-+91-9937148622 |

prerana_bgr@rediffmail.com |

  Wednesday 9th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||      ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୬ତମ ସମାବର୍ତ୍ତନ ସମାରୋହ   (09-Sep-2026)       ||      ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନରେ ସାଂସଦଙ୍କ ଉଦବୋଧନ   (09-Sep-2026)       ||      ଛତୁ ଚାଷ ତାଲିମ ଶିବିରରେ ବିହନ ବଣ୍ଟନ   (09-Sep-2026)       ||      *ବନ୍ଦୋବସ୍ତ ବିଭାଗ ର ଶିରୋସ୍ତାଦାର ମୁରଲୀ ଧର ଶତପଥୀ ଙ୍କ ପରଲୋକ*- *ବିଶିମୁଣ୍ଡା ଅଞ୍ଚଳ ରେ ଶୋକ*-   (09-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଆୟୋଜନ ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ    (09-Sep-2026)       ||      ଟିଟିଲାଗଡ ବ୍ଲକ୍ ଠାରେ ଗ୍ରାମ ପଂଚାୟତ ବିକାଶ ପାଣ୍ଠି ଓ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା ର ଯୋଜନା ପ୍ରସ୍ତୁତି ତାଲିମ।   (09-Sep-2026)       ||     

HOME   ଜିଲ୍ଲା

ଝରାପଡ଼ା ବାସୀଙ୍କ ନିବେଦନ,ଆମକୁ ଲାଇନ ଦିଅ ନହେଲେ ରାଜରାସ୍ତାକୁ ଓହ୍ଲାଇବୁ

08-Sep-2026



ବିନିକା(ହିମାଂଶୁ ଶେଖର ପୁଟେଲ) ଦିନେ କି ଦୁଇଦିନ ନୁହେଁ ୧୫ଦିନରୁ ଅଧିକ ହେଲା ଟ୍ରାନସଫର୍ମର ପୋଡ଼ି ଯାଇଛି ।ଅନ୍ଧାରରେ ସାରା ପଡ଼ବାସୀ ।ଆପତ୍ତି ଅଭିଯୋଗ କରି ଆସୁଥିଲେ ମଧ୍ୟ କେହି କର୍ଣ୍ଣପାତ କରୁ ନଥିବାରୁ ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଧମକ ଦେଇଛନ୍ତି ପଡ଼ାର ମହିଳା ମାନେ ।ଘଟଣା ଟି ହେଉଛି ବିନିକା ବ୍ଲକ ଗଣେଷପୁର ଗ୍ରାମର ଝରାପଡ଼ା। ଏଠାରେ ଥିବା ବିଦ୍ୟୁତ ଟ୍ରାନସଫର୍ମର ଟି ଦୀର୍ଘ ୧୫ଦିନରୁ ଅଧିକ ହେଲା ପୋଡ଼ି ଯାଇଛି।ବିଦ୍ୟୁତ ସରବରାହ ପାଇଁ ପଡ଼ାବାସୀ ବିଭିନ୍ନ ସମୟରେ ବାରମ୍ବାର ଅଭିଯୋଗ କରି ଆସୁଥିଲେ ମଧ୍ୟ କେହି କର୍ଣ୍ଣପାତ କରୁନାହାନ୍ତି।ଯାହା ଫଳରେ ବର୍ତ୍ତମାନର ପରିବେଶରେ ଗୁଲଗୁଲି ଯୋଗୁଁ ଅନେକ ଲୋକ ମ୍ୟାଲେରିଆ ଭଳି ବିଭିନ୍ନ ରୋଗରେ ଆକ୍ରାନ୍ତ ହେଉଛନ୍ତି ।ସନ୍ଧ୍ୟା ହେଲେ ମଶାଙ୍କ ଆକ୍ରମଣରେ ଲୋକେ ତ୍ରାହି ତ୍ରାହି ହେଲେଣି ।ଛାତ୍ରଛାତ୍ରୀ ମାନେ ମଧ୍ୟ ପାଠ ପଢ଼ିବାରୁ ବଞ୍ଚିତ ହେଉଛନ୍ତି ।ଅନ୍ୟ ପକ୍ଷରେ ଚାର୍ଜ ନହୋଇ ମୋବାଇଲ ଗୁଡ଼ିକ ସ୍ୱିଚ ଅପ ହୋଇ ରହିଥିବାରୁ ଜରୁରୀକାଳୀନ ସୁବିଧା ନେଇ ଯୋଗାଯୋଗରୁ ବଞ୍ଚିତ ହେବାକୁ ପଡୁଛି ।ସେହିପରି ଅନ୍ଧାରର ସୁଯୋଗ ନେଇ ବିଭିନ୍ନ ପ୍ରକାରର ବିଷଧର ଜୀବଜନ୍ତୁଙ୍କ ଆଗମନ ନେଇ ଲୋକେ ଭୟଭୀତ ଅବସ୍ଥାରେ ଅତିବାହିତ କରୁଛନ୍ତି। ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ଥିବାରୁ ଯିଏ ଯେଉଁଠି ଅଛନ୍ତି ସେମାନେ ଘର ମୁହାଁ ହେବେ । ଉତ୍ସାହ ଉଦ୍ଧୀପନା ମଧ୍ୟରେ ମହାନ ଗଣପର୍ବ ପାଲନ ହେବ । ତେଣୁ ଯୁଦ୍ଧକାଳୀନ ଭିତ୍ତିରେ ନୂତନ ଟ୍ରାନସଫର୍ମର ବସାଇ ଲାଇନ ଚାର୍ଜ କରି ତୁରନ୍ତ ବିଦ୍ୟୁତ ଯୋଗାଇଦେବାକୁ ଆଜି ଗ୍ରାମର ଶତାଧିକ ମହିଳା ବିନିକା ବିଦ୍ୟୁତ ବିଭାଗ ଉପଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ଆସି ଏକ ଦାବିପତ୍ର ପ୍ରଦାନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026
  ଜିଲ୍ଲା  
ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   09-Sep-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   09-Sep-2026
  ଜିଲ୍ଲା  
ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି   09-Sep-2026
  ଜିଲ୍ଲା  
ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   09-Sep-2026
  ଜିଲ୍ଲା  
ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   09-Sep-2026
  ଜିଲ୍ଲା  
ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   09-Sep-2026

You Might Also Like