-+91-9937148622 |

prerana_bgr@rediffmail.com |

  Wednesday 9th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||      ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୬ତମ ସମାବର୍ତ୍ତନ ସମାରୋହ   (09-Sep-2026)       ||      ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନରେ ସାଂସଦଙ୍କ ଉଦବୋଧନ   (09-Sep-2026)       ||      ଛତୁ ଚାଷ ତାଲିମ ଶିବିରରେ ବିହନ ବଣ୍ଟନ   (09-Sep-2026)       ||      *ବନ୍ଦୋବସ୍ତ ବିଭାଗ ର ଶିରୋସ୍ତାଦାର ମୁରଲୀ ଧର ଶତପଥୀ ଙ୍କ ପରଲୋକ*- *ବିଶିମୁଣ୍ଡା ଅଞ୍ଚଳ ରେ ଶୋକ*-   (09-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଆୟୋଜନ ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ    (09-Sep-2026)       ||      ଟିଟିଲାଗଡ ବ୍ଲକ୍ ଠାରେ ଗ୍ରାମ ପଂଚାୟତ ବିକାଶ ପାଣ୍ଠି ଓ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା ର ଯୋଜନା ପ୍ରସ୍ତୁତି ତାଲିମ।   (09-Sep-2026)       ||      ଆଇ ଟି ଆଇ ଓ ପଲିଟେକନିକ୍ ଠାରେ ଯଶୋଦା ଯୋଜନା ର ପରାମର୍ଶ ଶିବିର ଅନୁଷ୍ଟିତ   (09-Sep-2026)       ||      ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ଅଧ୍ୟକ୍ଷଙ୍କ ସମୀକ୍ଷା ବୈଠକ♦️ ଜିଲ୍ଲା ପ୍ରଶାସନ, ଯୁବଗୋଷ୍ଠୀ ଓ ବନ ରକ୍ଷା ସମିତି କର୍ମକର୍ତ୍ତାଙ୍କ ସହ ଆଲୋଚନା    (08-Sep-2026)       ||     

HOME   ଜିଲ୍ଲା

ଡାବୁଗାଁରେ ଉଲ୍ଲାସ ଅଭିଯାନ ଅବସରରେ ବ୍ଳକ ସ୍ତରୀୟ ସାକ୍ଷରତା ପଦଯାତ୍ରା ଓ ଆନ୍ତର୍ଜାତୀୟ ପକ୍ଷ ପାଳନ*

