-+91-9937148622 |

prerana_bgr@rediffmail.com |

  Wednesday 9th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||      ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୬ତମ ସମାବର୍ତ୍ତନ ସମାରୋହ   (09-Sep-2026)       ||      ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନରେ ସାଂସଦଙ୍କ ଉଦବୋଧନ   (09-Sep-2026)       ||      ଛତୁ ଚାଷ ତାଲିମ ଶିବିରରେ ବିହନ ବଣ୍ଟନ   (09-Sep-2026)       ||      *ବନ୍ଦୋବସ୍ତ ବିଭାଗ ର ଶିରୋସ୍ତାଦାର ମୁରଲୀ ଧର ଶତପଥୀ ଙ୍କ ପରଲୋକ*- *ବିଶିମୁଣ୍ଡା ଅଞ୍ଚଳ ରେ ଶୋକ*-   (09-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଆୟୋଜନ ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ    (09-Sep-2026)       ||      ଟିଟିଲାଗଡ ବ୍ଲକ୍ ଠାରେ ଗ୍ରାମ ପଂଚାୟତ ବିକାଶ ପାଣ୍ଠି ଓ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା ର ଯୋଜନା ପ୍ରସ୍ତୁତି ତାଲିମ।   (09-Sep-2026)       ||      ଆଇ ଟି ଆଇ ଓ ପଲିଟେକନିକ୍ ଠାରେ ଯଶୋଦା ଯୋଜନା ର ପରାମର୍ଶ ଶିବିର ଅନୁଷ୍ଟିତ   (09-Sep-2026)       ||      ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ଅଧ୍ୟକ୍ଷଙ୍କ ସମୀକ୍ଷା ବୈଠକ♦️ ଜିଲ୍ଲା ପ୍ରଶାସନ, ଯୁବଗୋଷ୍ଠୀ ଓ ବନ ରକ୍ଷା ସମିତି କର୍ମକର୍ତ୍ତାଙ୍କ ସହ ଆଲୋଚନା    (08-Sep-2026)       ||     

HOME   ଜିଲ୍ଲା

ସଇଁତଲାରେ ଜିଲ୍ଲାସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଆୟୋଜନ ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ

09-Sep-2026



ସଇଁତଲା (ପ୍ରେରଣା ଖବର): ସଇଁତଲା ବ୍ଲକରେ ଜିଲ୍ଲାସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଅକ୍ଟୋବର ମାସ ୨୯/୩୦ ଓ ନଭେମ୍ବର ୧ ତାରିଖରେ ଆୟୋଜନ ପାଇଁ ନିଷ୍ପତି ହୋଇଛି।  ଗୋଷ୍ଠୀ ଶିକ୍ଷା ଅଧିକାରୀ ଦିଲ୍ଲୀପ କୁମାର ଯୋଶୀ ଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ମୁଖ୍ୟ ଅତିଥି ଭାବରେ କେରମେଲୀ ର ପ୍ରଧାନଶିକ୍ଷକ ସରୋଜ ମିଶ୍ର, ପ୍ରଧାନଶିକ୍ଷକ ସୁନିତା ବୋଇପାଇଁ, ବ୍ଲକ ସମ୍ପାଦିକା ରଞ୍ଜିତା ମିଶ୍ର ମଂଚାସୀନ ଥିଲେ। ସରସ୍ବତୀ ମାଆ ଙ୍କ ପୂଜା ଓ ବନ୍ଦନା କରି କାର୍ଯ୍ୟକ୍ରମ ଟି ଆରମ୍ଭ ହୋଇଥିଲା। ଗତ ବର୍ଷ ରେ ହୋଉ ଥିବା ଜିଲ୍ଲା ସ୍ତରୀୟ ଖେଳକୁଦ ପ୍ରତିଯୋଗିତାର ଆୟବ୍ୟୟ, ସୁବିଧା ଅସୁବିଧା ଉପରେ ପ୍ରଥମେ ଆଲୋଚନା ହୋଇଥିଲା।ତା ପରେ ଏଇ ବର୍ଷ କାର୍ଯ୍ୟକ୍ରମ କିପରି ଭାବରେ ସୁରୁଖୁରୁରେ ସଫଳତା ର ସହ କରାଯିବ ତା ଉପରେ ସବିଶେଷ ଆଲୋଚନା କରି ସମସ୍ତ ପ୍ରଧାନ ଶିକ୍ଷକ ଓ ଶିକ୍ଷୟତ୍ରୀ, ଶାରୀରିକ ଶିକ୍ଷା ଶିକ୍ଷକ ଓ ଶିକ୍ଷୟତ୍ରୀ ସେମାନଙ୍କ ସୁଚିନ୍ତିତ ମତାମତ ଦେଇଥିଲେ। ସଭାପତି ତଥା ଗୋଷ୍ଠୀ ଶିକ୍ଷା ଅଧିକାରୀ ଦିଲ୍ଲୀପ କୁମାର ଯୋଶୀ ତାଙ୍କ ଅଭିଭାଷଣ ରେ ଅନେକ ଉଦାହରଣ ଦେଇ ଏହି କାର୍ଯ୍ୟକ୍ରମର ସଫଳ ତା ଆଶା କରିଥିଲେ। ବ୍ଲକ ସମ୍ପାଦକ ଶ୍ରୀମତୀ ରଞ୍ଜିତା ମିଶ୍ର ଙ୍କ ସୂଚନା ଅନୁଯାଇ ଆସନ୍ତା ଅକ୍ଟୋବର ମାସ ୨୯/୩୦/ଓ

ନଭେମ୍ବର-୧ତିନି ଦିନ ଧରି ଜିଲ୍ଲାସ୍ତରୀୟ ୧୭ ବର୍ଷ ରୁ କମ ବାଳକଙ୍କ କ୍ରିକେଟ ପ୍ରତିଯୋଗିତା ସଇଁତଲା ପଂଚାୟତ ସମିତି ସ୍କୁଲ ଶିଷକେଲାରେ ପ୍ରଧାନ ଶିକ୍ଷକ ମନୋଜ ବେହେରାଙ୍କ ତତ୍ଵାବଧାନ ଅନୁଷ୍ଠିତ ହେବ। ଏଥିରେ ବ୍ଲକର ସମସ୍ତ ପ୍ରଧାନ ଶିକ୍ଷକ, ଶିକ୍ଷୟତ୍ରୀ, ଖେଳ ଶିକ୍ଷକ, ଶିକ୍ଷୟତ୍ରୀ, ଓ ବ୍ଲକ ରେ ଥିବା ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ସମ୍ପୂର୍ଣ ସହଯୋଗ ରହିଛି।  ସଭା ଶେଷରେ  କଁସର ର ପ୍ରଧାନ ଶିକ୍ଷକ ଘନଶ୍ୟାମ ଦଣ୍ଡସେନା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026
  ଜିଲ୍ଲା  
ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   09-Sep-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   09-Sep-2026
  ଜିଲ୍ଲା  
ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି   09-Sep-2026
  ଜିଲ୍ଲା  
ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   09-Sep-2026
  ଜିଲ୍ଲା  
ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   09-Sep-2026
  ଜିଲ୍ଲା  
ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   09-Sep-2026
  ଜିଲ୍ଲା  
*CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   09-Sep-2026
  ଜିଲ୍ଲା  
ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   09-Sep-2026

You Might Also Like