-+91-9937148622 |

prerana_bgr@rediffmail.com |

  Wednesday 9th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||      ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୬ତମ ସମାବର୍ତ୍ତନ ସମାରୋହ   (09-Sep-2026)       ||      ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନରେ ସାଂସଦଙ୍କ ଉଦବୋଧନ   (09-Sep-2026)       ||      ଛତୁ ଚାଷ ତାଲିମ ଶିବିରରେ ବିହନ ବଣ୍ଟନ   (09-Sep-2026)       ||      *ବନ୍ଦୋବସ୍ତ ବିଭାଗ ର ଶିରୋସ୍ତାଦାର ମୁରଲୀ ଧର ଶତପଥୀ ଙ୍କ ପରଲୋକ*- *ବିଶିମୁଣ୍ଡା ଅଞ୍ଚଳ ରେ ଶୋକ*-   (09-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଆୟୋଜନ ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ    (09-Sep-2026)       ||      ଟିଟିଲାଗଡ ବ୍ଲକ୍ ଠାରେ ଗ୍ରାମ ପଂଚାୟତ ବିକାଶ ପାଣ୍ଠି ଓ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା ର ଯୋଜନା ପ୍ରସ୍ତୁତି ତାଲିମ।   (09-Sep-2026)       ||      ଆଇ ଟି ଆଇ ଓ ପଲିଟେକନିକ୍ ଠାରେ ଯଶୋଦା ଯୋଜନା ର ପରାମର୍ଶ ଶିବିର ଅନୁଷ୍ଟିତ   (09-Sep-2026)       ||      ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ଅଧ୍ୟକ୍ଷଙ୍କ ସମୀକ୍ଷା ବୈଠକ♦️ ଜିଲ୍ଲା ପ୍ରଶାସନ, ଯୁବଗୋଷ୍ଠୀ ଓ ବନ ରକ୍ଷା ସମିତି କର୍ମକର୍ତ୍ତାଙ୍କ ସହ ଆଲୋଚନା    (08-Sep-2026)       ||     

HOME   ଜିଲ୍ଲା

ଟିଟିଲାଗଡ ବ୍ଲକ୍ ଠାରେ ଗ୍ରାମ ପଂଚାୟତ ବିକାଶ ପାଣ୍ଠି ଓ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା ର ଯୋଜନା ପ୍ରସ୍ତୁତି ତାଲିମ।

09-Sep-2026



ବଲାଙ୍ଗୀର(ପ୍ରେରଣା ଖବର)-ଟିଟଲାଗଡ ବ୍ଲକ୍ ର ଆଇ ସି ଡି ଏସ ସମ୍ମିଳନୀ କକ୍ଷଠାରେ ଅରୁଣା,ଆଇ ସି ଡି ଏସ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ,ବଲାଙ୍ଗୀର ର ଆୟୋଜନ କ୍ରମେ  ବ୍ଲକ୍ ସ୍ତରୀୟ ଟାସ୍କ ଫୋର୍ସ କମିଟି, ବ୍ଲକ୍ ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ ଓ ସରପଞ୍ଚ ଓ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ମାନଙ୍କ ପାଇଁ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା ର ଯୋଜନା ପ୍ରସ୍ତୁତି କରିବାକୁ ଏକ  ତାଲିମ  ଅନୁଷ୍ଟିତ କରାଯାଇଛି।ଏହି ତାଲିମ କାର୍ଯକ୍ରମରେ ଟିଟିଲାଗଡ ବ୍ଲକ୍ ର   ଗୋଷ୍ଟି ଉନ୍ନୟନ ଅଧିକାରୀ  ଚନ୍ଦ୍ରମଣି ନାଗ କହିଲେ ଶିଶୁ ମାନଙ୍କ  ଆବଶ୍ୟକ ଯତ୍ନ ଓ ସୁରକ୍ଷା ଜରୁରୀ କାଳୀନ ଭିତ୍ତିରେ ଗ୍ରାମ ପଞ୍ଚାୟତ ବିକାଶ ପାଣ୍ଠି ରୁ ଶତକଡା ୫  ପ୍ରତିଶତ ସହ ଅର୍ଥ କୁ ସୁନିଶ୍ଚିତ କରିବା ପାଇଁ ସମସ୍ତ ପଞ୍ଚାୟତ ନିର୍ବାହୀ ଅଧିକାରୀ ମାନଙ୍କୁ ଅବଗତ କରିଥିଲେ। ସି ଡି ପି ଓ ସୁଷମା ପାଢ଼ୀ କହିଲେ ବାଲ୍ୟ ବିବାହ ବନ୍ଦ କରିବା,ବାଲ୍ୟ ବିବାହ ଅଧିକାରୀ ମାନେ ପଞ୍ଚାୟତ ସ୍ତରରେ ବୋର୍ଡ ଲଗାଇବା,ବେଟି ବଚାଓ ବେଟି ପଢ଼ାଓ ଉପରେ ଜଣାଇଥିଲେ।କାର୍ଯକ୍ରମରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ସାମାଜିକ କର୍ମୀ ଅରୁଣ ଖୁଆସ ସମସ୍ତଙ୍କୁ ସ୍ଵାଗତ ଜଣାଇ କିଶୋର ନ୍ୟାୟ ଆଇନ୍ ଉପରେ ଶିଶୁ ମାନଙ୍କର ଯତ୍ନ ଓ ସୁରକ୍ଷା ଉପରେ ବିଭିନ୍ନ ପ୍ରକାର ଆଇନ୍ ତଥା ବାଲ୍ୟବିବାହ ନିରୋଧ ଆଇନ, ପୋକ୍ସୋ ଆଇନ୍,ଶିଶୁ ଶ୍ରମିକ ନିରୋଧ ଆଇନ,ପି ସି ପି ଏନ୍ ଡି ଟି ଆଇନ୍ ଉପରେ ଜଣାଇଥିଲେ।ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ରେ ଅବସ୍ଥିତ ଥିବା ଅରୁଣା ର ଜିଲ୍ଲା ପରାମର୍ଶଦାତା ପ୍ରମୋଦ ବଗର୍ତ୍ତି