08-Sep-2026



(ପ୍ରିୟଦର୍ଶିନୀ ପାତ୍ର,)
ନବରଙ୍ଗପୁର:ସାକ୍ଷରତାର ବିକାଶ, ନିରକ୍ଷରତା ଦୂରୀକରଣ ଏବଂ ସମାଜର ସମସ୍ତ ବର୍ଗଙ୍କୁ ଶିକ୍ଷାର ମୁଖ୍ୟସ୍ରୋତ ସହିତ ଯୋଡ଼ିବା ଲକ୍ଷ୍ୟରେ ଉଲ୍ଲାସ (ULLAS)  ଅଭିଯାନ ମାଧ୍ୟମରେ  ଆଜି ଡାବୁଗାଁ ବ୍ଳକରେ ଏକ ବ୍ଳକସ୍ତରୀୟ ସାକ୍ଷରତା ପଦଯାତ୍ରା  ଅନୁଷ୍ଠିତ ହୋଇଯାଇଛି।ପଦଯାତ୍ରାର ଶୁଭାରମ୍ଭ ଗୋଷ୍ଟୀ ଶିକ୍ଷା ଅଧିକାରୀ ରଶ୍ମିତା ନେତାମ,ଅତିରିକ୍ତ ଗୋଷ୍ଟୀ ଶିକ୍ଷା ଅଧିକାରୀ ଭଗବାନ ମାଝୀ ଓ ସନ୍ତୋଷ କୁମାର ସାହୁ, ସରକାରୀ (ନୂତନ)ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣ ଚନ୍ଦ୍ର ପାତ୍ର, ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଇଂରାଜି ଅଧ୍ୟାପିକା ପ୍ରତିକ୍ଷା ପ୍ରିୟ ଦର୍ଶନୀ ସ୍ଵାଇଁ  ,କ୍ରୀଡା ଶିକ୍ଷକ ହେମନ୍ତ କୁମାର ସାମଲ ପ୍ରମୁଖଙ୍କ ସହ ଶିକ୍ଷୟତ୍ରୀ, ଶିକ୍ଷକ ,ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ, ଅନ୍ୟ ଶିକ୍ଷକ ବୃନ୍ଦ ରାଲିରେ ଯୋଗ ଦେଇଥିଲେ l ସରକାରୀ (ନୂତନ) ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରୁ ଉଲ୍ଲାସ ପଦଯାତ୍ରା ରାଲି ବାହାରି ସାକ୍ଷରତାର ବାର୍ତ୍ତା ଜଣାଇବା ସହ ହାତରେ ପ୍ଲା କାର୍ଡ ଧରି ଛାତ୍ରୀ ଛାତ୍ର ସାକ୍ଷରତାର ସଚେତନତାର ଗୁରୁତ୍ୱ ସମ୍ପର୍କିତ ବିଭିନ୍ନ ସଚେତନତା ମୂଳକ ସ୍ଲୋଗାନ ଦେଇଥିଲେ l ଉଲ୍ଲାସ କାର୍ଯ୍ୟକ୍ରମର ଲକ୍ଷ୍ୟ, ମୁଖ୍ୟ ଉଦ୍ଦେଶ୍ୟ ଓ ସାମାଜିକ ଗୁରୁତ୍ୱ ଉପରେ ଜନସାଧାରଣଙ୍କୁ ସଚେତନ କରା ଯାଇଥିଲା l ୧୫ ବର୍ଷରୁ ଉର୍ଦ୍ଧ୍ବ ଜନସାଧାରଣ ଉକ୍ତ କାର୍ଯ୍ୟକ୍ରମରେ ସାମିଲ ହୋଇ ନିରକ୍ଷରତା ଦୂର କରି ସମସ୍ତେ ସାକ୍ଷରତା ପାଇବାର ଏହାର ମୂଳ ଲକ୍ଷ୍ୟ l ସାକ୍ଷରତା କେବଳ ପଢ଼ିବା ଓ ଲେଖିବାର ଦକ୍ଷତା ନୁହେଁ, ବରଂ ବ୍ୟକ୍ତିଙ୍କୁ ନିଜ ଅଧିକାର, କର୍ତ୍ତବ୍ୟ ଓ ସୁଯୋଗ ସମ୍ପର୍କରେ ସଚେତନ କରିବା ସହିତ ତାଙ୍କୁ ଅଧିକ ସଶକ୍ତ ଓ ସ୍ୱାବଲମ୍ବୀ କରିବାର ଏକ ମହତ୍ତ୍ୱପୂର୍ଣ୍ଣ ମାଧ୍ୟମ ବୋଲି ମତ ପ୍ରକାଶ ପାଇଥିଲା।ନବଶିକ୍ଷାର୍ଥୀମାନଙ୍କୁ ମୌଳିକ ସାକ୍ଷରତା ସହିତ ଦୈନନ୍ଦିନ ଜୀବନରେ ଆବଶ୍ୟକ ଜ୍ଞାନ ଓ ଦକ୍ଷତା ପ୍ରଦାନ, ଶିକ୍ଷା ପ୍ରତି ଆଗ୍ରହ ସୃଷ୍ଟି ଏବଂ ସମାଜରେ ଶିକ୍ଷାର ଗୁରୁତ୍ୱ ବୃଦ୍ଧି କରିବା ଦିଗରେ ଉଲ୍ଲାସ ଅଭିଯାନର ଭୂମିକା ସମ୍ପର୍କରେ ମଧ୍ୟ ସଚେତନ କରାଯାଇଥିଲା।ସମ୍ପୃକ୍ତ ବିଦ୍ୟାଳୟରେ ବ୍ଳକ ସ୍ତରୀୟ ସାକ୍ଷରତା ପକ୍ଷ ଉପରେ ଏକ ସଭା ର ଆୟୋଜନ କରାଯାଇଥିଲା। ବ୍ଳକ ପ୍ରଶାସନ ଓ ଶିକ୍ଷା ବିଭାଗ ପକ୍ଷରୁ ଡାବୁଗାଁ ବ୍ଳକରେ ସାକ୍ଷରତାର ପ୍ରସାର, ନବଶିକ୍ଷାର୍ଥୀ ମାନଙ୍କୁ ଶିକ୍ଷା ସହିତ ଯୋଡ଼ିବା ଏବଂ ଏକ ସମ୍ପୂର୍ଣ୍ଣ ସାକ୍ଷର ଓ ସଶକ୍ତ ସମାଜ ଗଠନ ଦିଗରେ ନିରନ୍ତର ପ୍ରୟାସ ଜାରି ରହୁଛି। ପ୍ରତ୍ୟେକ ବିଦ୍ୟାଳୟ ପ୍ରତ୍ୟେକ ଗ୍ରାମରୁ ନିରକ୍ଷର ବ୍ୟକ୍ତିଙ୍କୁ  ଚିହ୍ନଟ କରାଯାଇ ସେମାନଙ୍କୁ ସାକ୍ଷରତା କାର୍ଯ୍ୟକ୍ରମରେ ସାମିଲ କରାଯାଇ ଏଇ ମାସ ୨୦ ତାରିଖରେ ପରୀକ୍ଷା କରାଯିବାର କାର୍ଯ୍ୟକ୍ରମ ରହିଥିବା ଆଜି ସଭାର ସଭାପତି ଗୋଷ୍ଟୀ ଶିକ୍ଷା ଅଧିକାରୀ ଶ୍ରୀମତୀ ନେତାମ ମାଡାମ ସୂଚନା ଦେଇଥିଲେ l ଉକ୍ତ ସଭାରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ, ଶିକ୍ଷୟତ୍ରୀ,ଶିକ୍ଷକ ପ୍ରମୁଖ ଙ୍କ ସହ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ lସଭାକୁ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଗୁପ୍ତେ ପ୍ରାସାଦ ନାଗ ବେଶ ସୁନ୍ଦର ଭାବେ ପରିଚାଳନା ଜାରିଥିବା ବେଳେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ହେମେନ୍ଦ୍ର ନାଥ ବେହେରା ଧନ୍ୟବାଦ ପ୍ରଦାନ କରିବା ପରେ ସଭା ଭଙ୍ଗ କରାଯାଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026
  ଜିଲ୍ଲା  
ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   09-Sep-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   09-Sep-2026
  ଜିଲ୍ଲା  
ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି   09-Sep-2026
  ଜିଲ୍ଲା  
ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   09-Sep-2026
  ଜିଲ୍ଲା  
ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   09-Sep-2026
  ଜିଲ୍ଲା  
ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   09-Sep-2026
  ଜିଲ୍ଲା  
*CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   09-Sep-2026
  ଜିଲ୍ଲା  
ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   09-Sep-2026

You Might Also Like