-+91-9937148622 |

prerana_bgr@rediffmail.com |

  Wednesday 9th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||      ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୬ତମ ସମାବର୍ତ୍ତନ ସମାରୋହ   (09-Sep-2026)       ||      ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନରେ ସାଂସଦଙ୍କ ଉଦବୋଧନ   (09-Sep-2026)       ||      ଛତୁ ଚାଷ ତାଲିମ ଶିବିରରେ ବିହନ ବଣ୍ଟନ   (09-Sep-2026)       ||      *ବନ୍ଦୋବସ୍ତ ବିଭାଗ ର ଶିରୋସ୍ତାଦାର ମୁରଲୀ ଧର ଶତପଥୀ ଙ୍କ ପରଲୋକ*- *ବିଶିମୁଣ୍ଡା ଅଞ୍ଚଳ ରେ ଶୋକ*-   (09-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଆୟୋଜନ ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ    (09-Sep-2026)       ||      ଟିଟିଲାଗଡ ବ୍ଲକ୍ ଠାରେ ଗ୍ରାମ ପଂଚାୟତ ବିକାଶ ପାଣ୍ଠି ଓ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା ର ଯୋଜନା ପ୍ରସ୍ତୁତି ତାଲିମ।   (09-Sep-2026)       ||      ଆଇ ଟି ଆଇ ଓ ପଲିଟେକନିକ୍ ଠାରେ ଯଶୋଦା ଯୋଜନା ର ପରାମର୍ଶ ଶିବିର ଅନୁଷ୍ଟିତ   (09-Sep-2026)       ||      ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ଅଧ୍ୟକ୍ଷଙ୍କ ସମୀକ୍ଷା ବୈଠକ♦️ ଜିଲ୍ଲା ପ୍ରଶାସନ, ଯୁବଗୋଷ୍ଠୀ ଓ ବନ ରକ୍ଷା ସମିତି କର୍ମକର୍ତ୍ତାଙ୍କ ସହ ଆଲୋଚନା    (08-Sep-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

08-Sep-2026



ଡୁଙ୍ଗୁରିପାଲି(ଆରବିନ୍ଦ ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକସ୍ତରୀୟ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଆରଏମସି ପରିସରରେ ଅନୁଷ୍ଠିତ ହୋଇଯାଇଛି। ଶିବିରକୁ ଦୀପ ପ୍ରଜ୍ୱଳନ କରି ଉଦଘାଟନ କରିଥିଲେ ଡୁଙ୍ଗୁରିପାଲି ବ୍ଲକ ଉପାଧ୍ୟକ୍ଷ ମକରଧ୍ୱଜ ସାହୁ ଉପସ୍ଥିତ ଥିଲେ ବିଡିଓ ସଂଜୀବ କୁମାର ସାହୁ,ଡିଏସଏସଓ ଗୋବିନ୍ଦଭଲ୍ଳବ ଷଡ଼ଙ୍ଗୀ,ବିଧାୟକ ପ୍ରତିନିଧି ପ୍ରକାଶ ସାହୁ,ବିଏସଏସଓ କ୍ଷୀରୋଦ୍ର ଭୂଷଣ ରାୟ, ଯୁଧିଷ୍ଠିର ଭୋଇ ଏସଏସଓ, ପ୍ରଭୁଦତ ନାଏକ, ବିଜୟ କୁମାର ଭୋଇ, ମଙ୍ଗୁଲୁ ଯୁଆଡ଼ି ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ।ଏହି ଶିବିର ପ୍ରାୟ ୨୬ ଟି ପଂଚାୟତରୁ  ଭିନ୍ନକ୍ଷମ ମହିଳା ପୁରୁଷ, ଛାତ୍ରଛାତ୍ରୀ  ଉପସ୍ଥିତ ଥିଲେ ।ଯେଉଁ ଭିନ୍ନକ୍ଷମ ମାନଙ୍କ ପାଖରେ ପୁରୁଣା ସାର୍ଟିଫିକେଟ ଅଛି  ତାଙ୍କୁ ନୂତନ ସାର୍ଟିଫିକେଟ କରିବା ଜରୁରୀ ଯାହାର ପରସେଣ୍ଟଟେଜ କମ ଥିଲେ ତାକୁ ପୁଣି ପରୀକ୍ଷା କରି ନୂତନ ସାର୍ଟିଫିକେଟ ପ୍ରଦାନ କରାଯିବ ସରକାରଙ୍କ ସବୁ ଯୋଜନା ରେ ସାମିଲ ହେବା ପାଇଁ ଇଉଡି ଆଇଡି ସାର୍ଟିଫିକେଟ  ବନାଇବା ବାଧ୍ୟ୍ୟ ବୋଲି ଉପସ୍ଥିତ ଅଧିକାରୀ କହିଥିଲେ ଏହି ଶିବିର ରେ ୩୩୨ ଜଣଙ୍କୁ ଭିନ୍ନକ୍ଷମ ସାର୍ଟିଫିକେଟ ଦିଆଯାଇଥିବା ବେଳେ ସେଥିରୁ ଚଳନ ଅକ୍ଷମତା ୧୪୪ଶ୍ରବଣ ଯନ୍ତ୍ର ୯୨,ଆଖି ୪୨,ମାନସିକ ରୋଗୀ ୩୫,ସିକିଲ ସେଲ ୧୯ଦିଆଯାଇଥିଲା ସେହିଭଳି ୭୧ଜଣଙ୍କୁ ତୁରନ୍ତ ସରକାରୀ ସୁବିଧା ଶିବିରରେ ଦିଆଯାଇଥିଲା ଯାହାକି ଏଡସ ଉପକରଣ ୧୪,ଡ଼ିଅରଏଲ ଲୋନ ୬, ବସ୍ ପାସ ୨୦,ନୁଆଁ ପେନସନ ୧୯, ପୁରୁଣା ପେନସନ ପାଉଥିବା ଭିନ୍ନକ୍ଷମ ୧୦୦୦ ରୁ ୩୫୦୦ଦିଆଗଲା। ଶିବିରରେ ସଞ୍ଜୟ ପଧାନ,ରବୀନ୍ଦ୍ର ନାଥ ପଣ୍ଡା,କୃତିବାସ ସୁବୁଦ୍ଧି,ସୁବ୍ରସରିତା ବେହେରା,ରଶ୍ମିରଂଜନ ହୋତା ପ୍ରମୁଖ ଡାକ୍ତର ଆସି ପରୀକ୍ଷା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026
  ଜିଲ୍ଲା  
ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   09-Sep-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   09-Sep-2026
  ଜିଲ୍ଲା  
ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି   09-Sep-2026
  ଜିଲ୍ଲା  
ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   09-Sep-2026
  ଜିଲ୍ଲା  
ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   09-Sep-2026
  ଜିଲ୍ଲା  
ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   09-Sep-2026
  ଜିଲ୍ଲା  
*CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   09-Sep-2026
  ଜିଲ୍ଲା  
ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   09-Sep-2026

You Might Also Like