-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଜିଲ୍ଲା

ସଡକ ସୁରକ୍ଷା ସଚେତନତା ନେଇ ସାଇକେଲ୍ ରାଲି, ଜନସାଧାରଣଙ୍କୁ ସଚେତନତା କଲେ ଗଞ୍ଜାମ ଜିଲ୍ଲାପାଳ ଓ ଏସ୍‌ପି

12-Feb-2021



ଖଲ୍ଲିକୋଟ(ପ୍ରେରଣା ଖବର): ଗଞ୍ଜାମ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଜାତୀୟ ସଡକ ସୁରକ୍ଷା ମାସ ପାଳିତ ହୋଇଯାଇଛି । ଏହି ଅବସରରେ ଶୁକ୍ରବାର ଛତ୍ରପୁର ମିନି ଷ୍ଟାଡିୟମ ପରିସରରୁ ସଡକ ସୁରକ୍ଷା ନେଇ ସାଇକେଲ ଚଲାଇ ଜଣସାଧାରଣଙ୍କୁ ସଚେତନତା କରାଯାଇଛି । ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଗଞ୍ଜାମ ଏସପି ବ୍ରିଜେଶ କୁମାର ରାୟ ସାଇକେଲ ଚଲାଇ ସଡକ ସୁରକ୍ଷା ସଚେତନତା କରିଥିଲେ ।

ଦେଶରେ ଦୈନିକ ସଡକ ଦୁର୍ଘଟଣାରେ ବହୁ ଲୋକଙ୍କ ଜୀବନ ହାନି ଘଟିଥାଏ । ବିଶେଷକରି ବାଇକ୍ ଚାଳକମାନେ ବିନା ହେଲମେଟରେ ଗାଡି ଚଲାଉ ଥିବାରୁ ସେମାନେ ଦୁର୍ଘଟଣାରେ ପ୍ରାଣ ହରାଉଛନ୍ତି । ତେଣୁ ସର୍ବଦା ବାଇକ୍ ଚଲାଇବା ବେଳେ ହେଲମେଟ୍ ପିନ୍ଧିବା ଜରୁରୀ ବୋଲି ଜିଲ୍ଲାପାଳ କହିଥିଲେ ।

ଗଞ୍ଜାମ ଜିଲ୍ଲାରେ ୨୦୨୦ରେ ୬୧୬ଟି ସଡକ ଦୁର୍ଘଟଣା ଘଟି ୩୬୩ ଜଣଙ୍କର ମୃତ୍ୟୁ ହୋଇଛି । କାର୍ଯ୍ୟକ୍ରମରେ ଆରଟିଓ ବିକାଶ ଚନ୍ଦ୍ର ଚୌଧୁରୀଙ୍କ ସମେତ ବିଭିନ୍ନ ଅଧିକାରୀମାନେ ଉପସ୍ଥିତ ଥିଲେ । ଏହି ରାଲି ଛତ୍ରପୁର ମିନି ଷ୍ଟାଡିୟମରୁ ବାହାରି କଣମଣା ବାତ୍ୟା ଆଶ୍ରୟସ୍ଥଳୀ ପ୍ରାୟ ୧୦ କି.ମି. ପର୍ଯ୍ୟନ୍ତ ଚାଲିଥିଲା । ବହୁ କଲେଜ ଛାତ୍ରଛାତ୍ରୀ ଏଥିରେ ଅଂଶ ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like