-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   (08-Sep-2026)       ||      ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   (08-Sep-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||     

HOME   ଜିଲ୍ଲା

ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’

08-Sep-2026



ପଦ୍ମପୁର,( ପ୍ରେରଣା ଖବର ): ପ୍ରତିବର୍ଷ ପରବାସୀ କୁଟୁମ୍ ପକ୍ଷରୁ ନୂଆଁଖାଇ ଭେଟ୍‌ ଅବସରରେ ବିଭିନ୍ନ କ୍ଷେତ୍ରର ପ୍ରତିଭାଙ୍କୁ ସମ୍ମାନିତ କରାଯାଇଆସୁଛି। ଏହି ପରମ୍ପରାକୁ ବଜାୟ ରଖି ଚଳିତ ବର୍ଷର ‘ପରବାସୀ ସମ୍ମାନ-୨୦୨୬’ ଘୋଷଣା କରାଯାଇଛି। ବିଭିନ୍ନ ମହଲରୁ ମିଳିଥିବା ନାମ ଓ ପ୍ରସ୍ତାବକୁ ବିଚାରକ ମଣ୍ଡଳୀ ତର୍ଜମା କରି ଚାରିଟି ବର୍ଗରେ ସମ୍ମାନ ପାଇଁ ପ୍ରତିଭା ଚୟନ କରିଛନ୍ତି I ଘୋଷଣା ଅନୁଯାୟୀ, ପରବାସୀ ଆଜୀବନ ସାହିତ୍ୟ ସମ୍ମାନ ପାଇଁ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗରର ଅନିଲ କୁମାର ଦାଶଙ୍କୁ ଚୟନ କରାଯାଇଛି।
ସେହିପରି ପରବାସୀ ସଂସ୍କୃତି ସମ୍ମାନ ପାଇଁ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ର ରେଶ୍ମାରାଣୀ ଦାସଙ୍କୁ, ପରବାସୀ ଯୁବ ସାହିତ୍ୟ ସମ୍ମାନ ପାଇଁ ବରଗଡ଼ ଜିଲ୍ଲାର ସନ୍ଧିବାହାଲର ପବିତ୍ର ସାହୁଙ୍କୁ  ଓ ବୃନ୍ଦାବନ ସାହୁ ସ୍ମୃତି ସମ୍ମାନ ପାଇଁ ସୁବର୍ଣ୍ଣପୁର ଜିଲ୍ଲା କୁହିବାହାଲର ମଣ୍ଟୁ ପଧାନଙ୍କୁ ମନୋନୀତ କରାଯାଇଛି। ଆସନ୍ତା ୧୬ ସେପ୍ଟେମ୍ବର ୨୦୨୬ରେ ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ବରମୁଣ୍ଡା ଗ୍ରାମରେ ପରବାସୀ କୁଟୁମ୍ ଓ ନୂଆଁଖାଇ ଭେଟ୍‌ଘାଟ୍‌ର ମିଳିତ ଉଦ୍ୟୋଗରେ ଆୟୋଜିତ ନୂଆଁଖାଇ ଭେଟ୍‌ କାର୍ଯ୍ୟକ୍ରମରେ ଉକ୍ତ ପ୍ରତିଭାମାନଙ୍କୁ ସମ୍ମାନିତ କରାଯିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   08-Sep-2026
  ଜିଲ୍ଲା  
ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   08-Sep-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026

You Might Also Like