-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅସୁରକ୍ଷିତ କୋଠା ଚିହ୍ନଟ କରିବ ୧୫ ଦିନିଆ ତଦନ୍ତକାରୀ ଦଳ*:*ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ ମହାପାତ୍ର   (08-Sep-2026)       ||      କୁଶଙ୍ଗ ଡିଗ୍ରୀ କଲେଜରେ ସାଇବର କ୍ରାଇମ ସଚେତନତା ଶିବିର   (08-Sep-2026)       ||      କୁଶଙ୍ଗ ଡିଗ୍ରୀ କଲେଜରେ ସାଇବର କ୍ରାଇମ ସଚେତନତା ଶିବିର   (08-Sep-2026)       ||      କୁଶଙ୍ଗ ଡିଗ୍ରୀ କଲେଜରେ ସାଇବର କ୍ରାଇମ ସଚେତନତା ଶିବିର   (08-Sep-2026)       ||      ରାଜସ୍ୱ ପ୍ରଶାସନକୁ ଅଧିକ ଲୋକାଭିମୁଖୀ, ସମ୍ବେଦନଶୀଳ ଓ ଗତିଶୀଳ କରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (08-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   (08-Sep-2026)       ||      ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   (08-Sep-2026)       ||      ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   (08-Sep-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||     

HOME   ଜିଲ୍ଲା

କୁଶଙ୍ଗ ଡିଗ୍ରୀ କଲେଜରେ ସାଇବର କ୍ରାଇମ ସଚେତନତା ଶିବିର

08-Sep-2026



ଲୋଇସିଂହା ବ୍ଲକ ଅନ୍ତର୍ଗତ କୁଶଙ୍ଗ ଡିଗ୍ରୀ କଲେଜ ପରିସରରେ ଶକ୍ତିଶ୍ରୀ ଯୋଜନା ତରଫରୁ ସାଇବର କ୍ରାଇମ ସଚେତନତା ଶିବିର ଡକ୍ଟର ବିଜୟ କୁମାର କଲେଟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି l ଏଥିରେ ସ୍ଥାନୀୟ କୁଶଙ୍ଗ ଷ୍ଟେଟ ବ୍ୟାଙ୍କର ମ୍ୟାନେଜର ପ୍ରମୋଦ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସାଇବର କ୍ରାଇମର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ l ବିରଳ ଷଢଯନ୍ତ୍ର, ଟଙ୍କା ଚୋରି, ମିଥ୍ୟା

ଅପବାଦ, ଜନସାଧାରଣଙ୍କୁ ସାଇବର ଅପରାଧୀଙ୍କ ଚକ୍ରାନ୍ତ ଓ ହଇରାଣ ଉପରେ ଉଦାହରଣ ସହ ମତଗୁଡ଼ିକ ପ୍ରକାଶ ପାଇଥିଲା l ଏଥି ପ୍ରତି ସଚେତନ ହେବା ସହିତ ଅନ୍ୟମାନେ ମଧ୍ୟ ଭ୍ରମିତ ନ ହେବା ପାଇଁ ସହଯୋଗ କରିବାକୁ ଶକ୍ତିଶ୍ରୀ

ସେଲ ର ସଂଯୋଜିକା ବାରିଧି ତନୟା ତ୍ରିପାଠୀ କହିଥିଲେ l ମଞ୍ଚରେ ବରିଷ୍ଠ ଅଧ୍ୟାପକ ଶମ୍ଭୁ ପ୍ରସାଦ ସାହୁ, ଡକ୍ଟର ଲକ୍ଷ୍ମଣ ମେହେର, ବିଜ୍ଞଶ୍ରୀ ଗୁରୁ, ଲିସାରାଣୀ କଠାର ଉପସ୍ଥିତ ରହି ନିଜ ନିଜର ମତଗୁଡ଼ିକ ରଖିଥିଲେ l ଶେଷରେ ଅଧ୍ୟାପକ ସଂଜୀବ ସାହୁ ଧନ୍ୟବାଦ ଦେଇଥିଲେ l କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଛାତ୍ରୀ ଯୋଗ ଦେଇ ଶୁଙ୍ଖଳିତ ପରାମର୍ଶ ପାଇଁ କୃତଜ୍ଞତା ଜଣାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅସୁରକ୍ଷିତ କୋଠା ଚିହ୍ନଟ କରିବ ୧୫ ଦିନିଆ ତଦନ୍ତକାରୀ ଦଳ*:*ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ ମହାପାତ୍ର   08-Sep-2026
  ଜିଲ୍ଲା  
କୁଶଙ୍ଗ ଡିଗ୍ରୀ କଲେଜରେ ସାଇବର କ୍ରାଇମ ସଚେତନତା ଶିବିର   08-Sep-2026
  ଜିଲ୍ଲା  
କୁଶଙ୍ଗ ଡିଗ୍ରୀ କଲେଜରେ ସାଇବର କ୍ରାଇମ ସଚେତନତା ଶିବିର   08-Sep-2026
  ଜିଲ୍ଲା  
କୁଶଙ୍ଗ ଡିଗ୍ରୀ କଲେଜରେ ସାଇବର କ୍ରାଇମ ସଚେତନତା ଶିବିର   08-Sep-2026
  ଜିଲ୍ଲା  
ରାଜସ୍ୱ ପ୍ରଶାସନକୁ ଅଧିକ ଲୋକାଭିମୁଖୀ, ସମ୍ବେଦନଶୀଳ ଓ ଗତିଶୀଳ କରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   08-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   08-Sep-2026
  ଜିଲ୍ଲା  
ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   08-Sep-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026

You Might Also Like