-+91-9937148622 |

prerana_bgr@rediffmail.com |

  Wednesday 9th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||      ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୬ତମ ସମାବର୍ତ୍ତନ ସମାରୋହ   (09-Sep-2026)       ||      ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନରେ ସାଂସଦଙ୍କ ଉଦବୋଧନ   (09-Sep-2026)       ||      ଛତୁ ଚାଷ ତାଲିମ ଶିବିରରେ ବିହନ ବଣ୍ଟନ   (09-Sep-2026)       ||      *ବନ୍ଦୋବସ୍ତ ବିଭାଗ ର ଶିରୋସ୍ତାଦାର ମୁରଲୀ ଧର ଶତପଥୀ ଙ୍କ ପରଲୋକ*- *ବିଶିମୁଣ୍ଡା ଅଞ୍ଚଳ ରେ ଶୋକ*-   (09-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଆୟୋଜନ ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ    (09-Sep-2026)       ||      ଟିଟିଲାଗଡ ବ୍ଲକ୍ ଠାରେ ଗ୍ରାମ ପଂଚାୟତ ବିକାଶ ପାଣ୍ଠି ଓ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା ର ଯୋଜନା ପ୍ରସ୍ତୁତି ତାଲିମ।   (09-Sep-2026)       ||     

HOME   ଜିଲ୍ଲା

ରେଟାମୁଣ୍ଡା ୟୁଥ୍ କ୍ଳବ୍ ଆନୁକୁଲ୍ୟରେ ୫୦ ତମ ପଞ୍ଚମ ଦିବସୀୟ ଫୁଟବଲ ପ୍ରତିଯୋଗିତା ଉଦ୍ଘାଟିତ,

08-Sep-2026



ବରପାଲି (ସୁଦାମ ଦୀପ) ବରଗଡ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ରେଟାମୁଣ୍ଡା ୟୁଥ୍ କ୍ଳବ ଆନୁକୁଲ୍ୟରେ ପଞ୍ଚମ ଦିବସୀୟ ୫୦ ତମ ସ୍ଵର୍ଣ୍ଣ ଜୟନ୍ତି ଫୁଟବଲ୍ ପ୍ରତିଯୋଗିତା ଉଦ୍ଘାଟିତ ହୋଇଯାଇଛି l ଏହି ଅବସରରେ ମୁଖ୍ୟ ଅତିଥି ଭାବେ ୱାର୍ଡ ମେମ୍ବର ସଭ୍ୟ ତ୍ରିଲୋଚନ ଶିକା, ସମାଜ ସେବୀ ଅଲେଖ ନାୟକ ଯୋଗ ଦେଇ ଉଦ୍ଘାଟନ କରିଥିଲେ l ଉଦଘାଟନୀ ଦିବସରେ ବଜରଙ୍ଗ କ୍ଲବ, ଜମୂର୍ଡ଼ା, ବାଦିବାହାଲ,    ସାହାଜବାହାଲ, ପ୍ରମୁଖଦଳ ଯୋଗଦେଇଥିଲେ l ବଜରଙ୍ଗ ଦଳ ପ୍ରଥମ ସେମି ଫାଇନାଲ କୁ ପ୍ରବେଶ ହୋଇଛି l  ସମୀର ସାହୁ, ଅମିତ ସାହୁ, ଅନିଲ ଭୋଇ ଖେଳ ପରିଚାଳନା କରିଥିଲେ l ଏଥିରେ ୧୬ ଗୋଟି ଦଳ ଭାଗ ନେଇଛନ୍ତି l ଆସନ୍ତା ୮ ତାରିଖରୁ ଆରମ୍ଭ ହୋଇ ୧୨ ତାରିଖ ଉଦଯାପିତ ହେବ ବୋଲି କମିଟି ପକ୍ଷରୁ ସୂଚନା ମିଳିଛି l ଆସନ୍ତା ୯ ତାରିଖରେ ପ୍ରଥମ ମ୍ୟାଚ  ବଲିଟିକ୍ରା ଓ ଭେଡେନ, ଦୂତିୟ ମ୍ୟାଚ ବରପାଲି ଓ ଚିଚିଣ୍ଡା ମଧ୍ୟରେ ଅନୁଷ୍ଠିତ ହେବ ବୋଲି କମିଟି ସୂତ୍ରରୁ ପ୍ରକାଶ ହୋଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026
  ଜିଲ୍ଲା  
ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   09-Sep-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   09-Sep-2026
  ଜିଲ୍ଲା  
ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି   09-Sep-2026
  ଜିଲ୍ଲା  
ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   09-Sep-2026
  ଜିଲ୍ଲା  
ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   09-Sep-2026
  ଜିଲ୍ଲା  
ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   09-Sep-2026

You Might Also Like