକ୍ରମ କରିସାରିଛି - ବିପଦରେ ଅଠର ନଳା ପୋଲ

13-Oct-2020



ବଙ୍ଗୋପସାଗରରେ ସୃଷ୍ଟ ଡିପ୍ ଡିପ୍ରେସନ୍  ଆନ୍ଧ୍ର ଉପକୂଳ ଅତିକ୍ରମ କରିସାରିଛି।କିନ୍ତୁ ଏହା ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ମଧ୍ୟ ରହିଥିଲା । ପୂର୍ବ ସୂଚନାନୁଯାୟୀ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି । ଖାସ୍‌ କରି ଦକ୍ଷିଣ ଓଡିଶାରେ କିଛି ଜିଲ୍ଲାରେ ବର୍ଷାର ପରିମାଣ ବଢିବାରେ ଲାଗିଛି । ଗଜପତି ଜିଲ୍ଲାରେ ରାତିତମାମ ବର୍ଷା ଜାରି ରହିଛି । ଯାହାଫଳରେ କି ମୋହନ ଅଠର ନଳା ପୋଲ ଏବେ ବିପଦରେ । ପୋଲଠାରୁ ମାତ୍ର ଏକ ଫୁଟ ତଳେ ପାଣି ପ୍ରବାହିତ ହେଉଛି!! ସୋମବାର ବିଳମ୍ବିତ ରାତି ଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି । ଯାହାଫଳରେ ଗଜପତି ଜିଲ୍ଲା ମୋହନା ଅଠର ନଳା ପୋଲ ଏବେ ବିପଦରେ । ପୋଲ ଉପର ଠାରୁ ମାତ୍ର ଏକ ଫୁଟ ତଳେ ପାଣି ପ୍ରବାହିତ ହେଉଛି । ଏପଟେ ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଛି । ତେଣୁ ପୋଲ ପ୍ରତି ବିପଦର ଆଶଙ୍କା ରହିଛି । ପ୍ରତି ବର୍ଷ ବାତ୍ୟା ତଥା ଲଘୁଚାପ ହେଲେ ଏହି ପୋଲ ଉପରେ ପାଣି ପ୍ରବାହିତ ହେବାର ନଜିର ରହିଛି । ଅନେକ ଥର ମଧ୍ୟ ପୋଲ ଭାଙ୍ଗୁଛି । ଫଳରେ ପୋଲ ଆରପଟେ ଥିବା ପ୍ରାୟ ୫ଟି ପଞ୍ଚାୟତବାସୀ ଅସୁବିଧାର ସମ୍ମୁଖୀନ ହେଉଛନ୍ତି!!ସେହିପରି ଗଜପତି ଜିଲ୍ଲାର ପାହାଡିଆ ଅଞ୍ଚଳରେ ବାସ କରୁଥିବା କିଛି ଲୋକଙ୍କ ପ୍ରଶାସନ ପକ୍ଷରୁ ବାତ୍ୟା ଆଶ୍ରାୟସ୍ଥଳୀକୁ ସ୍ଥାନାନ୍ତରିତ କରାଯାଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ୫୦୦ଲୋକଙ୍କ ସ୍ଥାନାନ୍ତରିତ କରାଯାଇଛି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି!


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like