ତାଲିମ ର ଲକ୍ଷ୍ୟ ଓ  ଉଦ୍ଦେଶ୍ୟ ଉପରେ କହିବା ସହ ସରପଞ୍ଚ ଓ ଇ ଓ ମାନଙ୍କର ଭୂମିକା , ଦାୟିତ୍ଵ ଉପରେ ଜଣାଇଥିଲେ । ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ଅନୁସାରେ ମିଶନ ବାତ୍ସଲ୍ୟ ମାର୍ଗଦର୍ଶିକା ୨୦୨୨ ରେ  ଗ୍ରାମ ପଞ୍ଚାୟତ ବିକାଶ ପାଣ୍ଠି ର ଅନ୍ ଟାଏଡ ପାଣ୍ଠି ର ୫ % ଥିମ୍ ୩ ରେ ବିପଦ ସଙ୍କୁଳ ଅବସ୍ଥାରେ ଥିବା ଶିଶୁ,ଅନାଥ ଶିଶୁ , ଏଚ୍ ଆଇ ଭି ସଂକ୍ରମିତ ଶିଶୁ,ବାଲ୍ୟ ବିବାହ ଚିହ୍ନଟ, ଦାଦନ ଶ୍ରମିକ ଉଦ୍ଧାର ଶିଶୁ, ଶିଶୁ ଶ୍ରମିକ ପିତୃ ଓ ମାତୃ ହିନ ଶିଶୁ ମାନଙ୍କୁ ଚିହ୍ନଟ କରି ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା ର ଯୋଜନା ପ୍ରସ୍ତୁତି କରିବାକୁ  ଗୋଷ୍ଟି ଭିତ୍ତିକ ଯୋଜନା  ଓ ବ୍ୟକ୍ତିଗତ ଯୋଜନା ପ୍ରସ୍ତୁତି କରିବା ପାଇଁ ଏକ  ତାଲିମ ପ୍ରଦାନ କରିଥିଲେ।ଚାଇଲ୍ଡ ହେଲ୍ପ ଲାଇନ୍ ର ସୁଦନ ଖମାରୀ, ଶୁଭମ୍ ଜେନା,ଜିଲ୍ଲା ପ୍ରକଳ୍ପ ସଂଯୋଜକ ସୁବୋଧ ପଧାନ ଉପସ୍ଥିତ ଥିଲେ।ପରିଶେସରେ ସୁଷମା ପାଢ଼ୀ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରି ତାଲିମ୍ କୁ ଶେଷ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026
  ଜିଲ୍ଲା  
ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   09-Sep-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   09-Sep-2026
  ଜିଲ୍ଲା  
ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି   09-Sep-2026
  ଜିଲ୍ଲା  
ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   09-Sep-2026
  ଜିଲ୍ଲା  
ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   09-Sep-2026
  ଜିଲ୍ଲା  
ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   09-Sep-2026
  ଜିଲ୍ଲା  
*CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   09-Sep-2026
  ଜିଲ୍ଲା  
ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   09-Sep-2026

You Might Also Like